Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କ୍ୱାଡ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା: ବାଇଡେନ କହିଲେ, ଭାରତ ସଫଳ ଚୀନ୍ ବିଫଳ
ବିଶେଷ ଖବର

କ୍ୱାଡ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା: ବାଇଡେନ କହିଲେ, ଭାରତ ସଫଳ ଚୀନ୍ ବିଫଳ

May 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଟୋକିଓରେ କ୍ୱାଡ ସମ୍ମିଳନୀର ଏକ ଅଧିବେଶନରେ ଆମେରିକାର ରାଷ୍ଟ୍ରପତି ବାଇଡେନ ଗଣତାନ୍ତ୍ରିକ ଉପାୟରେ କୋଭିଡ ମହାମାରୀକୁ ସଫଳତାର ସହ ମୁକାବିଲା କରିଥିବାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କରିଛନ୍ତି। ସେ ଭାରତର ସଫଳତାକୁ ଚୀନ୍‌ର ମହାମାରୀର ମୁକାବିଲା କରିବାରେ ବିଫଳତା ସହ ତୁଳନା କରିଛନ୍ତି। ସେ କହିଛନ୍ତି ଯେ, ଗଣତନ୍ତ୍ରରେ କିଛି ସମ୍ଭବ ବୋଲି ପ୍ରଧାନମନ୍ତ୍ରୀ ମୋଦୀଙ୍କ ସଫଳତା ବିଶ୍ୱକୁ ଦର୍ଶାଇଛି।

ଏହା ସହ ଅଷ୍ଟ୍ରେଲିଆର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ ସେହି ଅଧିବେଶନରେ କହିଛନ୍ତି ଯେ, ଭାରତକୁ ଅନ୍ୟ ଦେଶକୁ ଯୋଗାଇ ଦିଆଯାଉଥିବା ଟିକା ତୃଣମୂଳ ସ୍ତରରେ ପରିବର୍ତ୍ତନ ଆଣିଛି।

ଜାପାନର ପ୍ରଧାନମନ୍ତ୍ରୀ କିଶିଦା ମଧ୍ୟ ଭାରତର ଅବଦାନକୁ ପ୍ରଶଂସା କରିଛନ୍ତି। ଏବଂ ସ୍ମରଣ କରିଛନ୍ତି ଯେ, କ୍ୱାଡ ଭ୍ୟାକ୍ସିନ ଇନିସିଏଟିଭ ଅଧୀନରେ ଦିଆଯାଇଥିବା ଭାରତୀୟ ନିର୍ମିତ ଟିକାକୁ ଥାଇଲ୍ୟାଣ୍ଡ ଏବଂ କମ୍ବୋଡିଆରେ କୃତଜ୍ଞତା ସହ ଗ୍ରହଣ କରାଯାଇଛି। ଏଥିସହ ସେ କହିଛନ୍ତି ଯେ, କମ୍ବୋଡିଆରେ ପ୍ରଧାନମନ୍ତ୍ରୀ ହୁନ ସେନ ନିଜେ ଟିକା ପ୍ରଦାନ ସମାରୋହରେ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଟିକା କୂଟନୈତିକକୁ ଏବେ ବିଶ୍ୱ ପ୍ରଶଂସା କରୁଛି।

କୋଭିଡ ମହାମାରୀ ଚୀନ୍‌ ପ୍ରଧାନମନ୍ତ୍ରୀ ମୋଦି ଭାରତ ରାଷ୍ଟ୍ରପତି ବାଇଡେନ
Share. Facebook Twitter LinkedIn Email WhatsApp Copy Link

Related Posts

‘ମିଛ କହିବାର ସ୍ଥାନ ନୁହେଁ ଲାଲକିଲ୍ଲା’: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଅଖିଳେଶ ଯାଦବଙ୍କ କଟାକ୍ଷ

August 15, 2026

“୯୯% ସରକାରୀ ଚାକିରିରେ ଦୁର୍ନୀତି”: ଅଭିଯୋଗ ସହ ବାବା ରାମଦେବଙ୍କ ଚେତାବନୀ

August 15, 2026

ଭୁଲ ପ୍ରଥା ଆଗକୁ ବଢାଉଛନ୍ତି ରାହୁଲ: ଲାଲକିଲ୍ଲା ସମାରୋହରେ ଯୋଗନଦେବାରୁ ବିଜେପିର ଟାର୍ଗେଟ

August 15, 2026

Independence Day 2026: ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ, କହିଲେ…

August 15, 2026
Latest News

‘ମିଛ କହିବାର ସ୍ଥାନ ନୁହେଁ ଲାଲକିଲ୍ଲା’: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଅଖିଳେଶ ଯାଦବଙ୍କ କଟାକ୍ଷ

August 15, 2026

“ଭାରତ ମାତା କି ଜୟ” ସ୍ଲୋଗାନରେ ପ୍ରତିଧ୍ୱନିତ ହେଲା ଇସଲାମାବାଦ

August 15, 2026

MMDR ସଂଶୋଧନ ବିଲ ବାତିଲ ପାଇଁ ସିପିଆଇ (ଏମଏଲ) ର ଆହ୍ୱାନ

August 15, 2026

“୯୯% ସରକାରୀ ଚାକିରିରେ ଦୁର୍ନୀତି”: ଅଭିଯୋଗ ସହ ବାବା ରାମଦେବଙ୍କ ଚେତାବନୀ

August 15, 2026

ସ୍ୱାଧୀନତା ଦିବସରେ ପୂର୍ବତଟ ରେଳପଥର ସଫଳତା ଉପସ୍ଥାପନ କଲେ ମହାପ୍ରବନ୍ଧକ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.