Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସାମ୍ପ୍ରତିକ ୟୁକ୍ରେନ ସଙ୍କଟ ପରିପ୍ରେକ୍ଷୀରେ ସୁରକ୍ଷା ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଏସ)ବୈଠକ ଅନୁଷ୍ଠିତ
ବିଶେଷ ଖବର

ସାମ୍ପ୍ରତିକ ୟୁକ୍ରେନ ସଙ୍କଟ ପରିପ୍ରେକ୍ଷୀରେ ସୁରକ୍ଷା ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଏସ)ବୈଠକ ଅନୁଷ୍ଠିତ

March 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଏସ) ବୈଠକ ଅନୁଷ୍ଠିତ ହୋଇଯାଇଛି। ସାମ୍ପ୍ରତିକ ୟୁକ୍ରେନ ସଙ୍କଟ ପରିପ୍ରେକ୍ଷୀରେ ବିଶ୍ବ ପରିଦୃଶ୍ୟରେ ଦେଖାଦେଇଥିବା ପରିବର୍ତ୍ତନ ଏବଂ ଭାରତର ସୁରକ୍ଷା ପ୍ରସ୍ତୁତି ସମୀକ୍ଷା କରାଯାଇଥିଲା।

ଭାରତର ସ୍ଥଳ ସୀମା, ସାମୁଦ୍ରିକ ସୀମା ଏବଂ ବାୟୁସୀମାରେ ସୁରକ୍ଷା ପ୍ରସ୍ତୁତିର ବିଭିନ୍ନ ଦିଗ ଏବଂ ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ବୈଠକରେ ଅବଗତ କରାଯାଇଥିଲା।

ୟୁକ୍ରେନରେ ସାମ୍ପ୍ରତିକ ପରିସ୍ଥିତି, ୟୁକ୍ରେନରେ ଫସି ରହିଥିବା ଭାରତୀୟ ନାଗରିକ ଏବଂ ଭାରତର ପଡ଼ୋଶୀ ରାଷ୍ଟ୍ରର ନାଗରିକମାନଙ୍କୁ ଉଦ୍ଧାର କରିବା ଲାଗି ଅପରେସନ ଗଙ୍ଗା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ବିସ୍ତୃତ ସୂଚନା ଦିଆଯାଇଥିଲା।

ଖାରକିଭ୍‌ରେ ପ୍ରାଣ ହରାଇଥିବା ଭାରତୀୟ ଛାତ୍ର ନବୀନ ଶେଖରପ୍ପାଙ୍କ ମରଶରୀର ସ୍ବଦେଶ ଫେରାଇ ଆଣିବା ଲାଗି ଯଥାସମ୍ଭବ ପଦକ୍ଷେପ ଗ୍ରହଣ କରିବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ନିର୍ଦ୍ଦେଶ ଦେଇଛନ୍ତି।

ନରେନ୍ଦ୍ର ମୋଦୀ ୟୁକ୍ରେନ ସଙ୍କଟ
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିର ଦାନ ଚୋରି ମାମଲା: ଚମ୍ପତ ରାୟଙ୍କ ଭୂମିକା ସନ୍ଦେହଜନକ

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ପାକିସ୍ତାନ ମିଥ୍ୟା ଦାବିର ପର୍ଦ୍ଦାଫାସ: ସମସ୍ତ ୩୬ ଟି ରାଫେଲର ଟେଣ୍ଡର ଡକ୍ୟୁମେଣ୍ଟ ଜାରି କଲା ବାୟୁସେନା

June 23, 2026
Latest News

ରାମ ମନ୍ଦିର ଦାନ ଚୋରି ମାମଲା: ଚମ୍ପତ ରାୟଙ୍କ ଭୂମିକା ସନ୍ଦେହଜନକ

June 24, 2026

ଭାରତରେ କେତେବେଳେ ଆରମ୍ଭ ହେବ ଭାରତ ବନାମ ଆୟରଲ୍ୟାଣ୍ଡ ଟି-୨୦?: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

June 24, 2026

ରିପବ୍ଲିକାନ୍ ଶିବିରରେ ଫାଟ? ଟ୍ରମ୍ପଙ୍କ ପାଇଁ ବଢ଼ିଲା ଚ୍ୟାଲେଞ୍ଜ

June 24, 2026

କଳିଙ୍ଗନଗରରେ ବଡ଼ ବିପଦର ସଙ୍କେତ! ଭିସିଆଇ କେମିକାଲସ୍‌ କାରଖାନାରେ ଅଗ୍ନିକାଣ୍ଡ, ପ୍ରଶ୍ନରେ ଶିଳ୍ପାଞ୍ଚଳର ସୁରକ୍ଷା ବ୍ୟବସ୍ଥା

June 24, 2026

ଇଥାନଲ୍ ମିଶ୍ରଣ ସମ୍ପର୍କିତ ଭ୍ରମାତ୍ମକ ପୋଷ୍ଟ ଓ ପୁରୁଣା ଚିତ୍ରର ସତ୍ୟତା ନାହିଁ; ସରକାରଙ୍କ ସ୍ପଷ୍ଟୀକରଣ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.