Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଫୋକସ ୨୦୨୪: ବିଜେଡିର ନୂଆ ଯୁବ ବାହିନୀ , ଏଲିନା ପୂର୍ବପରି ମହାସଚିବ
ବିଶେଷ ଖବର

ଫୋକସ ୨୦୨୪: ବିଜେଡିର ନୂଆ ଯୁବ ବାହିନୀ , ଏଲିନା ପୂର୍ବପରି ମହାସଚିବ

August 20, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଫୋକସ ୨୦୨୪: ଯୁବ ସଂଗଠନକୁ ପରିବର୍ତ୍ତନ କଲା ବିଜେଡି, ଏଲିନା ପୂର୍ବପରି ମହାସଚିବ

ଭୁବନେଶ୍ବର: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ବର୍ତ୍ତମାନ ବିଜେଡି ତାହାର ସଂଗଠନକୁ ମଜବୁତ କରିବାରେ ଲାଗିଛି। ପ୍ରଥମେ ଦଳର ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି କରିବା ପରେ ବର୍ତ୍ତମାନ ଯୁବ ସଂଗଠନକୁ ମଧ୍ୟ ପରିବର୍ତ୍ତନ କରିଛି। ଦଳ ବିଜୁ ଯୁବ ଜନତା ଦଳର ନୂଆ ସଂଗଠନ ନେତାଙ୍କ ନାମ ଘୋଷଣା କରିଛି।

ସେହି ଅନୁସାରେ ଏଲିନା ଦାଶ ପୂର୍ବ ପରି  ମହାସଚିବ ପଦବୀ ବଜାୟ ରଖିଛନ୍ତି। ଏଥି ପୂର୍ବରୁ  ୨୦୨୦ ସେପ୍ଟେମ୍ବର ୨୩ରେ ବିଜୁ ଯୁବ ଜନତା ଦଳର ପୁର୍ନଗଠନ ହୋଇଥିଲା। ଚଳିତ ବର୍ଷ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ତାଲିକା ପ୍ରକାଶ ପାଇଛି।

ବିଜୁ ଯୁବ ଜନତା ଦଳରେ ୩ କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତି ପାଇଥିଲା ବେଳେ  ୩ ବରିଷ୍ଠ ଉପସଭାପତି, ୭ ଜୋନ୍ ସଭାପତି, ୧୩ ଉପସଭାପତି, ୪୬ ସାଧାରଣ ସମ୍ପାଦକ, ୬୩ ସମ୍ପାଦକ, ୨୩ ଯୁଗ୍ମ ସମ୍ପାଦକ ନିଯୁକ୍ତି ପାଇଛନ୍ତି I

କାର୍ଯ୍ୟକାରୀ ସଭାପତି: ବୈକୁଣ୍ଠନାଥ ନାୟକ, ଶୁଭେନ୍ଦୁ ମଙ୍ଗରାଜ, ଧ୍ରୁତି ରଂଜନ ମାର୍ଥା

ମହାସଚିବ: ଏଲିନା ଦାଶ

ବରିଷ୍ଠ ଉପସଭାପତି: ଜ୍ୟୋତିର୍ମୟୀ ପରିଡ଼ା, ଡ. ସୁବାସ ଚନ୍ଦ୍ର ନାୟକ, ମଣ୍ଟୁ ନାୟକ ।

ଜୋନ୍ ସଭାପତି: ଭୁବନେଶ୍ୱର- ବିଜୟ କେତନ ସାହୁ, କଟକ- ଶୁଭ୍ରାଂଶୁ ନାରାୟଣ ମିଶ୍ର, ଗଞ୍ଜାମ- ନଚିକେତା ସ୍ୱାଇଁ, ବଲାଙ୍ଗୀର-ମନୀନ୍ଦ୍ର ମହାନ୍ତି, ସମ୍ବଲପୁର- ଦେବାଶିଷ ପରିଡ଼ା, କୋରାପୁଟ-ତାପସ ତ୍ରିପାଠୀ, ବାଲେଶ୍ୱର- ଜୟରାମ ଦାସ ।

ଉପସଭାପତି: ଛବି ମାହାଲି, ସୋଫିଆ ଆଲାମ୍, ସୁନୀଲ କୁମାର ମହାନ୍ତି, ସୌମ୍ୟ ଶଙ୍କର ଚକ୍ର, ସୁବାଶିଷ ଖୁଣ୍ଟିଆ, ସୁନୀଲ ପଣ୍ଡା, ତାରିଣୀ ପ୍ରସାଦ ନାୟକ, ଶୁଭ୍ରଜିତ୍ ପାଢ଼ୀ, ସୁଜିତ୍ ପ୍ରସାଦ ଦ୍ୱିବେଦୀ, ସମ୍ବିତ କୁମାର ନାୟକ, ଦିଲ୍ଲୀପ ସେନାପତି, ମାନଭଂଜନ ବେହେରା, ମିହିର ରଞ୍ଜନ ପରିଡ଼ା

