Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ରାଷ୍ଟ୍ରପତି ନିର୍ବାଚନ, ଓଡିଶା ବିଧାନସଭାରେ ପ୍ରସ୍ତୁତି, ଜାଣନ୍ତୁ କେମିତି ହେବ ଭୋଟ
ଜାତୀୟ ଖବର

ଆଜି ରାଷ୍ଟ୍ରପତି ନିର୍ବାଚନ, ଓଡିଶା ବିଧାନସଭାରେ ପ୍ରସ୍ତୁତି, ଜାଣନ୍ତୁ କେମିତି ହେବ ଭୋଟ

July 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ସାରା ଦେଶରେ ହେଉଥି ରାଷ୍ଟ୍ରପତି ନିର୍ବାଚନ। ଏହି ନିର୍ବାଚନ ସଂସଦ ସହିତ ସମସ୍ତ ରାଜ୍ୟର ବିଧାନସଭାରେ କରାଯିବ। ସେଥିପାଇ ସମସ୍ତ ବ୍ୟବସ୍ଥା କରାଯାଇଛି। ଓଡିଶା ବିଧାନସଭାରେ ପ୍ରଥମ ମହଲାରେ ଥିବା ୫୪ ନମ୍ବର ରୁମରେ ଏହି ନିର୍ବାଚନ କରାଯିବ। ଆଜି ଦିନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଏହି ନିର୍ବାଚନ ଅନୁଷ୍ଠିତ ହେବ। ସେଥିପାଇଁ ବିଧାନସଭା ସଚିବାଳୟ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଇଛି।

ଏହି ନିର୍ବାଚନ ସିକ୍ରେଟ ବାଲଟ ପେପର ମାଧ୍ୟମରେ କରାଯିବ। ଏଥିରେ ସାଧାରଣ ନିର୍ବାଚନ ପରି ଇଭିଏମ ବ୍ୟବହାର କରାଯାଏ ନାହିଁ। ଏହି ନିର୍ବାଚନକୁ ଭାରତ ନିର୍ବାଚନ ଆୟୋଗ ପରିଚାଳନା କରିଥାନ୍ତି। ଆୟୋଗ ବିଭିନ୍ନ ରାଜ୍ୟରୁ ବାଲଟ ବକ୍ସ ଏବଂ ବାଲଟ ପେପର ପଠାଇଥାନ୍ତି। ତେବେ ଏହି ବାଲଟ ପେପରରେ ଭୋଟ ଦେବା ପାଇଁ ଏକ ସ୍ବତନ୍ତ ରଂଗର ପେନ ବ୍ୟବହାର କରାଯାଇଥାଏ। ଯାହା ନିର୍ବାଚନ ଆୟୋଗ ଯୋଗାଇଥାନ୍ତି।

ବାଲଟ ପେପରରେ ସାଂସଦ ଓ ବିଧାୟକମାନେ ନିଜ ପସନ୍ଦର ପ୍ରାର୍ଥୀଙ୍କ ନାମ ପାଖରେ ୧, ୨, ୩ ଲେଖିଥାନ୍ତି। ଯେଉଁ ପ୍ରାର୍ଥୀଙ୍କ ନାମ ପାଖରେ ଅଧିକ ସଂଖ୍ୟକ ୧ ରହିଥାଏ ସେହି ପ୍ରାର୍ଥୀଙ୍କୁ ବିଜେତା ଘୋଷଣା କରାଯାଏ।

ଏଥର ଦୁଇଜଣ ପ୍ରାର୍ଥୀ ଏହି ନିର୍ବାଚନରେ ପ୍ରତିଦ୍ବନ୍ଦିତା କରୁଛନ୍ତି। ସେମାନେ ହେଲେ ଏନଡିଏ ତରଫରୁ ଓଡିଶା ଝିଅ ଦ୍ରୌପଦୀ ମୁର୍ମୁ ଏବଂ ବିରୋଧୀ ଦଳର ଯଶବନ୍ତ ସିହ୍ନା। ଏହି ଦୁଇଜଣ ନିର୍ବାଚନରେ ଜିତିବା ପାଇଁ ବିଭିନ୍ନ ରାଜ୍ୟକୁ ଯାଇ ପ୍ରଚାର କରିଛନ୍ତି।

ଦ୍ରୌପଦା ମୁର୍ମୁ ରାଷ୍ଟ୍ରପତି ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.