Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଗାମୀ 7 ଦିନ ପାଇଁ ଭାରତ ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି!, ଜାଣନ୍ତୁ ପୁରା ସତ୍ୟତା?
ବିଶେଷ ଖବର

ଆଗାମୀ 7 ଦିନ ପାଇଁ ଭାରତ ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି!, ଜାଣନ୍ତୁ ପୁରା ସତ୍ୟତା?

March 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଗାମୀ ସାତ ଦିନ ପାଇଁ ଭାରତ ବନ୍ଦ ରହିବ କି? ଆସନ୍ତା 7 ଦିନ ପାଇଁ ଭାରତ ବନ୍ଦ କରିବାକୁ କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ ନିଷ୍ପତ୍ତି ନେଇଛନ୍ତି କି? ଆଜିକାଲି ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦାବି କରାଯାଇଛି ଯେ ଆସନ୍ତା 7 ଦିନ ପାଇଁ ଭାରତ ବନ୍ଦ ପାଳନ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ପିଆଇବି ଏହି ବାର୍ତ୍ତା ଯାଞ୍ଚ କରିଛି। ଆସନ୍ତୁ ଜାଣିବା ଏହି ବାର୍ତ୍ତାର ସତ୍ୟତା କ’ଣ-

ପିଆଇବି ଏହାର ଅଫିସିଆଲ୍ ଟ୍ୱିଟରେ ଲେଖିଛି ଯେ, ଏକ ନକଲି ବାର୍ତ୍ତାରେ ଏହା ଦାବି କରାଯାଉଛି ଯେ ମାର୍ଚ୍ଚ 21 ତାରିଖରୁ ଆସନ୍ତା 7 ଦିନ ପର୍ଯ୍ୟନ୍ତ ସମଗ୍ର ଦେଶରେ ଭରତ ବନ୍ଦର ନିଷ୍ପତ୍ତି ନିଆଯାଇଛି।

ଯେତେବେଳେ ପିଆଇବି ଏହି ନକଲି ବାର୍ତ୍ତା ଯାଞ୍ଚ କଲା, ସେତେବେଳେ ଜାଣିବାକୁ ପାଇଲା ଯେ, ଏହି ଦାବି ସମ୍ପୂର୍ଣ୍ଣ ନକଲି। ଭାରତ ବନ୍ଦ କରିବାକୁ କେନ୍ଦ୍ର ସରକାର କୌଣସି ନିଷ୍ପତ୍ତି ନେଇ ନାହାଁନ୍ତି।

एक फर्जी तस्वीर में दावा किया जा रहा है कि 21 मार्च से अगले 7 दिनों तक पूरे देश में भारत बंद का फैसला लिया गया है#PIBFactCheck

▶️ यह दावा फर्जी है

▶️ केंद्र सरकार द्वारा भारत बंद का फैसला नहीं लिया गया है

जुड़ें हमारे #telegram चैनल से
🔗https://t.co/zxufu1aRNO pic.twitter.com/g390CVhdoo

— PIB Fact Check (@PIBFactCheck) March 21, 2022

ସତ୍ୟତା ଯାଞ୍ଚ ପରେ ପିଆଇବି ଏହି ବାର୍ତ୍ତାକୁ ସମ୍ପୂର୍ଣ୍ଣ ନକଲି ବୋଲି କହିଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ବାର୍ତ୍ତା ପ୍ରତି ସମସ୍ତେ ସାବଧାନ ହେବା ଉଚିତ ବୋଲି ପିଆଇବି କହିଛି। ଲୋକଙ୍କୁ ଏପରି ବାର୍ତ୍ତା ପଠାଇବା ଲାଗି ପିଆଇବି ବାରଣ କରିଛି।

ଯଦି ଏପରି କୌଣସି ବାର୍ତ୍ତା ଆପଣଙ୍କ ନିକଟକୁ ଆସେ, ତେବେ ଆପଣ ଏହାର ସତ୍ୟତା ଜାଣିବା ପାଇଁ ଏକ ଫ୍ୟାକ୍ଟ ଯାଞ୍ଚ କରିପାରିବେ। ଆପଣ ପିଆଇବି ମାଧ୍ୟମରେ ଫ୍ୟାକ୍ଟ ଯାଞ୍ଚ କରିପାରିବେ। ଏଥିପାଇଁ ଆପଣଙ୍କୁ ଅଫିସିଆଲ୍ ଲିଙ୍କ୍ https://factcheck.pib.gov.in/ ପରିଦର୍ଶନ କରିବାକୁ ପଡିବ। ଏହା ବ୍ୟତୀତ, ଆପଣ ଭିଡିଓକୁ ହ୍ଵାଟସ୍ ଆପ୍ ନମ୍ବର +918799711259 କିମ୍ବା ଇମେଲ୍: pibfactcheck@gmail.com କୁ ପଠାଇ ପାରିବେ।

କ୍ୟାବିନେଟ ବୈଠକ ପିଆଇବି ପୁରା ସତ୍ୟତା ପ୍ରଧାନମନ୍ତ୍ରୀ ମୋଦୀ ଭାରତ ବନ୍ଦ ସୋସିଆଲ ମିଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ସହିତ ସମ୍ପର୍କ ନଷ୍ଟ କରିବା ଟ୍ରମ୍ପଙ୍କ ପାଇଁ ବଡ଼ ଭୁଲ ପ୍ରମାଣିତ ହେବ: ଆମେରିକୀୟ ଲେଖକ

August 18, 2025

ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ

August 17, 2025

ନବୀନ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ହରର ଏକ ହସପିଟାଲରେ ଭର୍ତ୍ତି, ଚାଲିଛି ଚିକିତ୍ସା

August 17, 2025

ଜଳଖିଆ ଖାଇବା ପାଇଁ କାହିଁକି ଧାଡିରେ ଛିଡା ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

August 17, 2025
Latest News

ଶୁଭାଂଶୁ ଶୁକ୍ଳାଙ୍କ ମିଶନ ଉପରେ ସ୍ୱତନ୍ତ୍ର ଅଧିବେଶନକୁ ବିରୋଧୀଙ୍କ ବର୍ଜନ, କିନ୍ତୁ ଶଶି ଥରୁରଙ୍କ ପ୍ରଶଂସା

August 18, 2025

ଏୟାରଟେଲ୍ ସେବା ବନ୍ଦ!: କଲ୍ ଏବଂ ଇଣ୍ଟରନେଟ୍ ସେବା ମଧ୍ୟ ପ୍ରଭାବିତ

August 18, 2025

ଗାଧୋଇବା ବେଳେ ନଈରେ ଭାସିଗଲେ ଯୁବକ: ବାଲୁଗାଁ ଅଗ୍ନିଶମ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି

August 18, 2025

ଯଦି ସିପି ରାଧାକୃଷ୍ଣନ୍ ନିର୍ବାଚିତ ହୁଅନ୍ତି, ତେବେ ନୂତନ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ କେତେ ହେବ?

August 18, 2025

NDAର CP ରାଧାକୃଷ୍ଣନଙ୍କ ବିରୋଧରେ ଇଣ୍ଡି ମେଣ୍ଟରୁ କିଏ?: ଉତ୍ତର ଦେଲେ SP ନେତା

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.