Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିବୃତ୍ତିକୁ ଆମେରିକାର ସ୍ୱାଗତ, ହ୍ଵାଇଟ ହାଉସ ପକ୍ଷରୁ ଆସିଲା ବୟାନ
ବିଶେଷ ଖବର

ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିବୃତ୍ତିକୁ ଆମେରିକାର ସ୍ୱାଗତ, ହ୍ଵାଇଟ ହାଉସ ପକ୍ଷରୁ ଆସିଲା ବୟାନ

September 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଉଜବେକିସ୍ତାନରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଦିଆଯାଇଥିବା ବିବୃତ୍ତିକୁ ଆମେରିକା ସ୍ଵାଗତ କରିଛି। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିକଟକୁ ଯେଉଁ ବାର୍ତ୍ତା ଦିଆଯାଇଛି, ତାହା ସିଦ୍ଧାନ୍ତ ଆଧାରିତ ବିବୃତ୍ତି ବୋଲି ଆମେରିକା କହିଛି। ଏହା ସତ୍ୟ ଏବଂ ସଠିକ୍ ବିବୃତ୍ତି ବୋଲି ଆମେରିକା କହିଛି। ହ୍ଵାଇଟ ହାଉସ କହିଛି ଯେ, ଆମେରିକା ଏହାକୁ ସ୍ୱାଗତ କରୁଛି।

ଗତ ସପ୍ତାହରେ ସାଂଘାଇ ସହଯୋଗ ସଂଗଠନ ଶିଖର ସମ୍ମିଳନୀରେ ଉଜବେକିସ୍ତାନର ସମରକନ୍ଦରେ ପୁଟିନଙ୍କ ସହ ତାଙ୍କର ସାକ୍ଷାତ ସମୟରେ ମୋଦୀ ଋଷର ରାଷ୍ଟ୍ରପତିଙ୍କୁ କହିଥିଲେ ଯେ, ବର୍ତ୍ତମାନ ଯୁଦ୍ଧର ସମୟ ନୁହେଁ ଏବଂ ମୁଁ ଏହା ବିଷୟରେ ଆପଣଙ୍କ ସହ ଫୋନରେ କଥା ହୋଇସାରିଛି। ଏଥିପାଇଁ ପୁଟିନ ମୋଦୀଙ୍କୁ କହିଥିଲେ ଯେ, ୟୁକ୍ରେନ ଯୁଦ୍ଧକୁ ନେଇ ସେ ଭାରତର ଚିନ୍ତା ବିଷୟରେ ଜାଣିଛନ୍ତି ଏବଂ ଶୀଘ୍ର ଏହାକୁ ଶେଷ କରିବା ପାଇଁ ଋଷ ସମସ୍ତ ପ୍ରକାର ଚେଷ୍ଟା କରିବ।

ଉଜବେକିସ୍ତାନ ଏସସିଓ ନରେନ୍ଦ୍ର ମୋଦୀ ହ୍ଵାଇଟ ହାଉସ
Share. Facebook Twitter LinkedIn Email WhatsApp Copy Link

Related Posts

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026

କୃଷକର ଖଡ଼ିଛୁଆଁ ପର୍ବ ଅକ୍ଷୟ ତୃତୀୟା

April 20, 2026

ଓଡିଶାରେ ୯୦,୦୦୦ କୋଟିର ରେଳ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି: ଅଶ୍ୱିନୀ ବୈଷ୍ଣବ

April 20, 2026

ଏଲପିଜିରୁ ପିଏନଜିକୁ ସଂଯୋଗ ହସ୍ତାନ୍ତର କଲେ ୩୯,୦୦୦ରୁ ଅଧିକ ଗ୍ରାହକ

April 20, 2026
Latest News

ଟିଏମସି ଏବଂ ବିଜେପି ମଧ୍ୟରେ ଲଢ଼େଇର ଶିକାର ହେଉଛନ୍ତି ଯୁବଗୋଷ୍ଠୀ

April 21, 2026

ଚାଷୀଙ୍କୁ ମିଳିଲା ସିଏମ କିଷାନ ଟଙ୍କା

April 20, 2026

କଟକରେ ଆସନ୍ତା ତିନିଦିନ ପାଇଁ ସ୍କୁଲ ଓ କଲେଜ ଛୁଟି ଘୋଷଣା

April 20, 2026

ଗଞ୍ଜାମ ଜିଲ୍ଲାରେ ତିନିଦିନ ସ୍କୁଲ ଛୁଟି

April 20, 2026

ଭାରତୀୟ ନୌସେନାର ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତଦେହ ଉଦ୍ଧାର

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.