Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୧୨-୧୪ ବର୍ଷ ବୟସ ବର୍ଗର ପିଲା ଏବଂ ୬୦ବର୍ଷରୁ ଅଧିକ ବୟସ୍କଙ୍କୁ ଟିକାକରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ଵାନ
ବିଶେଷ ଖବର

୧୨-୧୪ ବର୍ଷ ବୟସ ବର୍ଗର ପିଲା ଏବଂ ୬୦ବର୍ଷରୁ ଅଧିକ ବୟସ୍କଙ୍କୁ ଟିକାକରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ଵାନ

March 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଆମ ନାଗରିକମାନଙ୍କ ଟିକାକରଣ ଲାଗି ଭାରତର ପ୍ରୟାସରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ୧୨ରୁ ୧୪ ବର୍ଷ ବୟସର ସବୁ ପିଲା ଏବଂ ୬୦ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ସମସ୍ତେ କୋଭିଡ ପ୍ରତିଷେଧକ ଟିକା ନେବାକୁ ଆଗେଇ ଆସିବାକୁ ପ୍ରଧାନମନ୍ତ୍ରୀ ଆହ୍ଵାନ କରିଛନ୍ତି।

ଏକାଧିକ ଟୁଇଟ୍‌ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ; ‘‘ଆମ ନାଗରିକମାନଙ୍କ ଟିକାକରଣ ଲାଗି ଭାରତର ପ୍ରୟାସରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିବସ। ଏବେ ଠାରୁ ୧୨ରୁ ୧୪ ବର୍ଷ ବୟସ୍କ ପିଲାମାନେ ଟିକା ନେବାକୁ ଯୋଗ୍ୟ ହୋଇପାରିଛନ୍ତି। ସେହିପରି ୬୦ ବର୍ଷରୁ ଅଧିକ ବୟସ୍କ ସବୁ ନାଗରିକ ଆଜି ଠାରୁ ବୁଷ୍ଟର ଡୋଜ୍‌ ନେଇପାରିବେ। ଏହି ବୟସ ବର୍ଗର ଲୋକମାନଙ୍କୁ ଟିକା ନେବା ପାଇଁ ମୁଁ ନିବେଦନ କରୁଛି।’’

‘‘ସମଗ୍ର ବିଶ୍ୱ କଥା ଚିନ୍ତା କରିବା ଲାଗି ଭାରତର ପ୍ରାଚୀନ ନୀତି ଅନୁରୂପ, ଆମେ ଭାକ୍ସିନ ମୈତ୍ରୀ କାର୍ଯ୍ୟକ୍ରମ ଅଧୀନରେ ବିଭିନ୍ନ ରାଷ୍ଟ୍ରକୁ ଟିକା ପଠାଇଛୁ। ଭାରତର ଟିକାକରଣ ପ୍ରୟାସ କୋଭିଡ-୧୯ ବିରୋଧୀ ଲଢ଼େଇକୁ ଆହୁରି ମଜବୁତ କରିଥିବାରୁ ମୁଁ ଆନନ୍ଦିତ।’’

‘‘ଆଜି, ଭାରତରେ, ଅନେକଗୁଡ଼ିଏ ‘ମେଡ୍‌ ଇନ୍‌ ଇଣ୍ଡିଆ’ ଟିକା ରହିଛି। ବିଧିବଦ୍ଧ ମୂଲ୍ୟାଙ୍କନ ପ୍ରକ୍ରିୟା ପରେ ଆମେ ଅନ୍ୟ ଟିକାଗୁଡ଼ିକୁ ମଧ୍ୟ ମଞ୍ଜୁରି ଦେଇଛୁ। ଏହି ପ୍ରାଣଘାତୀ ମହାମାରୀ ବିରୋଧୀ ଲଢ଼େଇରେ ଆମେ ଅପେକ୍ଷାକୃତ ଅଧିକ ଉନ୍ନତ ସ୍ଥିତିରେ ରହିଛୁ। ତେବେ ଆମ ସମସ୍ତଙ୍କୁ କୋଭିଡ ସଂକ୍ରାନ୍ତ ସମସ୍ତ ସତର୍କତା ଅବଲମ୍ବନ କରିବାକୁ ହେବ।’’

କୋଭିଡ଼-୧୯ ନରେନ୍ଦ୍ର ମୋଦୀ ବୁଷ୍ଟର ଡୋଜ୍ ଭାରତ ମେଡ୍‌ ଇନ୍‌ ଇଣ୍ଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ମହାକାଶ ଦିବସ, ଓଡିଶାରେ ଉପଗ୍ରହ ଉତ୍‌କ୍ଷେପଣ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ ଅଛି ବୋଲି କହିଲେ ମନ୍ତ୍ରୀ

August 24, 2026

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ସାମିଲ ହେଲେ ୧୦ଜଣ ମନ୍ତ୍ରୀ,୯୫ ପ୍ରତିଶତ ସମାଧାନ

August 24, 2026

ଏମଏମଡିଆର ବିଲକୁ ପ୍ରତ୍ୟାହାର ଦାବିରେ ଇଣ୍ଡିଆମେଣ୍ଟ ତରଫରୁ ମଶାଲ ଯାତ୍ରା

August 24, 2026

‘୧୦ ବର୍ଷ ପଛକୁ ଚାଲିଯିବ ତାମିଲନାଡୁ’: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଆନ୍ନାମଲାଇଙ୍କ ଚେତାବନୀ

August 24, 2026
Latest News

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026

ଓଡ଼ିଶା ଲୋକାୟୁକ୍ତ ଚୟନ କମିଟିର ସଦସ୍ୟ ହେଲେ ପୂର୍ବତନ CJI ଜଷ୍ଟିସ୍‌ ଗୋପାଳ ବଲ୍ଲଭ ପଟ୍ଟନାୟକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.