Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହେଲା ବିଭିନ୍ନ ନିଗମ, ବୋର୍ଡର ଅଧ୍ୟକ୍ଷ ଓ ପରାମର୍ଶଦାତା
ବିଶେଷ ଖବର

ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହେଲା ବିଭିନ୍ନ ନିଗମ, ବୋର୍ଡର ଅଧ୍ୟକ୍ଷ ଓ ପରାମର୍ଶଦାତା

October 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ଦ୍ଵାରା ବିଭିନ୍ନ ନିଗମ, ବୋର୍ଡ ଓ ସରକାରୀ ବିଭାଗରେ ନେତାମାନଙ୍କୁ ନିଯୁକ୍ତି ମିଳିଛି। ନିଗମ ଓ ବୋର୍ଡ ପାଇଁ ଅଧ୍ୟକ୍ଷ ଓ ପରାମର୍ଶଦାତା ନିଯୁକ୍ତି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇଚିଠି ଜାରି କରାଯାଇଛି।

୧- ଓଡ଼ିଶା ଷ୍ଟେଟ ହାଉସିଂ ବୋର୍ଡରେ ଅଧ୍ୟକ୍ଷ- କଳିକେଶ ସିଂହଦେଓ।

୨- ଏପିକଲ ର ଅଧ୍ୟକ୍ଷ- ପ୍ରଭାତ ଆଦିତ୍ୟ ମିଶ୍ର

୩- ଓଆରଏଚ୍‌ଡିସି ର ଅଧ୍ୟକ୍ଷ- ଡି ବିଶ୍ବନାଥ

୪- ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି)ର ଅଧ୍ୟକ୍ଷ- ଲେନିନ ମହାନ୍ତି।

୫- ଉଠାଜଳ ସେଚନ ଅଧ୍ୟକ୍ଷ- ଅ‌ମରେଶ ପତ୍ରି

୬- ଓଡିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଅଧ୍ୟକ୍ଷ- ସୁବାଷ ମହାରଣା।

୭- ଓଡ଼ିଶା ବିହନ ନିଗମରେ ଅଧ୍ୟକ୍ଷ- ବିଜୟ ନାୟକ।

୮- ଓଡିଶା କୃଷି ଶିଳ୍ପ ନିଗମ ଅଧ୍ୟକ୍ଷ- ଦେବାଶିଷ ମହାନ୍ତି।

୯- ଓଡିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ ଅଧ୍ୟକ୍ଷ- ସତ୍ୟବ୍ରତ ତ୍ରିପାଠୀ

୧୦- ଓଡ଼ିଶା ଷ୍ଟେଟ ବିଲ୍ଡିଂ ଆଣ୍ଡ କନଷ୍ଟ୍ରକସନ ୱାର୍କରର୍ସ- ଶ୍ରୀମୟୀ ମିଶ୍ର,

୧୧-ଓଡ଼ିଶା ସ୍ମଲ ଇଣ୍ଡଷ୍ଟ୍ରି କର୍ପୋରେସନର ଅଧ୍ୟକ୍ଷ- ଚିନ୍ମୟ କାନନୁଗୋ

୧୨- ଓଡିଶା ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷ- ମିନତୀ ବେହେରା।

୧୩- ଓଡ଼ିଶା ଖଦୀ ଓ ଗ୍ରାମଦ୍ୟୋଗ ଅଧ୍ୟକ୍ଷ- ସଂଗ୍ରାମ ପାଇକରାୟ

୧୪- ଓଡ଼ିଶା ଷ୍ଟେଟ ଏଗ୍ରିକଲଚର ମାର୍କେଟିଂ ବୋର୍ଡରେ ପରାମର୍ଶଦାତା- ସୁରେନ୍ଦ୍ର ପ୍ରଧାନ।

୧୫- ଓଡ଼ିଶା ରାଜ୍ୟ ଯୁବ କଲ୍ୟାଣ ବୋର୍ଡରେ ଅଧ୍ୟକ୍ଷ- କୁନା ବିହାରୀ ଦାସ

୧୬- ଓଡ଼ିଶା ଏଗ୍ରୋ ଇଣ୍ଡଷ୍ଟ୍ରିଜ୍‌ କର୍ପୋରେସନରେ ଉପାଧ୍ୟକ୍ଷ- ସନ୍ତୋଷ ବେଜ୍‌ ଙ୍କୁ ନିଯୁକ୍ତି ମିଳିଛି।

ସେହିଭଳି ରମେଶ ଚ୍ୟାଉ ପଟ୍ଟନାୟକଙ୍କୁ ରାଜ୍ୟ ପ୍ଲାନିଂ ବୋର୍ଡର ସଦସ୍ୟ ଭାବେ ନିଯୁକ୍ତି ମିଳିଥିବା ବେଳେ ପ୍ରଦୀପ ମାଝୀଙ୍କୁ ସ୍ପେଶାଲ ଡେଭଲପମେଣ୍ଟ କାଉନସିଲର ଉପଦେଷ୍ଟା ଭାବେ ଦାୟୀତ୍ୱ ଦିଆଯାଇଛି ଏବଂ କସ୍ତୁରୀ ମହାପାତ୍ରଙ୍କୁ ଉତ୍କଳ ପ୍ରସଙ୍ଗ ଓଡିଶା ରିଭ୍ୟୁର ସଂପାଦକ ଦାୟିତ୍ୱ ମିଳିଛି।

ଅଧ୍ୟକ୍ଷ ନିଗମ ପରାମର୍ଶଦାତା ରାଜ୍ୟ ସରକାର ସରକାରୀ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ: ମାର୍ଚ୍ଚ ୮ ଯାଏଁ ଗୃହ ମୁଲତବି

February 25, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026
Latest News

ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ: ମାର୍ଚ୍ଚ ୮ ଯାଏଁ ଗୃହ ମୁଲତବି

February 25, 2026

ଆଜି ଫେବୃୟାରୀ ୨୫ ତାରିଖ ବୁଧବାର, ଏହି ରାଶିର ଲୋକେ ପାଇବେ ଖୁସି ଖବର

February 25, 2026

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.