Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏଥର ମଧ୍ୟ ଯୁକ୍ତ ଦୁଇ ପରୀକ୍ଷାରେ ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ, ଜାଣନ୍ତୁ ପାଶ ହାର
ବିଶେଷ ଖବର

ଏଥର ମଧ୍ୟ ଯୁକ୍ତ ଦୁଇ ପରୀକ୍ଷାରେ ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ, ଜାଣନ୍ତୁ ପାଶ ହାର

July 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଏଥର ଯୁକ୍ତ ଦୁଇ ପରୀକ୍ଷାରେ ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ, ଜାଣନ୍ତୁ ପାଶ ହାର

ଭୁବନେଶ୍ୱର : ପ୍ରକାଶ ପାଇଛି ଯୁକ୍ତ ଦୁଇ ପରୀକ୍ଷା ଫଳ। ଆଜି ଗଣଶିକ୍ଷାମନ୍ତ୍ରୀ ସମୀର ରଂଜନ ଦାସ ଏହି ଫଳକୁ ଘୋଷଣା କରିଛନ୍ତି । ତେବେ ଏଥର କେବଳ ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି। ଘୋଷଣା ଅନୁସାରେ ବିଜ୍ଞାନରେ ୯୪.୧୨% ଓ ବାଣିଜ୍ୟରେ ୮୯.୨୦% ପିଲା ପାସ୍ କରିଛନ୍ତି ।

ଏଥର ବିଜ୍ଞାନରେ ୭୬ ହଜାର ୬୦୪ ପିଲା ପରୀକ୍ଷା ଦେଇଥିବା ବେଳେ ପାସ୍ କରିଛନ୍ତି ୭୨ ହଜାର ୧୦୬ ଜଣ । ସେମାନଙ୍କ ମଧ୍ୟରୁ ୪୫ହଜାର ୫୮୭ ଛାତ୍ର ପାସ୍ କରିଥିବା ବେଳେ ୩୨ ହଜାର ୫୧୯ ଜଣ ଛାତ୍ରୀ ପାସ୍ କରିଛନ୍ତି। ଛାତ୍ରୀଙ୍କ ପାସ୍ ହାର ୯୩.୮୦ ରହି ଥିବାବେଳେ ଛାତ୍ରଙ୍କ ପାସ୍ ହାର ରହିଛି ୯୪.୫୨% ।

ଘୋଷଣା ଅନୁସାରେ ଏଥର ପ୍ରଥମ ଶ୍ରେଣୀରେ ପାସ୍ କରିଛନ୍ତି ୫୦ହଜାର ୧୫୭ଜଣ ଦ୍ୱିତୀୟ ଶ୍ରେଣୀରେ ୧୪ହଜାର ୯୩୨ଜଣ ଓ ତୃତୀୟ ଶ୍ରେଣୀରେ ୬ହଜାର ୯୧୦ଜଣ ପାସ୍ କରିଛନ୍ତି । ଏହାସହିତ ୯୦ ପ୍ରତିଶତରୁ ଅଧିକ ମାର୍କ ରଖିଛନ୍ତି ୧୨୨୪ଜଣ ଛାତ୍ରଛାତ୍ରୀ  ।

୩୯୩ଟି ଉଚ୍ଚ ମାଧ୍ୟମିକ ସ୍କୁଲର ଶତପ୍ରତିଶତ ପିଲା ପାସ୍ କରିଛନ୍ତି । ନୟାଗଡ ଜିଲ୍ଲାରେ  ସର୍ବାଧିକ ୯୯.୧୧% ଓ କନ୍ଧମାଳରେ ସର୍ବନିମ୍ନ ୭୬.୮୧% ପ୍ରତିଶତ ପାସ୍ ହାର ରହିଛି ।

ଚଳିତ ବର୍ଷ ରାଜ୍ୟର ୧୧ଶହ ୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । କଳାରେ ୨ ଲକ୍ଷ ୧୩ ହଜାର ୪୩୨, ବିଜ୍ଞାନରେ ୭୮ ହଜାର ୭୩ ଜଣ, ବାଣିଜ୍ୟରେ ୨୪ ହଜାର ୧୩୬ ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ଦେଇଥିଲେ ।

ପରୀକ୍ଷା ଫଳ ଘୋଷଣା କରି ମନ୍ତ୍ରୀ କହିଛନ୍ତି ଯେ, ମହାମାରୀ ପାଇଁ ଲଗାତର ୨ବର୍ଷ ଧରି ଅନଲାଇନ୍ ପରୀକ୍ଷା ଚାଲିଥିଲା। ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଛାତ୍ରଛାତ୍ରୀ ଏଥର ଅଫଲାଇନ୍ ପରୀକ୍ଷା ଦେଇଥିଲେ।

+2 ଯୁକ୍ତ ଦୁଇ Plus Two ଯୁକ୍ତ ଦୁଇ ଯୁକ୍ତ ଦୁଇ ବିଜ୍ଞାନ ସମୀର ରଂଜନ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ପୁଅକୁ ବଞ୍ଚାଇବାକୁ ଯାଇ ମହାନଦୀରେ ଭାସିଗଲେ ବାପା

August 2, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

Nasha Mukt Yuva: ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

August 2, 2026

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026
Latest News

ପୁଅକୁ ବଞ୍ଚାଇବାକୁ ଯାଇ ମହାନଦୀରେ ଭାସିଗଲେ ବାପା

August 2, 2026

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ: ୧୪ ମୃତ

August 2, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.