Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»StateBoard»Matric Result: ଏଥର ଫେଲ ହେଲେ ୮ହଜାର ୬୯୯ ଜଣ, ତିନୋଟି ସ୍କୁଲର ଫଳ ଜିରୋ
StateBoard

Matric Result: ଏଥର ଫେଲ ହେଲେ ୮ହଜାର ୬୯୯ ଜଣ, ତିନୋଟି ସ୍କୁଲର ଫଳ ଜିରୋ

July 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Matric Result: ଏଥର ଫେଲ ହେଲେ ୮ହଜାର ୬୯୯ ଜଣ, ତିନୋଟି ସ୍କୁଲର ଫଳ ଜିରୋ

କଟକ : ଆଜି କଟକ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି ମାଟ୍ରିକ୍ ପରୀକ୍ଷା ଫଳ। ଏହି ଫଳରୁ ଜଣାପଡିଛି ଯେ ଏଥର ୮ହଜାର ୬୯୯ ଜଣ ଛାତ୍ରଛାତ୍ରୀ ଫେଲ୍ ହୋଇଛନ୍ତି। ଚଳିତ ବର୍ଷ ମୋଟ ଚଳିତ ବର୍ଷ ମୋଟ ୫ ଲକ୍ଷ ୨୬ ହଜାର ୮୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୫ଲକ୍ଷ ୧୭ହଜାର ୮୪୭ ଜଣ ପାସ୍ କରିଥିବା ବେଳେ ଫେଲ ସଂଖ୍ୟା ରହିଛି ୮ହଜାର ୬୯୯ ଜଣ। ସେହିପରି ତିନୋଟି ସ୍କୁଲର ଫଳ କେହି ପାଶ କରି ନାହାଁନ୍ତି ବୋଲି ଜଣାପଡିଛି।

ଚଳିତ ବର୍ଷ ୯୦.୫୫% ପାସ୍ ହାର ରହିଛି। ପାସ କରିଥିବା ପିଲାଙ୍କ ମଧ୍ୟରେ ପୁଅଙ୍କ ସଂଖ୍ୟା ୨ଲକ୍ଷ ୫୬ହଜାର ୮୭୭ ଅର୍ଥାତ ୮୮.୭୭ ପ୍ରତିଶତ ରହିଛି। ହେଲେ ଝିଅଙ୍କ ପାଶ ସଂଖ୍ୟା ୨ଲକ୍ଷ ୬୦ହଜାର ୯୭୦ ଅର୍ଥାତ ୯୨.୩୭ ପ୍ରତିଶତ ରହିଛି। ଛାତ୍ରଛାତ୍ରୀମାନେ ବୋର୍ଡ ପକ୍ଷରୁ ଜାରି କରାଯାଇଥିବା ୱେବସାଇଟ www.bseodisha.ac.in ରେ ରୋଲ ନମ୍ବର ଆଧାରରେ ପରୀକ୍ଷା ଫଳ ଜାଣିପାରିବେ।

ସେହିପରି www.bseodisha.nic.in ରେ ମଧ୍ୟ ପରୀକ୍ଷା ଫଳ ଉପଲବଧ୍‌ ହେବ।  ମୋବାଇଲ୍‌ରେ ମେସେଜ୍‌ ଦ୍ୱାରା ମଧ୍ୟ ଛାତ୍ରଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ। ପରୀକ୍ଷାର୍ଥୀମାନେ OR10(Space) Roll Number(Space) ଦେଇ ୫୬୭୬୭୫୦ କୁ ମେସେଜ୍‌ ପଠାଇଲେ ସେମାନଙ୍କ ପରୀକ୍ଷା ଫଳ ପାଇପାରିବେ।

matric result ମାଟ୍ରିକ ମାଟ୍ରିକ ଫଳ
Share. Facebook Twitter LinkedIn Email WhatsApp Copy Link

Related Posts

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026
Latest News

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.