Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ହିଞ୍ଜିଳି, ଶେରଗଡର ପୌର ଓ ପଞ୍ଚାୟତ ପ୍ରତିନିଧିମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ବିଶେଷ ଖବର

ହିଞ୍ଜିଳି, ଶେରଗଡର ପୌର ଓ ପଞ୍ଚାୟତ ପ୍ରତିନିଧିମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

April 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ନବୀନ ନିବାସଠାରେ ହିଞ୍ଜିଳି ଓ ଶେରଗଡ ଅଞ୍ଚଳର ପୌରାଞ୍ଚଳ ଓ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକର ନବ ନିର୍ବାଚିତ ପ୍ରତିନିଧି ମାନଙ୍କ ସହ ଆଲୋଚନା କରିଛନ୍ତି।

ଏହି ଅବସରରେ ସେ ସମସ୍ତ ପ୍ରତିନିଧି ମାନଙ୍କୁ ନିର୍ବାଚନରେ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହିତ ସମସ୍ତେ ମିଳିମିଶି ଓ କଠିନ ପରିଶ୍ରମ କରି ନିଜ ନିଜ ଅଞ୍ଚଳର ଉନ୍ନୟନ ପ୍ରକ୍ରିୟାକୁ ଆଗେଇ ନେବାକୁ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳି ଓ ଶେରଗଡର ବିକାଶ ପାଇଁ ସେ ସବୁ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ହିଞ୍ଜିଳି ପୌରାଞ୍ଚଳର ଅଧ୍ୟକ୍ଷ, ଉପାଧ୍ୟକ୍ଷ, କାଉନସିଲର ମାନେ ଯୋଗ ଦେବା ସହିତ ଶେରଗଡ ଓ ହିଞ୍ଜିଳିକାଟୁ ବ୍ଲକ୍‌ର ଅଧ୍ୟକ୍ଷ, ଉପାଧ୍ୟକ୍ଷ, ସରପଞ୍ଚ ଓ ଅନ୍ୟାନ୍ୟ ଲୋକପ୍ରତିନିଧିଙ୍କୁ ମିଶାଇ ୨୦୦ରୁ ଅଧିକ ପ୍ରତିନିଧି ଯୋଗ ଦେଇଥିଲେ।

ନବୀନ ପଟ୍ଟନାୟକ ଶେରଗଡ଼ ହିଞ୍ଜିଳି
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026
Latest News

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026

ଆଫଗାନିସ୍ତାନରେ ପାକିସ୍ତାନର ବିମାନ ଆକ୍ରମଣ: ୪୦୦ ମୃତ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.