Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏଥର ୮ ରୁ ୧୬ ସପ୍ତାହ ମଧ୍ୟରେ ନିଆଯିବ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍, NTAGI ଗୁରୁତ୍ୱପୂର୍ଣ୍ଣ ସୁପାରିଶ
ବିଶେଷ ଖବର

ଏଥର ୮ ରୁ ୧୬ ସପ୍ତାହ ମଧ୍ୟରେ ନିଆଯିବ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍, NTAGI ଗୁରୁତ୍ୱପୂର୍ଣ୍ଣ ସୁପାରିଶ

March 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କୋଭିଡିଲ୍ଡ ଟିକା ଦୁଇ ଡୋଜ ମଧ୍ୟରେ ବ୍ୟବଧାନ ହ୍ରାସ କରିବାକୁ ଟୀକାକରଣ ଉପରେ ଭାରତର ଶୀର୍ଷ ଗୃପ NTAGI ପରାମର୍ଶ ଦେଇଛି। କୋଭିଶିଲ୍ଡ ଟିକାର ଦୁଇ ଡୋଜ ମଧ୍ୟରେ ବ୍ୟବଧାନ ବର୍ତ୍ତମାନ ୧୨-୧୬ ସପ୍ତାହ ଅଟେ, ଯାହାକୁ ବର୍ତ୍ତମାନ ୮-୧୬ କୁ ହ୍ରାସ କରିବାକୁ ପରାମର୍ଶ ଦିଆଯାଇଛି। ଟୀକାକରଣ ଉପରେ NTAGI (ଜାତୀୟ ବୈଷୟିକ ପରାମର୍ଶଦାତା ଗୋଷ୍ଠୀ) ଭରତ ବାୟୋଟେକର କୋଭାକ୍ସିନ୍ ଡୋଜର ପରିବର୍ତ୍ତନ ବିଷୟରେ କୌଣସି ପରାମର୍ଶ ଦେଇନାହାଁନ୍ତି। ପୂର୍ବଭଳି କୋଭାକ୍ସିନ୍ ଟିକାର ଦ୍ୱିତୀୟ ମାତ୍ରା ପ୍ରଥମ ଡୋଜର ୨୮ ଦିନ ପରେ ଦିଆଯାଏ।

ଜାତୀୟ କୋଭିଡ-୧୯ ଟୀକାକରଣ ଅଭିଯାନ ଅଧୀନରେ କୋଭିଶିଲ୍ଡର ସୁପାରିଶ ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇନାହିଁ। ସରକାରୀ ସୂତ୍ର ଅନୁସାରେ, “NTAGI ର ସର୍ବଶେଷ ସୁପାରିଶ ପ୍ରୋଗ୍ରାମେଟିକ୍ ତଥ୍ୟରୁ ମିଳିଥିବା ସାଂପ୍ରତିକ ବୈଶିକ ବୈଜ୍ଞାନିକ ପ୍ରମାଣ ଉପରେ ଆଧାରିତ।”

ଅନେକ ଦେଶରେ ବଢୁଥିବା ମାମଲା ମଧ୍ୟରେ ଶୀଘ୍ର ବାକି ଥିବା ଲୋକଙ୍କୁ କୋଭିଶିଲ୍ଡର ଦ୍ୱିତୀୟ ଡୋଜ ଦେବାରେ ଏହି ନିଷ୍ପତ୍ତି ସହାୟକ ହେବ ବୋଲି ସୂତ୍ରରୁ ପ୍ରକାଶ। ମେ ୧୩ ତାରିଖ ୨୦୨୧ରେ, ସରକାର NTAGI ର ସୁପାରିଶକୁ ଆଧାର କରି କୋଭିଡଶିଲ୍ଡ ଟିକାର ପ୍ରଥମ ଏବଂ ଦ୍ୱିତୀୟ ଡୋଜ ମଧ୍ୟରେ ବ୍ୟବଧାନକୁ ୬-୮ସପ୍ତାହରୁ ୧୨-୧୬ ସପ୍ତାହକୁ ବୃଦ୍ଧି କରିଥିଲେ।

NTAGI କୋଭିଶିଲ୍ଡ ଦ୍ୱିତୀୟ ଡୋଜ୍
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026
Latest News

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.