Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ହିଞ୍ଜିଳି, ଶେରଗଡର ପୌର ଓ ପଞ୍ଚାୟତ ପ୍ରତିନିଧିମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ବିଶେଷ ଖବର

ହିଞ୍ଜିଳି, ଶେରଗଡର ପୌର ଓ ପଞ୍ଚାୟତ ପ୍ରତିନିଧିମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

April 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ନବୀନ ନିବାସଠାରେ ହିଞ୍ଜିଳି ଓ ଶେରଗଡ ଅଞ୍ଚଳର ପୌରାଞ୍ଚଳ ଓ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକର ନବ ନିର୍ବାଚିତ ପ୍ରତିନିଧି ମାନଙ୍କ ସହ ଆଲୋଚନା କରିଛନ୍ତି।

ଏହି ଅବସରରେ ସେ ସମସ୍ତ ପ୍ରତିନିଧି ମାନଙ୍କୁ ନିର୍ବାଚନରେ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହିତ ସମସ୍ତେ ମିଳିମିଶି ଓ କଠିନ ପରିଶ୍ରମ କରି ନିଜ ନିଜ ଅଞ୍ଚଳର ଉନ୍ନୟନ ପ୍ରକ୍ରିୟାକୁ ଆଗେଇ ନେବାକୁ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳି ଓ ଶେରଗଡର ବିକାଶ ପାଇଁ ସେ ସବୁ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ହିଞ୍ଜିଳି ପୌରାଞ୍ଚଳର ଅଧ୍ୟକ୍ଷ, ଉପାଧ୍ୟକ୍ଷ, କାଉନସିଲର ମାନେ ଯୋଗ ଦେବା ସହିତ ଶେରଗଡ ଓ ହିଞ୍ଜିଳିକାଟୁ ବ୍ଲକ୍‌ର ଅଧ୍ୟକ୍ଷ, ଉପାଧ୍ୟକ୍ଷ, ସରପଞ୍ଚ ଓ ଅନ୍ୟାନ୍ୟ ଲୋକପ୍ରତିନିଧିଙ୍କୁ ମିଶାଇ ୨୦୦ରୁ ଅଧିକ ପ୍ରତିନିଧି ଯୋଗ ଦେଇଥିଲେ।

ନବୀନ ପଟ୍ଟନାୟକ ଶେରଗଡ଼ ହିଞ୍ଜିଳି
Share. Facebook Twitter LinkedIn Email WhatsApp Copy Link

Related Posts

ଇଶାନଙ୍କ ଶତକ ଏବଂ ଅର୍ଶଦୀପଙ୍କ ପଞ୍ଝା: ପଞ୍ଚମ ଟି-୨୦କୁ ୪୬ ରନରେ ଜିତିଲା ଭାରତ

January 31, 2026

Odisha Cabinet Meeting: ରାଜ୍ୟ କ୍ୟାବିନେଟର ବୈଠକ, ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଂଜୁରୀ

January 31, 2026

Union Budget 2026: ଆସନ୍ତାକାଲି ସଂସଦରେ ବଜେଟ ଉପସ୍ଥାପନା କରିବେ ଅର୍ଥମନ୍ତ୍ରୀ

January 31, 2026

ଆରବ ବୈଦେଶିକ ମନ୍ତ୍ରୀଙ୍କ ପ୍ରତିନିଧି ଦଳକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 31, 2026
Latest News

ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ

February 1, 2026

ଢେଙ୍କାନାଳରେ ପ୍ରତିରକ୍ଷା ଉପକରଣ ଉତ୍ପାଦନ କଂପ୍ଲେକ୍ସ ପ୍ରତିଷ୍ଠା ପାଇଁ କ୍ୟାବିନେଟ୍ ଅନୁମୋଦନ

February 1, 2026

ଓଏଚପିସି ଏବଂ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ପରିତ୍ୟକ୍ତ ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର: ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

February 1, 2026

ଆଜି ଫେବୃୟାରୀ ୧ ରବିବାରରେ କେତେକ ରାଶିର ଭାଗ୍ୟ ଚମକିବ, ବିଶ୍ବାସ କରିପାରିବେ ନାହିଁ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.