Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଗାମୀ 7 ଦିନ ପାଇଁ ଭାରତ ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି!, ଜାଣନ୍ତୁ ପୁରା ସତ୍ୟତା?
ବିଶେଷ ଖବର

ଆଗାମୀ 7 ଦିନ ପାଇଁ ଭାରତ ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି!, ଜାଣନ୍ତୁ ପୁରା ସତ୍ୟତା?

March 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ
ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ

ନୂଆଦିଲ୍ଲୀ: ଆଗାମୀ ସାତ ଦିନ ପାଇଁ ଭାରତ ବନ୍ଦ ରହିବ କି? ଆସନ୍ତା 7 ଦିନ ପାଇଁ ଭାରତ ବନ୍ଦ କରିବାକୁ କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ ନିଷ୍ପତ୍ତି ନେଇଛନ୍ତି କି? ଆଜିକାଲି ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦାବି କରାଯାଇଛି ଯେ ଆସନ୍ତା 7 ଦିନ ପାଇଁ ଭାରତ ବନ୍ଦ ପାଳନ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ପିଆଇବି ଏହି ବାର୍ତ୍ତା ଯାଞ୍ଚ କରିଛି। ଆସନ୍ତୁ ଜାଣିବା ଏହି ବାର୍ତ୍ତାର ସତ୍ୟତା କ’ଣ-

ପିଆଇବି ଏହାର ଅଫିସିଆଲ୍ ଟ୍ୱିଟରେ ଲେଖିଛି ଯେ, ଏକ ନକଲି ବାର୍ତ୍ତାରେ ଏହା ଦାବି କରାଯାଉଛି ଯେ ମାର୍ଚ୍ଚ 21 ତାରିଖରୁ ଆସନ୍ତା 7 ଦିନ ପର୍ଯ୍ୟନ୍ତ ସମଗ୍ର ଦେଶରେ ଭରତ ବନ୍ଦର ନିଷ୍ପତ୍ତି ନିଆଯାଇଛି।

ଯେତେବେଳେ ପିଆଇବି ଏହି ନକଲି ବାର୍ତ୍ତା ଯାଞ୍ଚ କଲା, ସେତେବେଳେ ଜାଣିବାକୁ ପାଇଲା ଯେ, ଏହି ଦାବି ସମ୍ପୂର୍ଣ୍ଣ ନକଲି। ଭାରତ ବନ୍ଦ କରିବାକୁ କେନ୍ଦ୍ର ସରକାର କୌଣସି ନିଷ୍ପତ୍ତି ନେଇ ନାହାଁନ୍ତି।

एक फर्जी तस्वीर में दावा किया जा रहा है कि 21 मार्च से अगले 7 दिनों तक पूरे देश में भारत बंद का फैसला लिया गया है#PIBFactCheck

▶️ यह दावा फर्जी है

▶️ केंद्र सरकार द्वारा भारत बंद का फैसला नहीं लिया गया है

जुड़ें हमारे #telegram चैनल से
🔗https://t.co/zxufu1aRNO pic.twitter.com/g390CVhdoo

— PIB Fact Check (@PIBFactCheck) March 21, 2022

ସତ୍ୟତା ଯାଞ୍ଚ ପରେ ପିଆଇବି ଏହି ବାର୍ତ୍ତାକୁ ସମ୍ପୂର୍ଣ୍ଣ ନକଲି ବୋଲି କହିଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ବାର୍ତ୍ତା ପ୍ରତି ସମସ୍ତେ ସାବଧାନ ହେବା ଉଚିତ ବୋଲି ପିଆଇବି କହିଛି। ଲୋକଙ୍କୁ ଏପରି ବାର୍ତ୍ତା ପଠାଇବା ଲାଗି ପିଆଇବି ବାରଣ କରିଛି।

ଯଦି ଏପରି କୌଣସି ବାର୍ତ୍ତା ଆପଣଙ୍କ ନିକଟକୁ ଆସେ, ତେବେ ଆପଣ ଏହାର ସତ୍ୟତା ଜାଣିବା ପାଇଁ ଏକ ଫ୍ୟାକ୍ଟ ଯାଞ୍ଚ କରିପାରିବେ। ଆପଣ ପିଆଇବି ମାଧ୍ୟମରେ ଫ୍ୟାକ୍ଟ ଯାଞ୍ଚ କରିପାରିବେ। ଏଥିପାଇଁ ଆପଣଙ୍କୁ ଅଫିସିଆଲ୍ ଲିଙ୍କ୍ https://factcheck.pib.gov.in/ ପରିଦର୍ଶନ କରିବାକୁ ପଡିବ। ଏହା ବ୍ୟତୀତ, ଆପଣ ଭିଡିଓକୁ ହ୍ଵାଟସ୍ ଆପ୍ ନମ୍ବର +918799711259 କିମ୍ବା ଇମେଲ୍: [email protected] କୁ ପଠାଇ ପାରିବେ।

କ୍ୟାବିନେଟ ବୈଠକ ପିଆଇବି ପ୍ରଧାନମନ୍ତ୍ରୀ ମୋଦୀ ଭାରତ ବନ୍ଦ ସୋସିଆଲ ମିଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026

ଟ୍ରମ୍ପଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି: ବାଣିଜ୍ୟ ଚୁକ୍ତି ଏବଂ ପ୍ରତିରକ୍ଷା ବିଷୟରେ ହେଲା ଆଲୋଚନା

September 30, 2026

କ୍ୟାବିନେଟ୍‌ ର ବଡ଼ ନିଷ୍ପତ୍ତି: ଗହମ ସମେତ ଏହି ୬ ଟି ଫସଲର ବଢିଲା ଏମଏସପି

September 30, 2026
Latest News

୫୫୪୮ କୋଟି ମୂଲ୍ୟର କୃଷିଜାତ ସାମଗ୍ରୀ କ୍ରୟକୁ କେନ୍ଦ୍ର କୃଷିମନ୍ତ୍ରୀଙ୍କ ଅନୁମୋଦନ

October 1, 2026

‘ଗ୍ରୀନ୍ ଏନର୍ଜି କରିଡର୍’ ତୃତୀୟ ପର୍ଯ୍ୟାୟକୁ କ୍ୟାବିନେଟ୍ ମଞ୍ଜୁରି

October 1, 2026

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.