Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»BREAKING NEWS: ଧାମନଗର ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ
ଜାତୀୟ ଖବର

BREAKING NEWS: ଧାମନଗର ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

October 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
BREAKING NEWS: ଧାମନଗର ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଭୁବନେଶ୍ବର: ଧାମନଗର ଉପନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ। ଭାରତ ନିର୍ବାଚନ କମିଶନର ଏହି ଘୋଷଣା କରିଛନ୍ତି। ସେହି ଅନୁସାରେ ଆସନ୍ତା ନଭେମ୍ବର 3 ତାରିଖରେ ଏହି ଉପ ନିର୍ବାଚନ କରାଯିବ। ଏ ନେଇ 7 ଅକ୍ଟୋବରରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି 14 ଅକ୍ଟୋବର। ଭୋଟ ଗଣତି 6 ନଭେମ୍ବରରେ ହେବ।

ଏହି ନିର୍ବାଚନ ମଣ୍ଡଳୀରେ ବିଧାୟକ ଥିବା ବିଷ୍ଣୁ ସେଠୀଙ୍କ ପରଲୋକ ଘଟିଛି। ଫଳରେ ଏହି ଆସନଟି ଖାଲି ପଡିଛି। ଏହିପରି ଦେଶର 7ଟି ରାଜ୍ୟରେ ଖାଲି ପଡିଥିବା ଗୋଟିଏ ଲେଖାଏଁ ବିଧାନସଭା ଆସନ ପାଇଁ ଏହି ଗୋଟିଏ ଦିନରେ ନିର୍ବାଚନ ହେବ।

ଧାମନଗର ଉପନିର୍ବାଚନ ବିଷ୍ଣୁ ସେଠୀ
Share. Facebook Twitter LinkedIn Email WhatsApp Copy Link

Related Posts

ଯମୁନା ଏକ୍ସପ୍ରେସୱେରେ ଚଳନ୍ତା ସ୍ଲିପର ବସ୍‌ରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ମୃତ

September 24, 2026

ପାର୍ବଣ ପୂର୍ବରୁ ଖାଦ୍ୟ ତେଲ ଉପରେ ବଡ଼ ନିଷ୍ପତ୍ତି: ଆମଦାନୀ ଶୁଳ୍କ କମାଇଲେ ସରକାର; ଶସ୍ତା ହେବ କି ତେଲ?

September 24, 2026

‘ମାଇଁ ଭାରତ’ରେ ୩ ବର୍ଷରୁ କମ୍ ସମୟରେ ୩ କୋଟିରୁ ଅଧିକ ପଞ୍ଜୀକୃତ

September 24, 2026

ଉଗ୍ର ହେଉଛି ଆଫଗାନ୍‌-ପାକ୍‌ ସୀମା ବିବାଦ: ୮ଟି ତାଲିବାନୀ ଡ୍ରୋନ୍‌ ଖସାଇଲା ପାକିସ୍ତାନ ସେନା

September 24, 2026
Latest News

ଆମେରିକାରେ ପହଞ୍ଚିବା ପରେ ସି ଜିନପିଙ୍ଗଙ୍କୁ ବଡ଼ ଉପହାର ଦେଲେ ଦେଲେ ଟ୍ରମ୍ପ

September 24, 2026

ଯମୁନା ଏକ୍ସପ୍ରେସୱେରେ ଚଳନ୍ତା ସ୍ଲିପର ବସ୍‌ରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ମୃତ

September 24, 2026

ପାର୍ବଣ ପୂର୍ବରୁ ଖାଦ୍ୟ ତେଲ ଉପରେ ବଡ଼ ନିଷ୍ପତ୍ତି: ଆମଦାନୀ ଶୁଳ୍କ କମାଇଲେ ସରକାର; ଶସ୍ତା ହେବ କି ତେଲ?

September 24, 2026

‘ମାଇଁ ଭାରତ’ରେ ୩ ବର୍ଷରୁ କମ୍ ସମୟରେ ୩ କୋଟିରୁ ଅଧିକ ପଞ୍ଜୀକୃତ

September 24, 2026

ହୋମିଓପ୍ୟାଥି ଔଷଧ କାହିଁକି ଲାଗେ ମିଠା? ଜାଣନ୍ତୁ ଏହାର କାରଣ ଓ ଅଜଣା କଥା

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.