Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ର ସରକାରଙ୍କ ବଡ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ୭୪୭ ୱେବସାଇଟ୍‌ ଏବଂ ୯୪ ୟୁଟ୍ୟୁବ ଚ୍ୟାନେଲ
ବିଶେଷ ଖବର

କେନ୍ଦ୍ର ସରକାରଙ୍କ ବଡ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ୭୪୭ ୱେବସାଇଟ୍‌ ଏବଂ ୯୪ ୟୁଟ୍ୟୁବ ଚ୍ୟାନେଲ

July 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଆଜି କହିଛନ୍ତି ଯେ, ୨୦୨୧-୨୨ ମସିହାରେ ଦେଶର ସ୍ୱାର୍ଥ ବିରୋଧରେ କାର୍ଯ୍ୟ କରୁଥିବା ୟୁଟ୍ୟୁବ ଚ୍ୟାନେଲଗୁଡିକ ବିରୋଧରେ ମନ୍ତ୍ରଣାଳୟ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ ଶ୍ରୀ ଠାକୁର କହିଛନ୍ତି ଯେ, ମନ୍ତ୍ରଣାଳୟ ୯୪ ୟୁଟ୍ୟୁବ ଚ୍ୟାନେଲ, ୧୯ ଟି ସୋସିଆଲ ମିଡିଆ ଆକାଉଣ୍ଟ ଏବଂ ୭୪୭ ଟି ୟୁଆରଏଲ୍‍ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହିତ ସେଗୁଡିକୁ ବନ୍ଦ କରାଯାଇଛି। ଏହି କାର୍ଯ୍ୟାନୁଷ୍ଠାନ ସୂଚନା ପ୍ରଯୁକ୍ତି ଅଧିନିୟମ ୨୦୦୦ ର ଧାରା ୬୯ଏ ଅନୁଯାୟୀ ନିଆଯାଇଛି।

ମନ୍ତ୍ରୀ କହିଛନ୍ତି ଯେ ମିଥ୍ୟା ଖବର ପ୍ରଚାର ପ୍ରସାର କରି ଦେଶର ସାର୍ଵଭୌମତ୍ୱ ବିରୋଧରେ କାର୍ଯ୍ୟ କରୁଥିବା ଏଜେନ୍ସିଗୁଡିକ ବିରୋଧରେ ସରକାର ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

ଅନୁରାଗ ଠାକୁର କାର୍ଯ୍ୟାନୁଷ୍ଠାନ ୟୁଟ୍ୟୁବ ଚ୍ୟାନେଲ ୱେବସାଇଟ୍
Share. Facebook Twitter LinkedIn Email WhatsApp Copy Link

Related Posts

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026
Latest News

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.