Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Cyclone Alert: ବାତ୍ୟା ନିଶ୍ଚିତ, ଆସିଲା ପାଞ୍ଚଦିନିଆ ଗତିବିଧିର ସମୟ, ଜାଣନ୍ତୁ କେଉଁଦିନ କଣ
ବିଶେଷ ଖବର

Cyclone Alert: ବାତ୍ୟା ନିଶ୍ଚିତ, ଆସିଲା ପାଞ୍ଚଦିନିଆ ଗତିବିଧିର ସମୟ, ଜାଣନ୍ତୁ କେଉଁଦିନ କଣ

May 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Cyclone Alert: ବାତ୍ୟା ନିଶ୍ଚିତ, ଆସିଲା ତିନିଦିନିଆ ଗତିବିଧିର ସମୟ, ଜାଣନ୍ତୁ କେଉଁଦିନ କଣ

ଭୁବନେଶ୍ବର: ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସ୍ପଷ୍ଟ ଅବପାତରେ ପରିଣତ ହୋଇଛି। ତେବେ ଆଜି ଦିନ ସୁଦ୍ଧା ଏହା ଗୋଟିଏ ସ୍ଥାନରେ ଘନିଭୂତ ହେବାରେ ଲାଗିଛି। ଭୁବନେଶ୍ବର ପାଣିପାଗ ବିଭାଗ ଅନୁସାରେ ଏହା ବର୍ତ୍ତମାନ ନିକୋବର ଦୀପପୁଞ୍ଜଠାରୁ ୧୭୦ କିମି ଦୂରରେ ରହିଛି। ସେହିପରି ଆଣ୍ଡାମାନ ଦୀପପୁଞ୍ଜଠାରୁ ଏହା ୩୦୦ କିମି, ବିଶାଖାପାଟନାମଠାରୁ ୧୨୭୦ କିମି ଏବଂ ପୁରୀଠାରୁ ୧୩୦୦ କିମି ଦୂରରେ ରହିଛି।

ଏହା ଉପରେ କ୍ଲିକ କରନ୍ତୁ ପଢନ୍ତୁ- ବଢିଲା ରନ୍ଧନ ଗ୍ୟାସ ସିଲିଣ୍ଡର ମୂଲ୍ୟ, ଜାଣନ୍ତୁ କେତେ

ଆସନ୍ତାକାଲି ୮ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ ବୋଲି ଅନୁମାନ କରାଯାଇଛି। ତେବେ ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏହା ସୃଷ୍ଟି ହେବ। ଏହା ୧୦ ତାରିଖ ସନ୍ଧ୍ୟା ବେଳକୁ ଆନ୍ଧ୍ର ଏବଂ ଓଡିଶା ଉପକୂଳରେ ଛୁଇଁବ ବୋଲି ପାଣିପାଗ ବିଭାଗ କହିଛି।

ଏହାର ପ୍ରଭାବରେ ୧୦ ଏବଂ ୧୧ ତାରିଖ ଦୁଇଦିନ ଧରି ରାଜ୍ୟରେ ବର୍ଷା ସମ୍ଭାବନା ରହିଛି।୧୦ ତାରିଖରେ ଉପକୂଳ ଓଡିଶା ସହିତ ଗଜାମ, ଗଜପତି ଏବଂ ପୁରୀ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ୧୧ ତାରିଖରେ ଉପକୂଳ ଓଡିଶା ସହିତ ଗଂଜାମ, ଖୋର୍ଦ୍ଧା, ପୁରୀ, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ରହିଛି।

ଆହୁରି ପଢିବାକୁ ଏହା ଉପରେ କ୍ଲିକ କରନ୍ତୁ- ଆଇପିଏସ ହେଲେ ମଧ୍ୟ ପିନ୍ଧି ନ ଥିଲେ ପୋଲିସ ପୋଷାକ, କାହିଁକି ???

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନି ଯିବା ପାଇଁ ପରାମର୍ଶ ରହିଛି। ମୁଖ୍ୟତଃ ୯, ୧୦ ଏବଂ ୧୧ ତାରିଖରେ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ୧୧ ତାରିଖ ପରେ କେବେ ଯିବ ସେ ନେଇ ପାଣିପାଗ ପରାମର୍ଶକୁ ଅପେକ୍ଷା କରିବା ପାଇଁ କୁହାଯାଇଛି। ସେହିପରି ବନ୍ଦରଗୁଡିକରେ ଏକ ନମ୍ବର ବିପଦ ସଙ୍କେତ ପ୍ରଦାନ କରାଯାଇଛି।

ଆଣ୍ଡାମାନ ସାଗର ବଙ୍ଗୋବ ସାଗର ବାତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଏପ୍ରିଲ ୧ରୁ ଖୋଲିବ ସୁଭଦ୍ରା ପୋର୍ଟାଲ

September 16, 2026

ହେଲିକପ୍ଟର କ୍ରାସ୍‌ ଓ ବସ ଦୁର୍ଘଟଣାରେ ୫ ମୃତ, ବହୁ ଆହତ

September 16, 2026

ଗାଁ ନାଟକ ଶିଖୁଥିବା ବେଳେ ମାରଣାନ୍ତକ ଆକ୍ରମଣ: ଯୁବକଙ୍କ ପ୍ରାଣହାନୀ

September 16, 2026

ୟୁପି ନିର୍ବାଚନରେ ସମସ୍ୟା ବଢ଼ାଇବେ କି ପୂର୍ବତନ ବିଜେପି ନେତା?: ​​୫୦ଟି ଆସନରେ ଦେବେ ପ୍ରାର୍ଥୀ

September 16, 2026
Latest News

ପୁଣି ଏପ୍ରିଲ ୧ରୁ ଖୋଲିବ ସୁଭଦ୍ରା ପୋର୍ଟାଲ

September 16, 2026

ହଟିବେ ଅଗରକର!: ଟିମ୍ ଇଣ୍ଡିଆକୁ ମିଳିବ ନୂତନ ମୁଖ୍ୟ ଚୟନକର୍ତ୍ତା

September 16, 2026

ସମୁଦ୍ରରେ ଭାରତୀୟ ଯୁଦ୍ଧଜାହାଜକୁ ଧକ୍କା ଦେଲା ପାକିସ୍ତାନ ଯୁଦ୍ଧଜାହାଜ: ଆକ୍ସନ ମୋଡରେ ଭାରତ

September 16, 2026

ହେଲିକପ୍ଟର କ୍ରାସ୍‌ ଓ ବସ ଦୁର୍ଘଟଣାରେ ୫ ମୃତ, ବହୁ ଆହତ

September 16, 2026

ଗାଁ ନାଟକ ଶିଖୁଥିବା ବେଳେ ମାରଣାନ୍ତକ ଆକ୍ରମଣ: ଯୁବକଙ୍କ ପ୍ରାଣହାନୀ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.