Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ: ଏହିସବୁ ବିଷୟରେ ହେଲା ଆଲୋଚନା
ବିଶେଷ ଖବର

ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ: ଏହିସବୁ ବିଷୟରେ ହେଲା ଆଲୋଚନା

March 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଋଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ୟୁକ୍ରେନର ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ ଫୋନରେ କଥା ହୋଇଛନ୍ତି। ଭାରତୀୟ ସରକାରୀ ସୂତ୍ର ଅନୁଯାୟୀ ଏହି ଫୋନ୍ କଲ୍ ପ୍ରାୟ ୩୫ ମିନିଟ୍ ପର୍ଯ୍ୟନ୍ତ ଚାଲିଥିଲା। ଦୁଇ ନେତା ୟୁକ୍ରେନର ପରିସ୍ଥିତି ଉପରେ ଆଲୋଚନା କରିଥିଲେ। ଋଷ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ପ୍ରତ୍ୟକ୍ଷ ଆଲୋଚନାକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି। ୟୁକ୍ରେନରୁ ଭାରତୀୟ ନାଗରିକମାନଙ୍କୁ ସ୍ଥାନାନ୍ତର କରିବାରେ ୟୁକ୍ରେନ ସରକାରଙ୍କ ଦ୍ୱାରା ଦିଆଯାଇଥିବା ସହାୟତା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଭାରତୀୟ ନାଗରିକଙ୍କୁ ସୁମିରୁ ବାହାର କରିବା ପାଇଁ ଚାଲିଥିବା ପ୍ରୟାସରେ ପ୍ରଧାନମନ୍ତ୍ରୀ ୟୁକ୍ରେନ ସରକାରଙ୍କ ନିରନ୍ତର ସମର୍ଥନ ଲୋଡିଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ବୁଧବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହୋଇଥିଲେ ଏବଂ ୟୁକ୍ରେନରୁ ଭାରତୀୟମାନଙ୍କୁ ନିରାପଦ ସ୍ଥାନାନ୍ତର ବିଷୟରେ ଆଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (ପିଏମଓ) ଦ୍ଵାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ, ପ୍ରଧାନମନ୍ତ୍ରୀ ମୋଦୀ ଋଷର ରାଷ୍ଟ୍ରପତି ପୁଟିନଙ୍କ ସହ ଫୋନରେ କଥା ହୋଇଥିଲେ।

ପିଏମଓ ଅନୁଯାୟୀ, ଉଭୟ ନେତା ୟୁକ୍ରେନର ସ୍ଥିତିର ସମୀକ୍ଷା କରିଥିଲେ, ବିଶେଷ କରି ଖାରକିଭରେ ଯେଉଁଠାରେ ବହୁ ସଂଖ୍ୟକ ଭାରତୀୟ ଛାତ୍ର ଅଟକି ରହିଛନ୍ତି। ସେହି ବିପଦଗ୍ରସ୍ତ ଅଞ୍ଚଳରୁ ଭାରତୀୟ ନାଗରିକମାନଙ୍କୁ ସୁରକ୍ଷିତ ସ୍ଥାନାନ୍ତର ବିଷୟରେ ଆଲୋଚନା କରିଥିଲେ।

ଋଷ ପ୍ରଧାନମନ୍ତ୍ରୀ ମୋଦୀ ୟୁକ୍ରେନ ୟୁକ୍ରେନ ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026
Latest News

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.