Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Cyclone Breaking: ରବିବାର ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ ଅବପାତ
ଜାତୀୟ ଖବର

Cyclone Breaking: ରବିବାର ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ ଅବପାତ

May 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Cyclone Breaking: ରବିବାର ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ ଅବପାତ

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଅବପାତ ବର୍ତ୍ତମାନ ଗଭୀର-ଅବପାତ ରେ ପରିଣତ ହୋଇଛି। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ତେବେ ଆସନ୍ତା କାଲି ସକାଳ ସୁଦ୍ଧା ଏହି ଗଭୀର ଅବପାତ ବାତ୍ୟାରେ ପରିଣତ ହେବ ବୋଲି ପାଣିପାଗ ବିଭାଗ କହିଛି।

ତେବେ ଏହି ବାତ୍ୟା ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ବିଭାଗ ସତର୍କ କରାଇଛି। ବର୍ତମାନ ଏହା ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୨୦ କିମି ବେଗରେ ଗତି କରୁଛି। ପୁରୀ ଠାରୁ ଏହା ଉତ୍ତର-ଉତ୍ତର-ପୂର୍ବ ଦିଗରେ ୧୧୮୦ କିମି ଦୂରରେ କେନ୍ଦ୍ରୀଭୂତ ଅଛି ବୋଲି ଜଣାପଡିଛି।

#CycloneAsani cyclone alert ବାତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
Latest News

ପ୍ରେମ, ପ୍ରତିଶ୍ରୁତି ଓ ପ୍ରତାରଣା: ସରକାରୀ ଡାକ୍ତରଙ୍କ ବିରୋଧରେ ୩୦ ଲକ୍ଷର ସୁନା ଠକେଇ ଅଭିଯୋଗ

June 22, 2026

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026

ସୁରକ୍ଷା ପ୍ରତି ଉତ୍କୃଷ୍ଟ ସତର୍କତା ପାଇଁ ଟ୍ରାକ୍ ମେଣ୍ଟେନରଙ୍କୁ ସମ୍ମାନିତ କଲା ପୂର୍ବତଟ ରେଳପଥ

June 22, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.