Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅଡୁଆ ବଢିଲା, ଜାରୀ ହେଲା ଲୁକ ଆଉଟ ନୋଟିସ
ଜାତୀୟ ଖବର

ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅଡୁଆ ବଢିଲା, ଜାରୀ ହେଲା ଲୁକ ଆଉଟ ନୋଟିସ

August 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅଡୁଆ ବଢିଲା, ଜାରୀ ହେଲା ଲୁକ ଆଉଟ ନୋଟିସ

ନୂଆଦିଲ୍ଲୀ: ସିବିଆଇ ରେଡ ପରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅଡୁଆ ବଢିବାରେ ଲାଗିଛି। ମଦ ଦୁର୍ନୀତି ମାମଲାରେ ସିବିଆଇ ସିସୋଦିଆଙ୍କ ସମେତ ୧୪ ଜଣଙ୍କ ବିରୋଧରେ ଲୁକ୍ ଆଉଟ୍ ନୋଟିସ୍ ଜାରି କରିଛି। ଫଳରେ ମନୀଷ ସିସୋଦିଆ ଏବଂ ଅନ୍ୟମାନେ ଆଉ ବିଦେଶ ଗସ୍ତ କରିପାରିବେ ନାହିଁ ।

ଏହି ଘଟଣାରେ ସିବିଆଇ ଶୁକ୍ରବାର ଦିନ ସିସୋଦିଆଙ୍କ ବାସଭବନରେ ରେଡ୍ କରିଥିଲା। ଏଥିସହ କିଛି ସରକାରୀ ଅଫିସର ଓ ବ୍ୟବସାୟୀଙ୍କ ଠିକଣା ସମେତ ୩୧ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଓ ଇଲେକ୍‌ଟ୍ରୋନିକ ଗ୍ୟାଜେଟ୍ ଜବତ ହୋଇଛି ବୋଲି କୁହାଯାଉଛି।

ଏହାପରେ ସିବିଆଇ ଶନିବାର ଦିନ ପଚରାଉଚରା ଆରମ୍ଭ କରିଥିଲା ଓ ତିନି ଅଭିଯୁକ୍ତଙ୍କ ବୟାନ ରେକର୍ଡ କରିଥିଲା। ସିବିଆଇ ଦ୍ୱାରା ରୁଜୁ ହୋଇଥିବା ଏଫ୍‌ଆଇଆର୍‌ରେ ସିସୋଦିଆଙ୍କ ସମେତ ୧୫ ଜଣଙ୍କ ନାଁ ସାମିଲ ଅଛନ୍ତି। ଏଥିରୁ ୩ ଜଣ ଅଭିଯୁକ୍ତଙ୍କୁ ଗତକାଲି ସିବିଆଇ ଅଫିସକୁ ଡକାଇ ପୁଚରାଉଚରା କରିଥିଲା।

ଦିଲ୍ଲୀ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଶନିବାର ସାମ୍ବାଦିକ ସମ୍ମିଳନୀ କରି ତାଙ୍କୁ ଗିରଫ କରାଯିବା ନେଇ ଆଶଙ୍କା ପ୍ରକାଶ କରିଥିଲେ। ସେ କହିଥିଲେ, ‘କେନ୍ଦ୍ର ସରକାର ଦିଲ୍ଲୀର ଶିକ୍ଷା କ୍ଷେତ୍ରରେ କରାଯାଇଥିବା ବଡ କାମ ଉପରେ ବ୍ରେକ୍ ଲଗାଇବାକୁ ଚାହୁଁଛନ୍ତି। ସେଥିପାଇଁ ମୋତେ ୨ରୁ ୪ ଦିନ ମଧ୍ୟରେ ଗିରଫ କରାଯାଇପାରେ।’

ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ସିବିଆଇ
Share. Facebook Twitter LinkedIn Email WhatsApp Copy Link

Related Posts

୧୦୦% ଶୁଳ୍କ ବିଲ୍ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ: ଟ୍ରମ୍ପଙ୍କୁ ଦେଲା କଡ଼ା ବାର୍ତ୍ତା

September 17, 2026

୨୦୧୩ ଝିରମ୍ ଘାଟି ମାଓ ଆକ୍ରମଣ: ୧୦ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର NIA କୋର୍ଟ

September 17, 2026

ଆଇସିସି ଟି-୨୦ ରାଙ୍କିଙ୍ଗ୍: ବ୍ୟାଟିଂ ଶୀର୍ଷରେ ଈଶାନ୍, ଦ୍ୱିତୀୟ ସ୍ଥାନକୁ ଉଠିଲେ ଅଭିଷେକ

September 17, 2026

ଅନ୍ତର୍ଜାତୀୟ ଫୁଟ୍‌ବଲ୍‌ରୁ ଅବସର ନେଲେ ଜେମ୍ସ ରୋଡ୍ରିଗେଜ୍

September 17, 2026
Latest News

ଦେବଗଡ଼ରେ ଚାଞ୍ଚଲ୍ୟ: ପ୍ରେମିକା ଘର ନିକଟରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର

September 17, 2026

୧୦୦% ଶୁଳ୍କ ବିଲ୍ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ: ଟ୍ରମ୍ପଙ୍କୁ ଦେଲା କଡ଼ା ବାର୍ତ୍ତା

September 17, 2026

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

୨୦୧୩ ଝିରମ୍ ଘାଟି ମାଓ ଆକ୍ରମଣ: ୧୦ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର NIA କୋର୍ଟ

September 17, 2026

ଆଇସିସି ଟି-୨୦ ରାଙ୍କିଙ୍ଗ୍: ବ୍ୟାଟିଂ ଶୀର୍ଷରେ ଈଶାନ୍, ଦ୍ୱିତୀୟ ସ୍ଥାନକୁ ଉଠିଲେ ଅଭିଷେକ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.