ସାଧାରଣ ସମ୍ପାଦକ: ଅମିତ୍ ଅଗ୍ରୱାଲ୍, ବିଷ୍ଣୁ ପ୍ରସାଦ ଢ଼େଙ୍ଗ, ବାଣୀ କଲ୍ୟାଣ ମହାନ୍ତି, କନିଷ୍କ ଜେନା, ମଧୁସ୍ମିତା ପରିଡ଼ା, ମଧୁସ୍ମିତା ନାୟକ, ଅପର୍ଣ୍ଣା ଦାସ, ଲଗ୍ନଦୀପା ମିଶ୍ର, ସୋନାଲି ପ୍ରିୟଦର୍ଶିନୀ, ମହେକ୍ଷିତା ମିଶ୍ର, ମଳୟ ରଞ୍ଜନ ପତି, ଆଶିଷ ରଞ୍ଜନ ମିଶ୍ର, ଅବିନାଶ କୁମାର ପ୍ରଧାନ, ରଶ୍ମିରଂଜନ ଦାସ, ବାସୁଦେବ ସାହା. ବିଭୂତି ପୁହାଣ, ଅଫତାବ ଆଲାମ ଖାଁ, ହିରାଲାଲ ବେହେରା, ମନୋଜ ମହାନ୍ତି, ଶିବବ୍ରତ ଚମ୍ପତ୍ତିରାୟ, ଅବ୍ୟକ୍ତ ହରିହର ଖାଡ଼ଙ୍ଗା, ପାର୍ଥ ସାରଥୀ ମୁଦୁଲି, ଗଣେଶ ମହାପାତ୍ର, ଜଗତଜ୍ୟୋତି ପଟ୍ଟନାୟକ, ଅମିତ୍ ମହାରଣା, ରମେଶ ନାରାୟଣ ପ୍ରହରାଜ, ସତୀଶ ବିଶି, ଅଞ୍ଜନ ବେଜ୍, ତ୍ରିଲୋଚନ ତରାଇ, ପ୍ରଦୀପ୍ତ ଭୂୟାଁ, ତାପସ ପାଣିଗ୍ରାହୀ, ସୁବାସ ସ୍ୱାଇଁ, ଅଂଶୁମାନ ରଶ୍ମୀ ସାଗର ସେଠୀ, ଦୀପକ ଜେନା, ପ୍ରିନ୍ସ ରାକେଶ ନାୟକ, ପ୍ରମୋଦ କୁମାର ପଣ୍ଡା, ଆଶିଷ କୁମାର ସାହୁ, ଅମରେନ୍ଦ୍ର ପ୍ରତାପ ସ୍ୱାଇଁ, ଦେବାଶିଷ ମଲ୍ଲିକ, କୁମାର ଜଗତ ବଲ୍ଲଭ ମହାରଥ, ସତ୍ୟବ୍ରତ ମହାନ୍ତି, ପିଲାସ୍କି କୁମାର ସ୍ୱାଇଁ, ଅନୱର ଅଲ୍ଲୀ, ଚିତ୍ତରଂଜନ ଦାସ, ପୃଥ୍ୱୀରାଜ ପଣ୍ଡା, ସତ୍ୟଜିତ୍ ପଟ୍ଟନାୟକ ।

ବିଜୁ ଯୁବ ଜନତା ଦଳ ବିଜୁ ଯୁବ ଜନତା ଦଳର ସଭାପତି ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 19, 2026

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026
Latest News

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026

ଆଡଟ୍ରଷ୍ଟ ସମ୍ମିଳନୀ ୨୦୨୬: ବିଜ୍ଞାପନ ଆଇନ ସଙ୍କଳନର ଶୁଭାରମ୍ଭ

March 19, 2026

ଆଇଆଇସିଟି ର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣ ଯୋଜନାର ସମୀକ୍ଷା

March 19, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 19, 2026

ଆଜି ବିଶେଷ ଦିନ!: ଏକା ସାଙ୍ଗରେ ପଡୁଛି ଅନେକ ବଡ଼ ପର୍ବ, ବ୍ରତ ଏବଂ ଦୁର୍ଲଭ ସଂଯୋଗ

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.