Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୌର ନିର୍ବାଚନ: ଜାଣନ୍ତୁ ମେୟର ଆଉ କାଉନସିଲର ପାଇଁ କେତେ ଜଣ ପ୍ରାର୍ଥିପତ୍ର କଲେ ଦାଖଲ
ବିଶେଷ ଖବର

ପୌର ନିର୍ବାଚନ: ଜାଣନ୍ତୁ ମେୟର ଆଉ କାଉନସିଲର ପାଇଁ କେତେ ଜଣ ପ୍ରାର୍ଥିପତ୍ର କଲେ ଦାଖଲ

March 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୌର ନିର୍ବାଚନ: ଜାଣନ୍ତୁ ମେୟର ଆଉ କାଉନସିଲର ପାଇଁ କେତେ ଜଣ ପ୍ରାର୍ଥିପତ୍ର କଲେ ଦାଖଲ

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପରେ ବର୍ତ୍ତମାନ ଆରମ୍ଭ ହୋଇଯାଇଛି ପୌର ନିର୍ବାଚନ ଗରମ। ଏଥର ୧୦୬ ଟି ପୌର ପରିଷଦ ଏବଂ ୩ ଟି ମହାନଗର ନିଗମରେ ନିର୍ବାଚନ ହେବ। ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ।ଏ ନେଇ ନିର୍ବାଚନ କମିଶନର ନିର୍ବାଚନ ତାରିଖ ଘୋଷଣା କରିସାରିଛନ୍ତି। ଏହି ନିର୍ବାଚନରେ ୪୪ ଲକ୍ଷ ଭୋଟର ମତଦାନ କରିବେ।

ଗତ ୨୮ ଫେବୃୟାରୀ ବିଜ୍ଞପ୍ତି ପ୍ରକାଶ ପାଇ ସାରିଛି। ସେହି ଅନୁସାରେ ଯେଉଁ ଯେଉଁ ତାରିଖରେ ନିର୍ବାଚନ ପକ୍ରିୟାର ବିଭିନ୍ନ କାର୍ଯ୍ୟ ହେବ ତାହା ହେଲା..

ନାମାଙ୍କନ ପତ୍ର ଦାଖଲ : ୨ ମାର୍ଚ୍ଚରୁ ୭ ମାର୍ଚ୍ଚ ୨୦୨୨

ପ୍ରାର୍ଥୀପତ୍ର ଯାଞ୍ଚ : ୯ ମାର୍ଚ୍ଚ ୨୦୨୨

୧୪ ମାର୍ଚ୍ଚ ପର୍ଯ୍ୟନ୍ତ : ପ୍ରାର୍ଥୀପତ୍ର ପ୍ରତ୍ୟାହାର

ଭୋଟଦାନ : ୨୪ ମାର୍ଚ୍ଚ ୨୦୨୨

ଫଳାଫଳ : ୨୬ ମାର୍ଚ୍ଚ ୨୦୨୨

ଉପାଧ୍ୟକ୍ଷ ନିର୍ବାଚନ : ୭ ଏପ୍ରିଲ ୨୦୨୨

ଡେପୁଟି ମେୟର ନିର୍ବାଚନ : ୮ ଏପ୍ରିଲ ୨୦୨୨

ତେବେ ନିର୍ବାଚନ କମିଶନର କାର୍ଯ୍ୟାଳୟ ସୂଚନା ଅନୁସାରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୮ ବିଭିନ୍ନ ମହାନଗର ତଥା ଏନଏସି ମେୟର ଏବଂ ଅଧ୍ୟକ୍ଷ ପଦବୀ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ସେହିପରି କରର୍ପୋରେଟର ଏବଂ କାଉନସିଲର ପାଇଁ ୧୪୫ ଜଣ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି।

ଓଡିଶା ପୌର ନିର୍ବାଚନ ପୌର ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026

ସିଫା ପରିଦର୍ଶନ କଲେ ତେଲଙ୍ଗାନାର ଗଣମାଧ୍ୟମ ପ୍ରତିନିଧି ଦଳ

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.