Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ ବିଜେପିର ଆରମ୍ଭ ହେଲା ଚିନ୍ତନ ବୈଠକ, ଫୋକସ ବ୍ରଜରାଜନଗର
ବିଶେଷ ଖବର

ରାଜ୍ୟ ବିଜେପିର ଆରମ୍ଭ ହେଲା ଚିନ୍ତନ ବୈଠକ, ଫୋକସ ବ୍ରଜରାଜନଗର

May 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ବିଜେପିର ଆରମ୍ଭ ହେଲା ଚିନ୍ତନ ବୈଠକ, ଫୋକସ ବ୍ରଜରାଜନଗର

ଭୁବନେଶ୍ବର: ଆଜି ବିଜେପି କୋର କମିଟର ବୈଠକ ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହୋଇଛି। ଦଳର ଓଡିଶା ପ୍ରଭାରୀ ଡି ପୁରେନ୍ଦଶ୍ବରୀଙ୍କ ଉପସ୍ଥିତିରେ ଏହି ବୈଠକ ଚାଲିଛି। ମୁଖ୍ୟତଃ ଏହି ବୈଠକରେ ଆଗାମୀ ବ୍ରଜରାଜନଗର ଉପନିର୍ବାଚନରେ ଦଳ କିପରି ରଣନୀତି ପ୍ରସ୍ତୁତ କରିବ ସେ ନେଇ ବିଶେଷ ଆଲୋଚନା ହେବ।

ଏଥିସହିତ ଦଳର ଗତ ପଞ୍ଚାୟତ ତଥା ପୌର ନିର୍ବାଚନରେ ଯେଉଁ ବିଫଳତା ହେଲା ତାହାର ମଧ୍ୟ ମାନସ ମନ୍ଥନ କରାଯିବ। ଏହି ନିର୍ବାଚନରେ ଦଳର ସ୍ଥିତି ପୂର୍ବ ଅପେକ୍ଷା କିପରି ରହିଲା ଏବଂ ଭୋଟରଙ୍କ ମୁଡ କଣ ତାହା ସମୀକ୍ଷା କରାଯିବ। ଏଥିସିହତ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଆଗୁଆ ପ୍ରସ୍ତୁତି ମଧ୍ୟ ଦଳ କରିବ ବୋଲି ଜଣାପଡିଛି।

ବୈଠକରେ ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ମଧ୍ୟ ଯୋଗ ଦେଇଛନ୍ତି। ସେହିପରି ରାଜ୍ୟ ବିଜେପି ପ୍ରଭାରୀ ଡ଼ି. ପୁରନ୍ଦେଶ୍ବରୀ, ସହ ପ୍ରଭାରୀ ବିଜୟପାଲ ସିଂ ତୋମାର, ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ, ବରଗଡ଼ ସାଂସଦ ସୁରେଶ ପୂଜାରୀ, ପୂର୍ବତନ ସଭାପତି ତଥା କୋର କମିଟି ସଦସ୍ୟ କନକ ବର୍ଦ୍ଧନ ସିଂହଦେଓ, ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ପ୍ରମୁଖ ଉପସ୍ଥିତ ଅଛନ୍ତି ।

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ ଭିସି ଜରିଆରେ ଉପସ୍ଥିତ ଥିବା ବେଳେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ମଧ୍ୟ ଭିସି ମାଧ୍ୟମରେ ଯୋଡ଼ି ହୋଇଛନ୍ତି ।

ଓଡିଶା ପ୍ରଭାରୀ ବ୍ରଜରାଜନଗର ରାଜ୍ୟ ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.