Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆପ ସାଂସଦ ହରଭଜନ ସିଂଙ୍କ ଘୋଷଣା, କୃଷକ ଝିଅମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ କରିବେ ଦରମା
ବିଶେଷ ଖବର

ଆପ ସାଂସଦ ହରଭଜନ ସିଂଙ୍କ ଘୋଷଣା, କୃଷକ ଝିଅମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ କରିବେ ଦରମା

April 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଣ୍ଡିଗଡ଼: କ୍ରିକେଟରରୁ ରାଜନେତା ସାଜିଥିବା ହରଭଜନ ସିଂ ଏକ ବଡ ଘୋଷଣା କରିଛନ୍ତି। ସେ କୃଷକ ଝିଅମାନଙ୍କର ଶିକ୍ଷା ଏବଂ କଲ୍ୟାଣ ପାଇଁ ତାଙ୍କ ରାଜ୍ୟସଭା ଦରମା ଖର୍ଚ୍ଚ କରିବେ। ଏଥିସହ ସେ କହିଛନ୍ତି ଯେ, ରାଜ୍ୟସଭା ସଦସ୍ୟ ଭାବରେ ସେ ଦେଶର ଉନ୍ନତି ପାଇଁ ଯଥାସମ୍ଭବ ଉଦ୍ୟମ କରିବେ। ହରଭଜନ ସିଂ କିଛି ସମୟ ପୂର୍ବରୁ ପଞ୍ଜାବର ଆମ୍ ଆଦମୀ ପାର୍ଟିରେ ଯୋଗ ଦେଇଥିଲେ, ଯାହା ପରେ ଦଳ ତାଙ୍କୁ ରାଜ୍ୟସଭା ଆସନ ପାଇଁ ମନୋନୀତ କରିଥିଲା।

ପୂର୍ବତନ କ୍ରିକେଟର ଆଜି ଟ୍ୱିଟ୍ କରି କହିଛନ୍ତି ଯେ ‘ଜଣେ ରାଜ୍ୟସଭା ସଦସ୍ୟ ଭାବରେ ମୁଁ କୃଷକ ଝିଅମାନଙ୍କର ଶିକ୍ଷା ତଥା ସାମାଜିକ କାର୍ଯ୍ୟ ପାଇଁ ମୋର ରାଜ୍ୟସଭା ଦରମା ଦେବାକୁ ଚାହୁଁଛି। ମୁଁ ମୋ ଦେଶକୁ ଉନ୍ନତ କରିବାରେ ସହଯୋଗ କରିବାକୁ ଚାହୁଁଛି। ଏବଂ ମୁଁ ସବୁ କିଛି କରିବାକୁ ଚାହୁଁଛି, ଯାହା ମୋ ସକ୍ଷମରେ ହୋଇପାରିବ।

କ୍ରିକେଟରୁ ଅବସର ନେବା ପରେ ହରଭଜନ ସିଂ କଂଗ୍ରେସରେ ଯୋଗଦେବେ ବୋଲି ଆଲୋଚନା ହୋଇଥିଲା। ସେ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କୁ ମଧ୍ୟ ଭେଟିଥିଲେ କିନ୍ତୁ ପରେ ହରଭଜନ ସିଂ ଆମ୍ ଆଦମୀ ପାର୍ଟିରେ ଯୋଗ ଦେଇଥିଲେ।

ଆପ ସାଂସଦ ରାଜ୍ୟସଭା ସଦସ୍ୟ ହରଭଜନ ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

୧୨ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ, ପୁଣି ଡରାଇଲାଣି ଅକ୍ଟାେବର

October 2, 2026

BJD Media Cell Announcement: ଘୋଷଣା ହେଲା ବିଜେଡି ମିଡିଆ ସେଲର ନୂଆ କର୍ମକର୍ତ୍ତା, ଦେଖନ୍ତୁ ପୁରା ଲିଷ୍ଟ

October 2, 2026

ମହାପ୍ରଭୁଙ୍କ ଜମି ଉପରେ ଲୋଲୁପ ଦୃଷ୍ଟି ପକାଇଲେ ନାହିଁ ନିସ୍ତାର: ମୁଖ୍ୟ ପ୍ରଶାସକ

October 2, 2026

ଇତିହାସ ରଚିଲା ଭାରତର ମହିଳା ହକି ଦଳ: ୪୪ ବର୍ଷ ପରେ ଏସୀୟ କ୍ରୀଡ଼ାରେ ଜିତିଲା ସ୍ୱର୍ଣ୍ଣ ପଦକ

October 2, 2026
Latest News

RBIରେ ବଡ଼ ନିଯୁକ୍ତି: ସୁଧାକର ମଲ୍ଲୀ ହେଲେ ନୂଆ Executive Director, ଜାଣନ୍ତୁ କ’ଣ ରହିବ ଦାୟିତ୍ୱ

October 2, 2026

ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ମାମଲା: ଡିସିପିଙ୍କୁ ମହିଳା କମିଶନଙ୍କ ରିପୋର୍ଟ ତଲବ

October 2, 2026

ଷ୍ଟାଲିନଙ୍କ ତୀବ୍ର ଆକ୍ରମଣ, TVK ଓ ବିଜୟଙ୍କୁ ନେଇ ତାମିଲନାଡୁରେ ବଢ଼ିଲା ଚର୍ଚ୍ଚା

October 2, 2026

ନକଲି RTO ଗିରଫ

October 2, 2026

୧୨ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ, ପୁଣି ଡରାଇଲାଣି ଅକ୍ଟାେବର

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.