Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର: ପିଛିଲା ଭାବେ ଏହି ତାରିଖରୁ ମିଳିବ ଡିଏ ଓ ଡିଆର
ବିଶେଷ ଖବର

କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର: ପିଛିଲା ଭାବେ ଏହି ତାରିଖରୁ ମିଳିବ ଡିଏ ଓ ଡିଆର

March 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କ୍ୟାବିନେଟ୍‌ ଅନୁମୋଦନ
ଭାରତର ଜନଗଣନା 2027 ପରିଚାଳନା ଯୋଜନାକୁ କ୍ୟାବିନେଟ ମଞ୍ଜୁରି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀମାନଙ୍କୁ ମହଙ୍ଗା ଭତ୍ତା (ଡିଏ)ର ଅତିରିକ୍ତ କିସ୍ତି ପ୍ରଦାନ କରିବା ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ଏଥିସହିତ କେନ୍ଦ୍ର ସରକାରଙ୍କ ଅଧୀନରେ ସମସ୍ତ ପେନସନଭୋଗୀମାନଙ୍କୁ ମହଙ୍ଗା ସହାୟତା (ଡିଆର)ର ଅତିରିକ୍ତ କିସ୍ତି ମଧ୍ୟ ପ୍ରଦାନ କରିବାକୁ କ୍ୟାବିନେଟ୍‌ ନିଷ୍ପତ୍ତି ନେଇଛି। ଉଭୟ ଡିଏ ଏବଂ ଡିଆର ଆଉ ୩ ପ୍ରତିଶତ ବୃଦ୍ଧି କରାଯିବ। ଏହା ଗତ ଜାନୁଆରୀ ପହିଲା ୨୦୨୨ ଠାରୁ ପିଛିଲା ଭାବେ ଲାଗୁ ହେବ। ବର୍ତ୍ତମାନ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ବେତନ/ପେନସନ ଉପରେ ୩୧ ପ୍ରତିଶତ ହାରରେ ଡିଏ/ଡିଆର ପାଉଛନ୍ତି। ଦରଦାମ ବୃଦ୍ଧିର କ୍ଷତିପୂରଣ ସ୍ବରୂପ ଅଧିକ ଅତିରିକ୍ତ ୩ ପ୍ରତିଶତ ଡିଏ/ଡିଆର ବୃଦ୍ଧି ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି।

ସପ୍ତମ ବେତନ ଆୟୋଗଙ୍କ ସୁପାରିସ ଉପରେ ଆଧାରିତ ମଞ୍ଜୁରିପ୍ରାପ୍ତ ନିୟମ ଅନୁଯାୟୀ ଏହି ବୃଦ୍ଧି କରାଯାଇଛି।

ମହଙ୍ଗା ଭତ୍ତା ଏବଂ ମହଙ୍ଗା ସହାୟତା ପ୍ରଦାନ କରିବା କାରଣରୁ ମିଳିତ ଭାବେ ରାଜକୋଷ ଉପରେ ବାର୍ଷିକ ୯,୫୪୪.୫୦ କୋଟି ଟଙ୍କାର ବୋଝ ପଡ଼ିବ। ଏହାଦ୍ବାରା ୪୭.୬୮ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ୬୮.୬୨ ଲକ୍ଷ ପେନସନଭୋଗୀ ଉପକୃତ ହେବେ।

କେନ୍ଦ୍ର ସରକାରୀ କର୍ମଚାରୀ ପେନସନଭୋଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜସ୍ଥାନରେ ଏଚପିଭି ଟୀକାକରଣ ଅଭିଯାନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

February 28, 2026

ବିକାଶ ମନ୍ଥନ ୧.୦: ଗଭର୍ଣ୍ଣାନ୍‌ସ ଇନ୍‌ ଆକ୍ସନ୍ ଉଦ୍‌ଯାପିତ

February 28, 2026

ପ୍ରତିବର୍ଷ ୧୦ ହଜାର ଭାରତୀୟଙ୍କୁ ଇସ୍ରାଏଲ ଦେବ ନିଯୁକ୍ତି?: ମୋଦି ଏବଂ ନେତାନ୍ୟାହୁଙ୍କ ବୈଠକରେ ନିଷ୍ପତ୍ତି

February 28, 2026

ନବୀନ ପଟ୍ଟନାୟକ ଘୋଷଣା କଲେ ଦୁଇ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ, ସେମାନଙ୍କ ନାମ ହେଲା

February 28, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ବାଲୁଗାଁ: ଦୁଇ ଲୁଟେରା ଗିରଫ

February 28, 2026

ରାଜ୍ୟସଭା ନିର୍ବାଚନ ପାଇଁ ସିପିଆଇ (ଏମ୍) ର ବଡ ନିଷ୍ପତ୍ତି: ବିଜେପି ବିରୋଧରେ ଆସିବାକୁ ଦେଲା ଆହ୍ଵାନ

February 28, 2026

ପୂର୍ବତଟ ରେଳପଥ ରେଳ ସଦନରେ ଭୂମିକମ୍ପ ଏବଂ ଅଗ୍ନି ନିରାପତ୍ତା ମକ୍ ଡ୍ରିଲ୍

February 28, 2026

ରାଜସ୍ଥାନରେ ଏଚପିଭି ଟୀକାକରଣ ଅଭିଯାନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.