Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପ୍ରତିରକ୍ଷା ଅଳଙ୍କରଣ ସମାରୋହ: ଗୋଟିଏ କିର୍ତ୍ତୀଚକ୍ର ଏବଂ ୧୪ଟି ଶୌର୍ଯ୍ୟ ଚକ୍ର ସମ୍ମାନ ପ୍ରଦାନ କଲେ ରାଷ୍ଟ୍ରପତି
ଜାତୀୟ ଖବର

ପ୍ରତିରକ୍ଷା ଅଳଙ୍କରଣ ସମାରୋହ: ଗୋଟିଏ କିର୍ତ୍ତୀଚକ୍ର ଏବଂ ୧୪ଟି ଶୌର୍ଯ୍ୟ ଚକ୍ର ସମ୍ମାନ ପ୍ରଦାନ କଲେ ରାଷ୍ଟ୍ରପତି

May 31, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ପ୍ରତିରକ୍ଷା ଅଳଙ୍କରଣ ସମାରୋହରେ ରାଷ୍ଟ୍ରପତି ତଥା ସଶସ୍ତ୍ର ସେନାବାହିନୀର ସର୍ବୋଚ୍ଚ କମାଣ୍ଡର ରାମନାଥ କୋବିନ୍ଦ ରାଷ୍ଟ୍ର ସେବାରେ ଉଲ୍ଲେଖନୀୟ ଏବଂ ସର୍ବୋଚ୍ଚ ଅବଦାନ ଦେଇଥିବା ପୁଲିସ ଓ ସେନାବାହିନୀର ଅଧିକାରୀମାନଙ୍କୁ ବିଭିନ୍ନ ପଦକ ଦେଇ ସମ୍ମାନିତ କରିଛନ୍ତି। ରାଷ୍ଟ୍ରପତିଙ୍କ ଦ୍ବାରା ଗୋଟିଏ କିର୍ତ୍ତୀ ଚକ୍ର (ମରଣୋତ୍ତର) ଏବଂ ୧୪ଟି ଶୌର୍ଯ୍ୟଚକ୍ର ସମ୍ମାନ ପ୍ରଦାନ କରାଯାଇଛି । ୮ ଜଣଙ୍କୁ ମରଣୋତ୍ତର ଭାବେ ସୌର୍ଯ୍ୟଚକ୍ର ସମ୍ମାନ ପ୍ରଦାନ କରାଯାଇଛି। ମେ ୩୧, ୨୦୨୨ରେ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନ ଠାରେ ପ୍ରତିରକ୍ଷା ଅଳଙ୍କରଣ ସମାରୋହ (ପର୍ଯ୍ୟାୟ – ୨) ଆୟୋଜନ କରାଯାଇଥିଲା।

ଏହି ଅବସରରେ ସେନାବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ ଏବଂ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶର ପୁଲିସ ବାହିନୀର ଅଧିକାରୀ ଓ କର୍ମଚାରୀମାନଙ୍କୁ ସମ୍ମାନିତ କରାଯାଇଥିଲା। ଅଦମ୍ୟ ସାହସ, ଉଲ୍ଲେଖନୀୟ ବୀରତ୍ବ ଏବଂ କର୍ତ୍ତବ୍ୟ ପ୍ରତି ସମ୍ପୂର୍ଣ୍ଣ ସମର୍ପଣ ପାଇଁ ବୀରତା ପୁରସ୍କାର ପ୍ରଦାନ କରାଯାଇଛି।

ଅସାଧାରଣ ଭାବେ ଉଲ୍ଲେଖନୀୟ ସେବା ଯୋଗାଇ ଦେବା ଲାଗି ୧୩ଟି ପରମ ବିଶିଷ୍ଟ ସେବା ପଦକ ଏବଂ ୨୯ଟି ଅତିବିଶିଷ୍ଟ ସେବା ପଦକ ମଧ୍ୟ ରାଷ୍ଟ୍ରପତି ପ୍ରଦାନ କରିଥିଲେ।

ରାଷ୍ଟ୍ରପତି ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026
Latest News

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026

ଏଏନଆଇକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସାକ୍ଷାତକାର

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.