Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବୁଦ୍ଧ ପୂର୍ଣ୍ଣିମା ଉପଲକ୍ଷେ ନେପାଳ ଗସ୍ତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଜାତୀୟ ଖବର

ବୁଦ୍ଧ ପୂର୍ଣ୍ଣିମା ଉପଲକ୍ଷେ ନେପାଳ ଗସ୍ତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

May 16, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବୁଦ୍ଧ ପୂର୍ଣ୍ଣିମା ଉପଲକ୍ଷେ ନେପାଳ ଗସ୍ତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଆଜି ବୁଦ୍ଧ ପୂର୍ଣ୍ଣିମା ଉପଲକ୍ଷେ ପ୍ରଧ।ନମନ୍ତ୍ରୀ ନରେନ୍ଦ୍ର ମୋଦୀ ନେପାଳ ଗସ୍ତ କରିଛନ୍ତି। ସେ ଲୁମ୍ବିନ ଯାଇ ବୁଦ୍ଧଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ। ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଟୁଇଟ କରି କହିଛନ୍ତି ଯେ,

ମୁଁ ନେପାଳର ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଓବାଙ୍କ ନିମନ୍ତ୍ରଣ କ୍ରମେ ୧୬ ମଇ ୨୦୨୨ ରେ ନେପାଳର ଲୁମ୍ବିନି ଗସ୍ତ କରିବି। ବୁଦ୍ଧ ଜୟନ୍ତୀର ଶୁଭ ଅବସରରେ ମୁଁ ମାୟାଦେବୀ ମନ୍ଦିରରେ ପ୍ର।ର୍ଥନା କରିବ।କୁ ଅପେକ୍ଷା କରିଛି। ଭଗବାନ ବୁଦ୍ଧଙ୍କ ଜନ୍ମର ପବିତ୍ର ସ୍ଥ।ନରେ ଶ୍ରଦ୍ଧାଞ୍ଜଳି ଦେବ। ପ।ଇଁ ମୁଁ ଲକ୍ଷ ଲକ୍ଷ ଭ।ରତୀୟଙ୍କ ପଦ।ଙ୍କ ଅନୁସରଣ କରି ନିଜକୁ ଗୌରବାନ୍ୱିତ ମନେ କରୁଛି ।

ଗତ ମାସରେ ତାଙ୍କର ଭାରତ ଗସ୍ତ ସମୟରେ ଆମର ଫଳପ୍ରଦ ଆଲୋଚନା ପରେ ମୁଁ ପୁଣିଥରେ ପ୍ରଧାନମନ୍ତ୍ରୀ ଦେଓବାଙ୍କୁ ଭେଟିବାକୁ ଅପେକ୍ଷା କରିଛି । ଜଳବିଦ୍ୟୁତ୍‍, ବିକାଶ ଏବଂ ସଂଯୋଗୀକରଣ ସହିତ ଏକାଧିକ କ୍ଷେତ୍ରରେ ସହଯୋଗକୁ ବିସ୍ତାର କରିବାକୁ ଆମେ ଆମର ସହଭାଗୀ ବୁଝାମଣା ଆଦାନ ପ୍ରଦାନକୁ ମଜବୁତ ପ।ଇଁ କାର୍ଯ୍ୟ ଜାରି ରଖିବୁ ।

ପବିତ୍ର ମାୟାଦେବୀ ମନ୍ଦିର ପରିଦର୍ଶନ କରିବ। ବ୍ୟତୀତ, ମୁଁ ଲୁମ୍ବିନି ମଠ ଅଞ୍ଚଳରେ ବୌଦ୍ଧ ସଂସ୍କୃତି ଏବଂ ଐତିହ୍ୟ ପ।ଇଁ ଥିବା ଇଣ୍ଡିଆ ଇଣ୍ଟରନ୍ୟାସନାଲ୍ ସେଣ୍ଟରର ଶିଳାନ୍ୟାସ ସମାରୋହରେ ଅଂଶଗ୍ରହଣ କରିବି। ନେପାଳ ସରକାରଙ୍କ ଦ୍ୱାରା ଆୟୋଜିତ ବୁଦ୍ଧ ଜୟନ୍ତୀ ପାଳନ ଅବସରରେ ମୁଁ ମଧ୍ୟ ଉକ୍ତ ଉତ୍ସବରେ ଯୋଗଦେବି ।

ନେପ।ଳ ସହିତ ଆମର ସମ୍ପର୍କ ଅତୁଳନୀୟ । ଭ।ରତ ଏବଂ ନେପ।ଳ ମଧ୍ୟରେ ସଭ୍ୟତ। ଏବଂ ଲୋକମ।ନଙ୍କ ମଧ୍ୟରେ ଯୋଗାଯୋଗ ଆମର ଘନିଷ୍ଠ ସମ୍ପର୍କର ସ୍ଥ।ୟୀ ସ୍ଥ।ପନା ଅଟେ। ମୋର ଭ୍ରମଣ ଏହି ସମୟ-ସମ୍ମ।ନିତ ସମ୍ପର୍କର ଉତ୍ସବ ପ।ଳନ କରିବ। ଏବଂ ଏହ।କୁ ଆହୁରି ଗଭୀର କରିବ। ପ।ଇଁ ଉଦ୍ଦିଷ୍ଟ ଯାହା ଶତାବ୍ଦୀ ଧରି ପ।ଳନ ହୋଇଆସୁଛି ଏବଂ ଆମର ପାରସ୍ପରିକ ସମ୍ପର୍କର ଦୀର୍ଘ-ଇତିହ।ସରେ ଲିପିବଦ୍ଧ ହୋଇଛି ।

ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ବୁଦ୍ଧ ପୂର୍ଣ୍ଣିମା
Share. Facebook Twitter LinkedIn Email WhatsApp Copy Link

Related Posts

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ଇଣ୍ଡିଗୋ ଯାତ୍ରୀଙ୍କ ପାଇଁ ବଡ଼ ସତର୍କତା: ବିଜ୍ଞପ୍ତି ଜାରି କଲା ବିମାନ କମ୍ପାନୀ

August 21, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.