Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଭିନ୍ନ ନିଗମ, ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ, ଜାଣନ୍ତୁ କିଏ କେତେ ଦେଲେ
ବିଶେଷ ଖବର

ବିଭିନ୍ନ ନିଗମ, ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ, ଜାଣନ୍ତୁ କିଏ କେତେ ଦେଲେ

July 13, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ବିଭିନ୍ନ ନିଗମ ଯଥା ଓଡିଶା କୃଷି ନିଗମ ଲିଃ, ଓଡିଶା କାଜୁ ଉନ୍ନୟନ ନିଗମ ଲିଃ ଏବଂ ଓଡିଶା ବିହନ ନିଗମ ଲିଃ ତଥା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଭିଡିଓ କନ୍ଫରେନ୍ସିଂ ଯୋଗ ଦେଇଥିଲେ। ସଚିବାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସମବାୟ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଲାଭାଂଶ ଚେକ୍ ଗ୍ରହଣ କରିଥିଲେ।

ଓଡିଶା କୃଷି ଶିଳ୍ପ ନିଗମ ପକ୍ଷରୁ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ୨ କୋଟି ୫୨ ଲକ୍ଷ ୧୭ ହଜାର ୨୧୮ ଟଙ୍କା ଏବଂ ୨୦୧୯-୨୦୨୦ ଆର୍ଥିକ ବର୍ଷ ପାଇଁ ୩ କୋଟି ୧୦ ଲକ୍ଷ ୩୬ ହଜାର ୫୭୬ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ୧୯୬୨ ମସିହାରୁ ପ୍ରତିଷ୍ଠିତ କୃଷି ଶିଳ୍ପ ନିଗମ ପୁନଃପୌନିକ ଲାଭ ୨୦୨୦-୨୧ ସୁଦ୍ଧା ୯୪.୩୩ କୋଟି ଟଙ୍କା ରହିଅଛି । ଏହା ଏକ ଋଣମୁକ୍ତ ଲାଭକାରୀ ସରକାରୀ ନିଗମ।

ସେହିପରି ଓଡିଶା କାଜୁ ଉନ୍ନୟନ ନିଗମ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅଂଶଧନ ଲାଭ ବାବଦକୁ ୪୬ ଲକ୍ଷ ୫୧ ହଜାର ୨୦୦ ଟଙ୍କା ପ୍ରଦାନ କରିଅଛି । ୧୯୭୮ରେ ପ୍ରତିଷ୍ଠିତ ଓଡିଶା ରାଜ୍ୟ ବିହନ ନିଗମ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅଂଶଧନ ବାବଦକୁ ୨୩ ଲକ୍ଷ ୨୦ ହଜାର ୫୬୭ ଟଙ୍କା ରାଜ୍ୟ ସରକାରଙ୍କୁ ପ୍ରଦାନ କରିଅଛି ।

ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅଂଶଧନ ଉପରେ ୨.୧୬ ପ୍ରତିଶତ ଲାଭାଂଶ ଘୋଷଣା କରିଛି। ଏହି ବ୍ୟାଙ୍କରେ ରାଜ୍ୟ ସରକାରଙ୍କର ୨୨.୫ ପ୍ରତିଶତ ଅଂଶଧନ ରହିଛି । ଆଜି ରାଜ୍ୟ ସରକାରଙ୍କୁ ୨୦୨୦-୨୧ ବର୍ଷ ପାଇଁ ଲାଭାଂଶ ବାବଦକୁ ୨ କୋଟି ୬୮ ଲକ୍ଷ ୪୯ ହଜାର ୪୨୫ ଟଙ୍କା ପ୍ରଦାନ କରାଯାଇଛି ।

ନିଗମ ସମବାୟ ବ୍ୟାଙ୍କ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026
Latest News

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.