Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆରମ୍ଭ ହେବ ବିଧାନସଭା ଟିଭି: ମାର୍ଚ୍ଚ ୩୧ ପୂର୍ବରୁ ବଜେଟ ଅଧିବେଶନ
ବିଶେଷ ଖବର

ଆରମ୍ଭ ହେବ ବିଧାନସଭା ଟିଭି: ମାର୍ଚ୍ଚ ୩୧ ପୂର୍ବରୁ ବଜେଟ ଅଧିବେଶନ

March 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମାର୍ଚ୍ଚ ୩୧ ତାରିଖ ପୂର୍ବରୁ ବିଧାନସଭା ବଜେଟ ଅଧିବେଶନ ଅନୁଷ୍ଠିତ ହୋଇପାରେ। ରାଜ୍ୟପାଳଙ୍କ ଅନୁମୋଦନ କ୍ରମେ ଓଡିଶା ବିଧାନସଭାର ବଜେଟ ଅଧିବେଶନ ପାଇଁ ତାରିଖ ଘୋଷଣା ହେବ।

ଏହାସହିତ ବିଧାନସଭା ସମାଚାର ୟୁଟୁବ ଚ୍ୟାନେଲ କରାଯିବ। ବିଧାନସଭା ପରିସରରେ ଏଥିପାଇଁ ଷ୍ଟୂଡିଓ ତିଆରି କରାଯାଉଛି। ଏଥିରେ ବିଧାନସଭା ସମ୍ପର୍କିତ ଖବର ପ୍ରସାରଣ କରାଯିବ। ପରବର୍ତ୍ତୀ ସମୟରେ ବିଧାନସଭା ଟିଭି ମଧ୍ୟ ପ୍ରସାରିତ ହେବ। ସଂସଦ ଢାଞ୍ଚାରେ ପ୍ରସାରିତ ହେବ ବିଧାନସଭା ଟିଭି।

ଏତଦବ୍ୟତୀତ ‘ବିଧାନସଭା ପତ୍ରିକା’ ନାମକ ମାସିକ ପତ୍ରିକା ମଧ୍ୟ ଆରମ୍ଭ ହେବ। ଏନେଇ ବାଚସ୍ପତି ଡାକ୍ତର ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି।

ବଜେଟ ଅଧିବେଶନ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026
Latest News

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.