Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆକାଂକ୍ଷା ଜିଲ୍ଲାଗୁଡିକର ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଓଡିଶା ଆସୁଛନ୍ତି ୧୦ କେନ୍ଦ୍ରମନ୍ତ୍ରୀ
ବିଶେଷ ଖବର

ଆକାଂକ୍ଷା ଜିଲ୍ଲାଗୁଡିକର ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଓଡିଶା ଆସୁଛନ୍ତି ୧୦ କେନ୍ଦ୍ରମନ୍ତ୍ରୀ

April 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ଓଡିଶାର  ୧୦ଟି ଆକାଂକ୍ଷା ଜିଲ୍ଲାଗୁଡିକର କେନ୍ଦ୍ରୀୟ ଯୋଜନାର ବାସ୍ତବ ରୂପ ପରଖିବା ପାଇଁ ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ। ଏହିଦଶଟି ଜିଲ୍ଲା ପାଇଁ କେନ୍ଦ୍ର ସରକାର ୧୦ ଜଣ ମନ୍ତ୍ରୀଙ୍କୁ ନିଯୁକ୍ତି ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ କେନ୍ଦ୍ରମନ୍ତ୍ରୀ ଡ.ସଞ୍ଜୀବ କୁମାର ବାଲ୍ୟାନ ଓଡିଶା ଆସି ଆଜି କୋରାପୁଟ ଜିଲ୍ଲା ଗସ୍ତ କରିଛନ୍ତି ।

ସେହିପରି କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୧୩ ରୁ ୧୬ ପର୍ଯ୍ୟନ୍ତ ୪ ଦିନିଆ ଓଡିଶା ଗସ୍ତରେ ଆସି ଢେଙ୍କାନାଳ ଜିଲ୍ଲାରେ କେନ୍ଦ୍ରୀୟ ଜନକଲ୍ୟାଣ ଯୋଜନାର ସମୀକ୍ଷା କରିବେ । ସେହିପରି କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ – ମାଲକାନଗିରି; ଶ୍ରୀ ଅର୍ଜୁନ ମୁଣ୍ଡା – କଳାହାଣ୍ଡି; ଶ୍ରୀ ପ୍ରହ୍ଲାଦ ସିଂ ପଟେଲ – ଗଜପତି; ସାଧ୍ୱୀ ନିରଂଜନା ଜ୍ୟୋତି – ବଲାଙ୍ଗୀର; ପ୍ରଫେସର ଏସ.ବାଘେଲ – ନୂଆପଡା; ସୁଶ୍ରୀ ଶୋଭା କରନ୍ଦଲାଜେ – ନବରଙ୍ଗପୁର; ଶ୍ରୀ ସୋମ ପ୍ରକାଶ-ରାୟଗଡା ଏବଂ ଡ.ଶୁଭ ସରକାର – କନ୍ଧମାଳ ଜିଲ୍ଲା ଗସ୍ତ କରିବେ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ସୁଚନା ଦେଇଛନ୍ତି ।

ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀମାନେ କେନ୍ଦ୍ରୀୟ ଜନକଲ୍ୟାଣ କାର୍ଯ୍ୟକ୍ରମର କାର୍ଯ୍ୟାନ୍ୱୟନ; ବାସ୍ତବ ସ୍ଥିତି ନିରୀକ୍ଷଣ; ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିବା ସହିତ ହିତାଧିକାରୀ, ସ୍ଥାନୀୟ ସାଂସଦ, ବିଧାୟକ, ଚେୟାରମ୍ୟାନ, ସରପଂଚ ଓ ଅନ୍ୟ ଜନପ୍ରତିନିଧି ଏବଂପାର୍ଟୀ କାର୍ଯ୍ୟକର୍ତାଙ୍କ ସହ ବିସ୍ତୃତ ଆଲୋଚନା କରିବେ । ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀମାନେ ସାମ୍ବାଦିକ ସମ୍ମିଳନୀ ଜରିଆରେ ଗସ୍ତ ସଂପର୍କରେ ଅବଗତ କରାଇବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି ।

ଆକାଂକ୍ଷା ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026
Latest News

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.