Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»BREAKING: ପୂଜା ପୂର୍ବରୁ ରାଜ୍ୟ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ବୃଦ୍ଧି ପାଇଲା ମହଙ୍ଗା ଭତ୍ତା
ଜାତୀୟ ଖବର

BREAKING: ପୂଜା ପୂର୍ବରୁ ରାଜ୍ୟ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ବୃଦ୍ଧି ପାଇଲା ମହଙ୍ଗା ଭତ୍ତା

September 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
BREAKING: ପୂଜା ପୂର୍ବରୁ ରାଜ୍ୟ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ବୃଦ୍ଧି ପାଇଲା ମହଙ୍ଗା ଭତ୍ତା

ଭୁବନେଶ୍ବର: ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୧.୧.୨୦୨୨ରୁ ପିଚ୍ଛିଲା ଭାବରେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି।

କର୍ମଚାରୀ ଓ ପେନ୍ସନଭୋଗୀ ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍ସନଭୋଗୀ ଉପକୃତ ହେବେ।

ନବୀନ ପଟ୍ଟନାୟକ ମହଙ୍ଗା ଭତ୍ତା ରାଜ୍ୟ ସରକାରୀ କର୍ମଚାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026
Latest News

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.