Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଅମିତ ସାହା, ନବୀନ ପଟ୍ଟନାୟକଙ୍କୁ ଅତିଥୀ କରି ଡାକିବେ ସାଂସଦ ଭର୍ତ୍ତୁହରି ମହତାବ
ଜାତୀୟ ଖବର

ଅମିତ ସାହା, ନବୀନ ପଟ୍ଟନାୟକଙ୍କୁ ଅତିଥୀ କରି ଡାକିବେ ସାଂସଦ ଭର୍ତ୍ତୁହରି ମହତାବ

July 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅମିତ ସାହା, ନବୀନ ପଟ୍ଟନାୟକଙ୍କୁ ଅତିଥୀ କରି ଡାକିବେ ସାଂସଦ ଭର୍ତ୍ତୁହରି ମହତାବ

କଟକ: ବିଜେଡି ସାଂସଦ ଭର୍ତ୍ତୁହରି ମହତାବଙ୍କ କାର୍ଯ୍ୟକ୍ରମରେ ଅତିଥୀ ଭାବେ ଯୋଗ ଦେବେ ଗୃହମନ୍ତ୍ରୀ ଅମିତ ସାହା। ଏଥିସହିତ ସେହି ସଭାରେ ମଧ୍ୟ ଅନ୍ୟତମ ଅତିଥୀ ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ସୂଚନା ଦେଇଛନ୍ତି ଖୋଦ ସାଂସଦ ଭର୍ତ୍ତୁହରି ମହତାବ।

ଦୈନିକ ଖବରକାଗଜ ‘ପ୍ରଜାତନ୍ତ୍ର’ ର ପ୍ରତିଷ୍ଠା ଉତ୍ସବ ଆସନ୍ତା ଅଗଷ୍ଟ ଆଠ ତାରିଖରେ ହେବ। ସେଥିରେ ଏହି ଦୁଇ ଅତିଥୀ ଉପସ୍ଥିତ ରହିବେ। ଏହି ଉତ୍ସବ କଟକ ଜବାହାରଲାଲ ନେହୁର ଇନଡୋର ଷ୍ଟାଣ୍ଡିୟମରେ ହେବ ବୋଲି ମହତାବ କହିଛନ୍ତି।

ଏହି ଉତ୍ସବ ତିନୋଟି ପର୍ଯ୍ୟାୟରେ କରାଯିବ। ପ୍ରଥମେ ଆଠ ତାରିଖ ପୂର୍ବାହ୍ନରେ ଅମିତ ସାହା ଏବଂ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ। ସେହିଦିନ ସଂଧ୍ୟାରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଏବଂ ହିନ୍ଦୁସ୍ଥାନ ଟାଇମସର ସଂପାଦକ ଶଶିଶେଖରଙ୍କୁ ନେଇ ଏକ ସଭାର ଆୟୋଜନ କରାଯିବ। ଏହା ପ୍ରଜାତନ୍ତ୍ର ପରିସରରେ ଥିବା ବିଷୁବ ମଣ୍ଡପରେ କରାଯିବ।

ସେହିପରି ଅଗଷ୍ଟ ନଅ ତାରିଖରେ ଅନ୍ୟତମ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏଥିରେ ଓଡିଶା ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏବଂ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ଯୋଗଦେବେ।  ଏହା ମଧ୍ୟ ସେହି ବିଷୁବ ମଣ୍ଡରେ କରାଯିବ ବୋଲି ଜଣାପଡିଛି।

ଓଡିଶାରେ ପ୍ରଜାତନ୍ତ୍ର ଖବରକାଗଜ 1947 ମସିହା ଅଗଷ୍ଟ ଆଠ ତାରିଖରେ ଜନ୍ମଲାଭ କରିଥିଲା।

ଅମିତ ସାହା ନବୀନ ପଟ୍ଟନାୟକ ପ୍ରଜାତନ୍ତ୍ର ସାଂସଦ ଭର୍ତ୍ତୁହରି ମହତାବ
Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.