Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସପ୍ତମ ବେତନ କମିଶନର ଶେଷ ବକେୟା ଦେୟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ବିଶେଷ ଖବର

ସପ୍ତମ ବେତନ କମିଶନର ଶେଷ ବକେୟା ଦେୟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

March 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସପ୍ତମ ବେତନ କମିଶନ ବାବଦ ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ଘୋଷଣା ନାମା ପ୍ରକାଶ ପାଇଛି। ଏହାଦ୍ବାରା କର୍ମଚାରୀମାନେ ସପ୍ତମ ବେତନ କମିଶନ ଦରମା ବାବଦ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ।

ପୂର୍ବରୁ ଏହି ବକେୟାର ୮୦ ପ୍ରତିଶତ ପ୍ରଦାନ କରାଯାଇଛି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଉପକୃତ ହେବେ। ଏଥିପାଇଁ ୨୦୨୧-୨୨ ଅତିରିକ୍ତ ବଜେଟ୍ରେ ୮୫୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। କର୍ମଚାରୀମାନେ ଏହି ବକେୟା ଅର୍ଥ ଚଳିତ ମାର୍ଚ୍ଚ ମାସ ଦରମା ରେ ପାଇପାରିବେ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ସପ୍ତମ ବେତନ କମିଶନ ର ସୁପାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରୀ ମାସ ଠାରୁ ଲାଗୁ କରିଥିଲେ ଏବଂ ୨୦୧୭ ସେପ୍ଟେମ୍ବର ମାସଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରିଥିଲେ। କର୍ମଚାରୀମାନେ ସପ୍ତମ ବେତନ କମିସନ ସୁପାରିଶ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ 20 ମାସର ବର୍ଦ୍ଧିତ ବକେୟା ଦରମା ବିଭିନ୍ନ କିସ୍ତିରେ ଦେବାକୁ ନିଷ୍ପତ୍ତି ହୋଇଥିଲା। ଏହି ନିଷ୍ପତ୍ତି ଅନୁଯାୟୀ ୨୦୧୭-୧୮ରେ ୪୦ ପ୍ରତିଶତ, ୨୦୧୯-୨୦ରେ ୧୦ ପ୍ରତିଶତ ଓ ୨୦୨୧-୨୨ରେ ୩୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଥିଲା।

ସୂଚନାଯୋଗ୍ୟ ଯେ ପେନ୍ସନଭୋଗୀ ମାନେ ମଧ୍ୟ ସେମାନଙ୍କ ଦରମାର ଶତକଡା ୧୦୦ ପ୍ରତିଶତ ପାଇସାରିଛନ୍ତି।

ବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ସପ୍ତମ ବେତନ କମିଶନ
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026
Latest News

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.