Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ରାଷ୍ଟ୍ରପତି ଭାବେ କାର୍ଯ୍ୟଭାର ଗ୍ରହଣ କରିବେ ଦ୍ରୌପଦୀ ମୁର୍ମୁ, ଜାଣନ୍ତୁ କାର୍ଯ୍ୟସୂଚୀ
ଜାତୀୟ ଖବର

ଆଜି ରାଷ୍ଟ୍ରପତି ଭାବେ କାର୍ଯ୍ୟଭାର ଗ୍ରହଣ କରିବେ ଦ୍ରୌପଦୀ ମୁର୍ମୁ, ଜାଣନ୍ତୁ କାର୍ଯ୍ୟସୂଚୀ

July 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ରାଷ୍ଟ୍ରପତି ଭାବେ କାର୍ଯ୍ୟଭାର ଗ୍ରହଣ କରିବେ ଦ୍ରୌପଦୀ ମୁର୍ମୁ, ଜାଣନ୍ତୁ କାର୍ଯ୍ୟସୂଚୀ

ନୂଆଦିଲ୍ଲୀ: ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦିନ ୧୦ଟା ୧୫ ମିନିଟ୍ ରେ ନୂଆଦିଲ୍ଲୀସ୍ଥିତ ସଂସଦ ଭବନର କେନ୍ଦ୍ରୀୟ କକ୍ଷରେ ଶପଥ ନେବେ। ଏହି ସମାରୋହରେ ସେ କାର୍ଯ୍ୟଭାର ଗ୍ରହଣ କରିବେ।

ରାଜ୍ୟସଭା ଅଧ୍ୟକ୍ଷ, ପ୍ରଧାନମନ୍ତ୍ରୀ, ଭାରତର ପ୍ରଧାନ ବିଚାରପତି, ଲୋକସଭା ବାଚସ୍ପତି, କେନ୍ଦ୍ର ମନ୍ତ୍ରିମଣ୍ଡଳ ସଦସ୍ୟ ବୃନ୍ଦ, ରାଜ୍ୟପାଳଗଣ, ମୁଖ୍ୟମନ୍ତ୍ରୀଗଣ, କୂଟନୀତିଜ୍ଞ ମିଶନ ମୁଖ୍ୟ, ସଂସଦ ସଦସ୍ୟଗଣ ଓ ଭାରତ ସରକାରଙ୍କ ପ୍ରମୁଖ ବେସାମରିକ ଓ ସାମରିକ ଅଧିକାରୀଗଣ ଉତ୍ସବ ନିମନ୍ତେ କେନ୍ଦ୍ରୀୟ କକ୍ଷରେ ସମବେତ ହେବେ।

ରାଷ୍ଟ୍ରପତି ଓ ନିର୍ବାଚିତ ରାଷ୍ଟ୍ରପତି ଏକ ବର୍ଣ୍ଣାଢ୍ୟ ସମାରୋହରେ କେନ୍ଦ୍ରୀୟ କକ୍ଷରେ ପହଞ୍ଚିବେ। ନବ ନିର୍ବାଚିତ ରାଷ୍ଟ୍ରପତିଙ୍କୁ ଭାରତର ପ୍ରଧାନ ବିଚାରପତି ପଦ ଓ ଗୋପନୀୟତାର ଶପଥ କରାଇବେ। ପରେ ୨୧ଟି ତୋପ ସଲାମୀ ଦିଆଯିବ।

ତାପରେ ରାଷ୍ଟ୍ରପତି ତାଙ୍କ ଅଭିଭାଷଣ ପ୍ରଦାନ କରିବେ। କେନ୍ଦ୍ରୀୟ କକ୍ଷରେ ଉତ୍ସବ ସମାପନ ପରେ ନୂତନ ରାଷ୍ଟ୍ରପତି ରାଷ୍ଟ୍ରପତି ଭବନକୁ ଯିବେ। ସେଠାରେ ତାଙ୍କୁ ଇଣ୍ଟର ସର୍ଭିସ ଗାର୍ଡ ଅଫ ଅନର ପ୍ରଦାନ କରାଯିବ ଓ ବିଦାୟୀ ରାଷ୍ଟ୍ରପତିଙ୍କୁ ସୌଜନ୍ୟମୂଳକ ସମ୍ମାନ ପ୍ରଦାନ କରାଯିବ।

କାର୍ଯ୍ୟଭାର ଗ୍ରହଣ କାର୍ଯ୍ୟସୂଚୀ କେନ୍ଦ୍ରୀୟ କକ୍ଷ ଦ୍ରୌପଦୀ ମୁର୍ମୁ ନବ ନିର୍ବାଚିତ ରାଷ୍ଟ୍ରପତି ସଂସଦ ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026
Latest News

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.