Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଉଦ୍ଧବ ଠାକରେ, ଛାଡିଲେ ବିଧାନ ପରିଷଦର ସଦସ୍ୟତା
ବିଶେଷ ଖବର

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଉଦ୍ଧବ ଠାକରେ, ଛାଡିଲେ ବିଧାନ ପରିଷଦର ସଦସ୍ୟତା

June 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶିବସେନା
ଭାରତ ଏବଂ ପାକିସ୍ତାନ କ୍ରିକେଟ୍ ମ୍ୟାଚ୍ କୁ ଶିବସେନାର ବିରୋଧ: ଆନ୍ଦୋଳନ ଚେତାବନୀ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ଝଟକା ପରେ ଉଦ୍ଧବ ଠାକରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବାବେଳେ ସେ ଏହା ଘୋଷଣା କରିଛନ୍ତି। ଏଥି ସହିତ, ଠାକରେ ଏହା ସ୍ପଷ୍ଟ କରିଛନ୍ତି ଯେ, ମୋ ପାଖରେ ଥିବା ଶିବସେନାକୁ କେହି ଛଡ଼ାଇ ନେଇ ପାରିବେ ନାହିଁ। ମୁଁ ବିଧାନ ପରିଷଦର ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଉଛି।

ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ସେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ନିଆଯାଇଥିବା ନିଷ୍ପତ୍ତି ବିଷୟରେ ଉଲ୍ଲେଖ କରିଥିଲେ। ସେ କହିଥିଲେ ଯେ ଆମର ଭଲ କାର୍ଯ୍ୟଗୁଡ଼ିକ ପ୍ରତି ନଜର ଲାଗିଗଲା। ଆମେ ସହରଗୁଡ଼ିକର ନାମ ପରିବର୍ତ୍ତନ କରିବାକୁ ସ୍ଥିର କଲୁ। ଏହି ସମୟରେ ସୋନିଆ ଗାନ୍ଧୀ ଏବଂ ଶରଦ ପାୱାରଙ୍କୁ ଉଦ୍ଧବ ଠାକରେ ପ୍ରଶଂସା କରିଥିଲେ।

ଉଦ୍ଧବ ଠାକରେ କହିଛନ୍ତି ଯେ, ନ୍ୟାୟ ଦେବତା ଏହି ରାୟ ଦେଇଛନ୍ତି, ଫ୍ଲୋର ଟେଷ୍ଟ ପାଇଁ କହିଛନ୍ତି। ରାଜ୍ୟପାଳଙ୍କୁ ମଧ୍ୟ ଧନ୍ୟବାଦ। ଗଣତନ୍ତ୍ରକୁ ଅନୁସରଣ କରିବା ଉଚିତ୍। ଆମେ ଏହାକୁ ଅନୁସରଣ କରିବୁ। ବିଦ୍ରୋହୀଙ୍କୁ ଟାର୍ଗେଟ କରି ଶିବସେନା ମୁଖ୍ୟ କହିଛନ୍ତି ଯେ, ସୁରଟ ଏବଂ ଗୁଆହାଟୀରେ ନୁହେଁ ଆପଣମାନଙ୍କୁ ସାମ୍ନାକୁ ଆସି ଆଲୋଚନା କରିବାର ଥିଲା। ଯାହାକୁ ସବୁକିଛି ଦିଆଗଲା ସେମାନେ ନାରାଜ ହୋଇଛନ୍ତି।

ଆଜି ନିଜେ କ୍ୟାବିନେଟ ବୈଠକରେ ଇସ୍ତଫା ଦେଇଥିବା ସୂଚନା ଦେଇଛନ୍ତି ଉଦ୍ଧବ ଠାକରେ। ବୈଠକ ପରେ ସେ କହିଥିଲେ ଯେ, ଆପଣ ମୋତେ ଅଢେଇ ବର୍ଷ ପାଇଁ ସମର୍ଥନ କରିଛନ୍ତି। ଧନ୍ୟବାଦ ଏହି ଅଢେଇ ବର୍ଷରେ ଯଦି କିଛି ଭୁଲ ହୋଇଛି, ତେବେ ମୁଁ କ୍ଷମା ମାଗୁଛି।

ଉଦ୍ଧବ ଠାକରେ ବିଧାନ ପରିଷଦ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ସୁପ୍ରିମକୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026
Latest News

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.