Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»StateBoard»ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ବିଷୟରେ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି, ଜାଣନ୍ତୁ କଣ ଘୋଷଣା କଲେ ମୁଖ୍ୟ ଶାସନ ସଚିବ
StateBoard

ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ବିଷୟରେ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି, ଜାଣନ୍ତୁ କଣ ଘୋଷଣା କଲେ ମୁଖ୍ୟ ଶାସନ ସଚିବ

March 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କିଛି ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ରାଜ୍ୟରେ ପରୀକ୍ଷାକୁ ନେଇ ମୁଖ୍ୟ ଶାସନ ସଚିବ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ରାଜ୍ୟରେ ଦଶମ ପରୀକ୍ଷା ବିଷୟରେ ଶ୍ରୀ ମହାପାତ୍ର ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଉପରେ ଘୋଷଣା କରିଛନ୍ତି। ଦଶମ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଓ ମୂଲ୍ୟାୟନ ବିଷୟରେ ସେ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।

ଏପ୍ରିଲ ମାସ ୨୯ ତାରିଖରେ ପରୀକ୍ଷା କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହି ପରୀକ୍ଷା ମେ’ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଫଲାଇନ ମୋଡରେ ପରୀକ୍ଷା କରାଯିବ। ସମ୍ମେଟିଭ-୨ ପରୀକ୍ଷାକୁ ବାଧ୍ୟତାମୂଳକ କରାଯାଇଛି। ନିଜ ସ୍କୁଲରେ ପରୀକ୍ଷା କରାଯିବ ଏବଂ ଅନ୍ୟ ସ୍କୁଲର ଶିକ୍ଷକଙ୍କ ତତ୍ବାବଧାନରେ ଏହି ପରୀକ୍ଷା କରାଯିବ। ଯେଉଁ ସ୍କୁଲରେ ପରୀକ୍ଷା ପାଇଁ ସୁବିଧା ନଥିବ, ସେହି ସ୍କୁଲର ପିଲାମାନେ ପାଖ ସ୍କୁଲରେ ପରୀକ୍ଷା ଦେଇପାରିବେ। ଦିନକୁ କେବଳ ଗୋଟିଏ ବିଷୟ ପରୀକ୍ଷା କରାଯିବ।

ସେହିଭଳି ତିନି ପ୍ରକାର ପଦ୍ଧତିରେ ମୂଲ୍ୟାୟନ ହେବ। ପ୍ରଥମ ପଦ୍ଧତିରେ ସମ୍ମେଟିଭ-୧ ପରୀକ୍ଷା ଓ ଇଣ୍ଟରନାଲ ଆସେସମେଣ୍ଟର ୨ ଗୁଣ, ଦ୍ଵିତୀୟ ପଦ୍ଧତିରେ ସମ୍ମେଟିଭ-୨ ପରୀକ୍ଷାର ଦୁଇଗୁଣ କରି ହିସାବ ହେବ। ସମ୍ମେଟିଭ-୧ ରୁ ୩୦ ପ୍ରତିଶତ, ସମ୍ମେଟିଭ-୨ ରୁ ୫୦ ପ୍ରତିଶତ ଏବଂ ଇଣ୍ଟରନାଲ ଆସେସମେଣ୍ଟ ୨୦ ପ୍ରତିଶତ ହିସାବ କରି ପରୀକ୍ଷା ଫଳ ମୂଲ୍ୟାୟନ ହେବ।

ମାଟ୍ରିକ ପରୀକ୍ଷା ମୁଖ୍ୟ ଶାସନ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026
Latest News

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.