Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଦିଲ୍ଲୀରୁ ମୁମ୍ବାଇ ପର୍ଯ୍ୟନ୍ତ କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମଙ୍କ ୯ ଟି ସ୍ଥାନରେ ସିବିଆଇର ଚଢାଉ
ଅପରାଧ

ଦିଲ୍ଲୀରୁ ମୁମ୍ବାଇ ପର୍ଯ୍ୟନ୍ତ କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମଙ୍କ ୯ ଟି ସ୍ଥାନରେ ସିବିଆଇର ଚଢାଉ

May 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ଆଜି ପୂର୍ବାହ୍ନରୁ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପି ଚିଦାମ୍ବରମଙ୍କ ପୁଅ ତଥା କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମଙ୍କ ବିଭିନ୍ନ ସ୍ଥାନରେ ଚଢାଉ କରୁଛି। କାର୍ତ୍ତିଙ୍କ ଘର ଏବଂ କାର୍ଯ୍ୟାଳୟ ସମେତ ସିବିଆଇ ଅନେକ ସ୍ଥାନରେ ଚଢାଉ କରିଛି। ସୂଚନାନୁସାରେ ୨୦୧୦-୧୪ ମଧ୍ୟରେ କାରବାର ଏବଂ ଟଙ୍କା ଫେରସ୍ତ ଅଭିଯୋଗରେ ସିବିଆଇ କାର୍ତ୍ତି ଚିଦାମ୍ବରମଙ୍କ ବିରୋଧରେ ଏକ ନୂଆ ମାମଲା ରୁଜୁ କରିଛି। ମୁମ୍ବାଇ, ଦିଲ୍ଲୀ ଏବଂ ତାମିଲନାଡୁର ସାତୋଟି ସ୍ଥାନରେ ଚଢାଉ ଜାରି ଚାଲିଛି।

ସିବିଆଇ ସୂତ୍ରରୁ ପ୍ରକାଶ ଯେ, କାର୍ତ୍ତି ଚିଦାମ୍ବରମ ଏବଂ ତାଙ୍କ ସହଯୋଗୀଙ୍କ ବିରୋଧରେ ବିଭିନ୍ନ ଅପରାଧିକ ବିଭାଗ ଅଧୀନରେ ଏକ ମାମଲା ରୁଜୁ ହୋଇଛି। ତାଙ୍କ ପ୍ରଭାବରେ ଚୀନ୍ କମ୍ପାନୀର ଲୋକଙ୍କୁ ଭିସା ଦିଆଯାଇଥିଲା। ଏହି ଭିସା ପାଇଁ କାର୍ତ୍ତି ୫୦ ଲକ୍ଷ ଟଙ୍କା ନେଇଥିବାର ଅଭିଯୋଗ ରହିଛି। ସେତେବେଳେ ତାଙ୍କ ପିତା କେନ୍ଦ୍ର ଗୃହମନ୍ତ୍ରୀ ଥିଲେ। ଏହି ମାମଲା ୨୦୧୧ ମସିହାରେ ହୋଇଛି। ତେବେ ସିବିଆଇ ଚଢାଉ ପରେ କାର୍ତ୍ତି ଚିଦାମ୍ବରମ୍ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିକୁ ଟାର୍ଗେଟ କରିଛନ୍ତି। ସେ ଟ୍ୱିଟ୍ କରି କହିଛନ୍ତି ଯେ, ଏହି ଚଢାଉ କେତେଥର ହୋଇଛି, ମୁଁ ଗଣିବାକୁ ଭୁଲିଗଲି। ଏହା ନିଶ୍ଚିତ ଭାବରେ ଏକ ରେକର୍ଡ ହେବ।

କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମ ଚେନ୍ନାଇ ଦିଲ୍ଲୀ ମୁମ୍ବାଇ ସିବିଆଇର ଚଢାଉ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026
Latest News

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.