Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଫୋନ ଯୋଗେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ
ବିଶେଷ ଖବର

ଫୋନ ଯୋଗେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ

July 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଗତକାଲି ରାଷ୍ଟ୍ରପତି ନିର୍ବାଚନରେ ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁ ବଡ ବିଜୟ ହାସଲ କରିଛନ୍ତି। ସେ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ପରାସ୍ତ କରି ଦେଶର ପ୍ରଥମ ଆଦିବାସୀ ମହିଳା ଭାବେ ଇତିହାସ ରଚିଛନ୍ତି। ଯଦିବା ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏ ପ୍ରାର୍ଥୀ ଭାବେ ନିର୍ବାଚନକୁ ଓହ୍ଲାଇଥିଲା, ହେଲେ ଓଡିଶାର ଶାସକ ଦଳ ବିଜେଡ଼ି ତାଙ୍କୁ ସମର୍ଥନ କରିଥିଲା। କେବଳ ସେତିକି ନୁହେଁ, ଦ୍ରୌପଦୀଙ୍କୁ ଭୋଟ ଦେବା ପାଇଁ ବିରୋଧୀ ଦଳଙ୍କୁ ମଧ୍ୟ ନିବେଦନ କରିଥିଲା। ଏହି ଆଧାରରେ ଦେଶର ଅନେକ ବିରୋଧୀ ଦଳର ନେତାମାନେ ମଧ୍ୟ ଦ୍ରୌପଦୀଙ୍କ ସପକ୍ଷରେ କ୍ରସ ଭୋଟିଂ କରିଥିଲେ।

ତେବେ ଓଡିଶାର ଝିଅ ଭାବେ ଦ୍ରୌପଦୀ ଦେଶର ପ୍ରଥମ ନାଗରିକ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। ନବନିର୍ବାଚିତ ରାଷ୍ଟ୍ରପତିଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇବ ସହ ସଫଳତା ପାଇଁ ଓଡ଼ିଶାବାସୀ ଗର୍ବିତ ବୋଲି ନବୀନ କହିଛନ୍ତି।

ଆସନ୍ତା ୨୫ ତାରିଖରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ଶପଥ ଗ୍ରହଣ କରିବେ।

ଦ୍ରୌପଦୀ ମୁର୍ମୁ ଭାବ ବିନିମୟ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026

ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ..

June 26, 2026

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026

ମୋଦିଙ୍କ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ଅମିତ ଶାହା: ମନ୍ତ୍ରିପରିଷଦ ପୁନର୍ଗଠନ ନେଇ ଚର୍ଚ୍ଚା ତୀବ୍ର

June 25, 2026
Latest News

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.