Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୪ ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଏହି କାମ ପାଇଁ ଜଣାଇଲେ ଧନ୍ୟବାଦ
ବିଶେଷ ଖବର

୪ ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଏହି କାମ ପାଇଁ ଜଣାଇଲେ ଧନ୍ୟବାଦ

September 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ। ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ।

ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ଆସ୍ଥା ରଖି ଜାତୀୟ ପତାକା ପ୍ରସ୍ତୁତ ପରି ଏକ ଗୁରୁଦାୟିତ୍ବ ଅର୍ପଣ କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

ଜାତୀୟ ପତାକା ନବୀନ ନିବାସ ଭି.କେ ପାଣ୍ଡିଆନ ମିଶନ ଶକ୍ତି ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.