Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଧିରେ ଧିରେ ଭୁବନେଶ୍ବର ମହାନଗର ନିର୍ବାଚନ ପାଇଁ ବଢୁଛି ପ୍ରାର୍ଥୀ ପତ୍ର ଦାଖଲ
ବିଶେଷ ଖବର

ଧିରେ ଧିରେ ଭୁବନେଶ୍ବର ମହାନଗର ନିର୍ବାଚନ ପାଇଁ ବଢୁଛି ପ୍ରାର୍ଥୀ ପତ୍ର ଦାଖଲ

March 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଧିରେ ଧିରେ ଭୁବନେଶ୍ବର ମହାନଗର ନିର୍ବାଚନ ପାଇଁ ବଢୁଛି ପ୍ରାର୍ଥୀ ପତ୍ର ଦାଖଲ

ଭୁବନେଶ୍ବର: ଭୁବନେଶ୍ୱର ମହାନଗର ନିଗମ ସାଧାରଣ ନିର୍ବାଚନ-୨୦୨୨ ପାଇଁ ବିଭିନ୍ନ ଓ୍ୱାର୍ଡର କର୍ପୋରେଟର ପଦବୀ ପାଇଁ  ଆଜି  ଆଉ ୯୦ଜଣ ପ୍ରାର୍ଥୀ ମନୋନୟନ ପତ୍ର ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀଙ୍କ କାଯ୍ୟାଳୟରେ ଦାଖଲ କରିଛନ୍ତି। ଗତକାଲି ସୁଦ୍ଧା ୪୦ ଜଣ ପ୍ରାର୍ଥୀ ବିଭିନ୍ନ ଓ୍ୱାର୍ଡ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ଆଜି ସୁଦ୍ଧା ମୋଟ ୧୩୦ଜଣ ପ୍ରାର୍ଥୀ  କର୍ପୋରେଟର ପାଇଁ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଆଜି ମେୟର ପଦବୀ ପାଇଁ ୪ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଗତକାଲି ଜଣେ ପ୍ରାର୍ଥୀ ମେୟର ପଦବୀ ପାଇଁ ମନୋନୟନ ପତ୍ର ଦାଖଲ କରିଥିଲେ। ଏଣୁ ମେୟର ପଦବୀ ପାଇଁ ପ୍ରାର୍ଥୀପତ୍ର  ଦାଖଲ ସଂଖ୍ୟା ଆଜି ସୁଦ୍ଧା ୫ରେ ପହଁଚିଛି । ଆଜି ମେୟର ପଦବୀ ପାଇଁ  ଆଉ ୭ଟି  ଫର୍ମ ବିକ୍ରି ହୋଇଥିବା ବେଳେ ଆଜି ସୁଦ୍ଧା ଏଥିପାଇଁ ମୋଟ ୩୦ ଟି ଫର୍ମ ବିକ୍ରି ହୋଇଛି

ଗତକାଲି ସୁଦ୍ଧା  ବିଭିନ୍ନ ଓ୍ୱାର୍ଡର  କର୍ପୋରେଟର ପଦବୀ ପାଇଁ ୭୧୩ଟି ଫର୍ମ ବିକ୍ରି ହୋଇଥିବା ବେଳେ ଆଜି ଆଉ ୭୯ଟି ଫର୍ମ  ପ୍ରାର୍ଥୀମାନେ ନେଇଛନ୍ତି। ଆଜି ସୁଦ୍ଧା ମୋଟ ୭୯୨ଟି ଫର୍ମ କର୍ପୋରେଟର ପଦବୀ ପାଇଁ ଆଶାୟୀ ପ୍ରାର୍ଥୀମାନେ ନେଇଛନ୍ତି। ମେୟର ତଥା କର୍ପୋରେଟର ପାଇଁ ଆସନ୍ତାକାଲି ୭ ତାରିଖ ଶେଷ ଦିନ ହୋଇଥିବା ବେଳେ ଆଜି ମନୋନୟନ ପତ୍ର ଦାଖଲ ୫ମ ଦିନରେ କେନ୍ଦ୍ରରେ ଗହଳି ପରିଲକ୍ଷିତ ହୋଇଥିଲା।

ତେବେ ଅତିରିକ୍ତ ଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀ ଶ୍ରୀ ପ୍ରଫୁଲ୍ଲ  କୁମାର ସ୍ୱାଇଁ ପ୍ରତ୍ୟକ୍ଷ କାର୍ଯ୍ୟକୁ ତଦାରଖ କରିଥିଲେ। ଏଥିସହିତ କମିଶନରେଟ୍ ପୁଲିସ୍ ତରଫରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍ ବ୍ୟବସ୍ଥାକୁ ନିୟନ୍ତ୍ରିତ ପାଇଁ ଫୋର୍ସ ମୁତୟନ କରାଯାଇଥିଲା।

municipal election ଓଡିଶା ପୌର ନିର୍ବାଚନ ପୌର ନିର୍ବାଚନ ଭୁବନେଶ୍ବର ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ମୌସୁମୀ ଅଧିବେଶନରେ କିପରି ବିଲ ପାସ କରିବେ ମୋଦୀ ସରକାର: ଜାଣନ୍ତୁ ସଂଖ୍ୟା ଗଣିତ

July 18, 2026

ଜନ୍ତର ମନ୍ତରରେ ଉତ୍ତେଜନା: ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା

July 18, 2026

ସୋନମ ୱାଙ୍ଗଚୁକଙ୍କ ସମ୍ପର୍କରେ ସରକାର ଏବଂ ସିଜେପି କୁ ସମାଲୋଚନା କଲେ ପ୍ରିୟଙ୍କା ଚତୁର୍ବେଦୀ

July 18, 2026

ଇତିହାସ ରଚିଲା ଭାରତ: ଶ୍ରୀହରିକୋଟାରୁ ଉତକ୍ଷେପଣ କଳା ପ୍ରଥମ ଘରୋଇ ରକେଟ୍

July 18, 2026
Latest News

ମୌସୁମୀ ଅଧିବେଶନରେ କିପରି ବିଲ ପାସ କରିବେ ମୋଦୀ ସରକାର: ଜାଣନ୍ତୁ ସଂଖ୍ୟା ଗଣିତ

July 18, 2026

୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ କରିବେ ସରକାର: ଜାଣନ୍ତୁ ଏହାର ଖର୍ଚ୍ଚ କେତେ?

July 18, 2026

ପ୍ରକୃତରେ ମାଇଲେଜ୍ ହ୍ରାସ କରେ କି E20 ଇନ୍ଧନ?: ଜାଣନ୍ତୁ ବିଶେଷଜ୍ଞମାନେ କୁହନ୍ତି

July 18, 2026

ଜନ୍ତର ମନ୍ତରରେ ଉତ୍ତେଜନା: ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା

July 18, 2026

ସୋନମ ୱାଙ୍ଗଚୁକଙ୍କ ସମ୍ପର୍କରେ ସରକାର ଏବଂ ସିଜେପି କୁ ସମାଲୋଚନା କଲେ ପ୍ରିୟଙ୍କା ଚତୁର୍ବେଦୀ

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.