Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶାର ୪୦.୫୨ ଲକ୍ଷ ପରିବାରକୁ ଟ୍ୟାପ୍‍ ଯୋଗେ ପାନୀୟ ଜଳ ଯୋଗାଣ: କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ
ବିଶେଷ ଖବର

ଓଡିଶାର ୪୦.୫୨ ଲକ୍ଷ ପରିବାରକୁ ଟ୍ୟାପ୍‍ ଯୋଗେ ପାନୀୟ ଜଳ ଯୋଗାଣ: କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ

July 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଓଡିଶାର ୪୦.୫୨ ଲକ୍ଷ ପରିବାରକୁ ଜଳ ଜୀବନ ମିଶନ ଯୋଜନାରେ ଟ୍ୟାପ ପାଣି ଯୋଗାଇ ଦିଆଯାଇଛି।

ପାନୀୟଜଳ ଯୋଗାଣ ନେଇ ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ପ୍ରହଲାଦ ସିଂହ ପଟେଲ ଏହି ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଦର୍ଶାଇଛନ୍ତି ଜଳ ଜୀବନ ମିଶନ ଯୋଜନାରେ ଓଡିଶାକୁ ପାନୀୟଜଳ ଯୋଗାଇ ଦିଆଯାଉଛି। ଓଡିଶାରେ ୮୮.୫୭ ଲକ୍ଷ ପରିବାର ଥିବାବେଳେ ୨୦୧୯ ଅଗଷ୍ଟ ସୁଦ୍ଧା ମାତ୍ର ୩.୧୧ ଲକ୍ଷ ପରିବାରକୁ ପାଇପ୍‍ ଯୋଗେ ପାନୀୟଜଳ ଯୋଗାଇ ଦିଆଯାଇଥିଲା। ତେବେ ଚଳିତ ମାସ ସୁଦ୍ଧା ଏହା ୪୩ଲକ୍ଷ ପରିବାରକୁ ଟପିଯାଇଛି।

ସେହିଭଳି ୨୦୨୨-୨୩ ବର୍ଷର ବଜେଟ୍‍ରେ ଜଳ ଜୀବନ ମିଶନ ପାଇଁ ଅର୍ଥ ଆବଣ୍ଟନ ସଂକ୍ରାନ୍ତରେ ସୂଚନା ଦେଇ କେନ୍ଦ୍ରମନ୍ତ୍ରୀ ଦର୍ଶାଇଛନ୍ତି ଯେ ଓଡିଶା ପାଇଁ ୭୧୩୩.୧୫ କୋଟି ଟଙ୍କାର ବ୍ୟବସ୍ଥା ହୋଇଛି ଯେଉଁଥିରେ ରାଜ୍ୟ ସରକାରଙ୍କ ଅଂଶ ହେଉଛି ୩୫୨୪.୫୩ କୋଟି। ଅବଶିଷ୍ଟ ୩୬୦୮.୬୨ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗାଇଦେବେ।

ସୂଚନା ଅନୁଯାୟୀ ଅବଶିଷ୍ଟ ପରିବାରଗୁଡିକୁ ମିଶନ ଦ୍ୱାରା ଧାର୍ଯ୍ୟ ସମୟସୀମା ୨୦୨୪ ସୁଦ୍ଧା ପାଇପ୍‍ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯିବ।

ଓଡିଶା ପାନୀୟ ଜଳ ଯୋଗାଣ
Share. Facebook Twitter LinkedIn Email WhatsApp Copy Link

Related Posts

ଚିନ୍ତା ବଢାଇଲା ସଟ୍ଟା ବଜାରର ପୂର୍ବାନୁମାନ!: ଜାଣନ୍ତୁ କେଉଁ ରାଜ୍ୟରେ କିଏ ଗଢିବ ସରକାର?

May 3, 2026

LPG ପରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇବ କି?: ସ୍ପଷ୍ଟ କଲେ ସରକାର

May 3, 2026

ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା

May 2, 2026

ବାଜିଲା ସତର୍କର ଘଣ୍ଟି!: ଆଗାମୀ ୫-୭ ଦିନ ମଧ୍ୟରେ ବୃଦ୍ଧି ପାଇପାରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

May 2, 2026
Latest News

ଚେନ୍ନାଇ ବିମାନବନ୍ଦରରେ ଚଳନ୍ତା ବିମାନରୁ ଡେଇଁ ପଡ଼ିଲେ ଯାତ୍ରୀ: ଜାଣନ୍ତୁ କାରଣ

May 3, 2026

ଓଲଟିଲା ଢଳେଇ ମିକ୍ସଚର ମେସିନ୍; ଚାପି ହୋଇ ଶ୍ରମିକ ଗୁରୁତର

May 3, 2026

ପୁଣି ଆମ ବସ ନେଲା ଜୀବନ

May 3, 2026

ନଅଟି ମ୍ୟାଚ୍‌ରେ ମାତ୍ର ଦୁଇଟି ବିଜୟ, ତଥାପି ପ୍ଲେଅଫ୍‌ରେ ପହଞ୍ଚିପାରିବ ମୁମ୍ବାଇ ଇଣ୍ଡିଆନ୍ସ?: ଜାଣନ୍ତୁ ସମୀକରଣ 

May 3, 2026

ତ୍ୟାଗ ଓ ତୀତିକ୍ଷା ପାଇଁ ପଣ୍ଡିତ ନାରାୟଣ ଓଡ଼ିଆ ଜାତିର ନମସ୍ୟ: ୫୮ତମ ଶ୍ରାଦ୍ଧୋତ୍ସବରେ ଶ୍ରଦ୍ଧାଞ୍ଜଳି

May 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.