Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଘୋଷଣା ହେଲା ପଞ୍ଚାୟତ ନିର୍ବାଚନ ଫଳାଫଳ: ଜାଣନ୍ତୁ କେଉଁ ଦଳକୁ ମିଳିଲା କେତେ ଜିଲ୍ଲାପରିଷଦ ଆସନ
ବିଶେଷ ଖବର

ଘୋଷଣା ହେଲା ପଞ୍ଚାୟତ ନିର୍ବାଚନ ଫଳାଫଳ: ଜାଣନ୍ତୁ କେଉଁ ଦଳକୁ ମିଳିଲା କେତେ ଜିଲ୍ଲାପରିଷଦ ଆସନ

March 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଚଳିତ ବର୍ଷ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ୮୫୧ ଟି ଜିଲ୍ଲାପରିଷଦ ଆସନରେ ଭୋଟ ଗ୍ରହଣ ହୋଇଛି। ଗତ ମାସ ୧୬ ତାରିଖରୁ ଆରମ୍ଭ ହୋଇଥିବା ଏହି ନିର୍ବାଚନର ଭୋଟ ଗ୍ରହଣ ପ୍ରକ୍ରିୟା ୫ ଟି ପର୍ଯ୍ୟାୟରେ ଫେବୃୟାରୀ ୨୪ ତାରିଖରେ ଶେଷ ହୋଇଛି। ଏବଂ ଭୋଟ ଗ୍ରହଣ ପରେ ୩ ଟି ପର୍ଯ୍ୟାୟରେ ଫେବୃୟାରୀ ୨୬ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଭୋଟ ଗ୍ରହଣ ହୋଇଛି।

ବିଗତ ୩ ଦିନ ଧରି ଚାଲିଥିବା ଭୋଟ ଗଣତି ଆଜି ଶେଷ ହୋଇଛି। ଚଳିତ ନିର୍ବାଚନରେ ବିଜେଡ଼ି ଉଲ୍ଲେଖନୀୟ ସଫଳତା ପାଇଛି। ନିଜର ପୁରୁଣା ରେକର୍ଡକୁ ଭାଙ୍ଗି ରାଜ୍ୟର ଏକ ଶ୍ରେଷ୍ଠ ଦଳ ଭାବେ ବିଜେଡ଼ି ସାମ୍ନାକୁ ଆସିଛି। ୨୨ ବର୍ଷ ଶାସନ କାଳ ମଧ୍ୟରେ ଏହି ଦଳ ରାଜ୍ୟବାସୀଙ୍କ ନିକଟରେ ଆହୁରି ଅଧିକ ଲୋକପ୍ରିୟ ହୋଇପାରିଛି।

ପୂର୍ବ ନିର୍ବାଚନ ଅପେକ୍ଷା ବିରୋଧୀ ଦଳ ତଥା ବିଜେପିକୁ ଅଧିକ କ୍ଷତି ହୋଇଛି। ଗତ ପଞ୍ଚାୟତ ନିର୍ବାଚନରେ ବିଜେପି ପାଖାପାଖି ୩୦୦ ଆସନ ଅକ୍ତିଆର କରିଥିବା ବେଳେ ଏଥର ମାତ୍ର ୪୨ ଟି ଆସନ ଜିତିପାରିଛି।

ସେହିଭଳି କଂଗ୍ରେସକୁ ଗତ ନିର୍ବାଚନରେ ମିଳିଥିବା ୬୦ ଟି ଆସନରୁ ତଳକୁ ଖସି ୩୭ ଟି ଆସନ ମିଳିପାରିଛି। କିନ୍ତୁ ସରକାରୀ ଦଳ ବିଜେଡ଼ିକୁ ଏକତରଫା ବିଜୟ ମିଳିଛି। ମୋଟ ୮୫୧ ଟି ଆସନରୁ ବିଜେଡ଼ିକୁ ୭୬୫ ଟି ଆସନ ମିଳିଛି।

ପଞ୍ଚାୟତ ନିର୍ବାଚନ ଫଳାଫଳ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ସହ ଘନିଷ୍ଠ ବନ୍ଧୁର ପରିଚୟ ଦେଲା ଏହି ମୁସଲିମ ଦେଶ: ପଠାଇଲା ଲକ୍ଷ ଲକ୍ଷ ବ୍ୟାରେଲ ତେଲ

March 18, 2026

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026
Latest News

“ଏହା ଲଜ୍ଜାଜନକ”: ଆସାମରେ କଂଗ୍ରେସ ସାଂସଦ ଦଳ ଛାଡିବା ପରେ କହିଲା ଶିବସେନା

March 18, 2026

RCB କୁ କିଣିବା ଦୌଡ଼ରେ ଦୁଇ ପ୍ରତିଦ୍ୱନ୍ଦ୍ୱୀ: ୧୬ ହଜାର କୋଟି ଅତିକ୍ରମ କରିପାରେ ନିଲାମ

March 18, 2026

ଭାରତ ସହ ଘନିଷ୍ଠ ବନ୍ଧୁର ପରିଚୟ ଦେଲା ଏହି ମୁସଲିମ ଦେଶ: ପଠାଇଲା ଲକ୍ଷ ଲକ୍ଷ ବ୍ୟାରେଲ ତେଲ

March 18, 2026

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026

ଭାରତରେ ଦୈନିକ କେତେ ଏଲପିଜି ବ୍ୟବହୃତ ହୁଏ?: ଜାଣନ୍ତୁ ଉତ୍ତର

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.