Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»RajyasabhaElection»ଅବସର ଗ୍ରହଣ କରୁଥିବା ରାଜ୍ୟସଭା ସଦସ୍ୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ବିଦାୟ ସମ୍ବର୍ଦ୍ଧନା
RajyasabhaElection

ଅବସର ଗ୍ରହଣ କରୁଥିବା ରାଜ୍ୟସଭା ସଦସ୍ୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ବିଦାୟ ସମ୍ବର୍ଦ୍ଧନା

March 31, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାର ସମସ୍ତ ଅବସର ଗ୍ରହଣ କରୁଥିବା ସଦସ୍ୟଙ୍କ ଅବଦାନର ପ୍ରଶଂସା କରିବା ସହ ସେମାନଙ୍କ ସୁଖଦ ଭବିଷ୍ୟତ କାମନା କରିଛନ୍ତି। ପ୍ରଧାନମନ୍ତ୍ରୀ ଅବସର ଗ୍ରହଣକାରୀ ସଦସ୍ୟମାନଙ୍କ ଅଭିଜ୍ଞତାର ମହତ୍ୱ ଉପରେ ଆଲୋକପାତ କରି ସେମାନଙ୍କ ଅନୁପସ୍ଥିତିରେ ଅବସର ନନେଇଥିବା ସଦସ୍ୟ ମାନଙ୍କ ଦାୟୀତ୍ୱ ବୃଦ୍ଧି ପାଇଛି ବୋଲି କହିଥିଲେ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମଗ୍ର ଦେଶର ଭାବନା, ଉତ୍ସାହ, ଯନ୍ତ୍ରଣା ଓ ଆନନ୍ଦ ଗୃହର ପ୍ରତିଫଳିତ ହୋଇଥାଏ। ମୋଦୀ କହିଥିଲେ ଏକଥା ସତ୍ୟ ଯେ ସଦସ୍ୟମାନେ ସଦନକୁ ବହୁକିଛି ଦେଇଥାନ୍ତି। ହେଲେ ଏକଥା ମଧ୍ୟ ସତ୍ୟ ଯେ ସଦନ ମଧ୍ୟ ଆମକୁ ଦେଶରେ ପ୍ରତିଦିନ ଘଟୁଥିବା ବିଭିନ୍ନ ସମସ୍ୟା ଉପରେ ବକ୍ତବ୍ୟ ରଖିବାକୁ ସୁଯୋଗ ଦେଇଥାଏ।

କେତେକ ସଦସ୍ୟ ଅବସର ଗ୍ରହଣ କରୁଥିଲେ ମଧ୍ୟ ସେମାନେ ସେମାନଙ୍କ ସମୃଦ୍ଧ ଅଭିଜ୍ଞତା ଦେଶର କୋଣ ଅନୁକୋଣରେ କାର୍ଯ୍ୟରେ ଲଗାଇବେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସଦସ୍ୟମାନେ ସେମାନଙ୍କ ସ୍ମୃତିକୁ ପାଥେୟ କରି ଭବିଷ୍ୟତ ପୀଢ଼ି ନିମନ୍ତେ ଲେଖନୀ ଚାଳନା କରିବାକୁ ପ୍ରଧାନମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ। ଦେଶକୁ ସଠିକ ଦିଗଦର୍ଶନ ଦେବାପାଇଁ ତଥା ଏହାର ବିକାଶ ନିମନ୍ତେ ନିଜର ଅଭିଜ୍ଞତା କାମରେ ଲଗାଇପାରିବେ ବୋଲି ସେ କହିଥିଲେ। ପ୍ରଧାନମନ୍ତ୍ରୀ ଅବସର ଗ୍ରହଣ କରୁଥିବା ସଦସ୍ୟମାନଙ୍କ ଆଜାଦୀ କା ଅମ୍ରିତ ମହୋତ୍ସବ ପାଳନ ପାଇଁ ଜନସାଧାରଣଙ୍କୁ ଉତ୍ସାହିତ କରିବାକୁ ଅନୁରୋଧ କରିଥିଲେ।

ନରେନ୍ଦ୍ର ମୋଦୀ ବିଦାୟ ସମ୍ବର୍ଦ୍ଧନା ରାଜ୍ୟସଭା ସଦସ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ରାଜ୍ୟସଭା ନିର୍ବାଚନ ପାଇଁ ବଢିବ ସମସ୍ୟା!: ହ୍ରାସ ପାଉଛି ମଧ୍ୟପ୍ରଦେଶରେ କଂଗ୍ରେସ ବିଧାୟକଙ୍କ ସଂଖ୍ୟା

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.