Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଠ ଜଣଙ୍କୁ ରାଜ୍ୟ ସରକାର କଲେ ପରାମର୍ଶଦାତା, ପ୍ରସନ୍ନ ପାଟ୍ଟଶାଣୀଙ୍କୁ କ୍ୟାବିନେଟ ପାହ୍ୟା
ଜାତୀୟ ଖବର

ଆଠ ଜଣଙ୍କୁ ରାଜ୍ୟ ସରକାର କଲେ ପରାମର୍ଶଦାତା, ପ୍ରସନ୍ନ ପାଟ୍ଟଶାଣୀଙ୍କୁ କ୍ୟାବିନେଟ ପାହ୍ୟା

October 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଠ ଜଣଙ୍କୁ ରାଜ୍ୟ ସରକାର କଲେ ପରାମର୍ଶଦାତା, ପ୍ରସନ୍ନ ପାଟ୍ଟଶାଣୀଙ୍କୁ କ୍ୟାବିନେଟ ପାହ୍ୟା

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଠଜଣ ନେତାଙ୍କୁ ବିଭିନ୍ନ ବିଭାଗର ପରାମର୍ଶଦାତା ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି। ସେମାନେ ହେଲେ

1-ରାମଚନ୍ଦ୍ର ପଣ୍ଡା- କୃଷି ଓ କୃଷକ ଶସକ୍ତିକରଣ ବିଭାଗର ପରାମର୍ଶଦାତା

2-ଅନୁଭବ ପଟ୍ଟନାୟକ- ଇଲଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଜ୍ଞାନ ପରାମର୍ଶଦାତା

3-ସୁଧୀର ଦାସ- ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ପରାମର୍ଶଦାତା

4-ନିବେଦିତା ନାୟକ- ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ପରାମର୍ଶଦାତା

5-ଲୋପାମୁଦ୍ରା ବକ୍ସିପାତ୍ର- ମିଶନ ଶକ୍ତି ପରାମର୍ଶଦାତା

6-ଗୀତା ବସ୍ତିଆ-ମିଶନ ଶକ୍ତି ପରାମର୍ଶଦାତା

7-ସରୋଜିନୀ ହେମ୍ବ୍ରମ- ଏସ ଏବଂ ଏସଟି କଲ୍ୟାଣ ବିଭାଗର ପରାମର୍ଶଦାତା

8-ସୁମିତ୍ରା ଜେନା- ମହିଳା ଓ ଶିଶୁ କଲ୍ୟାଣ ବିଭାଗର ପରାମର୍ଶଦାତା କରାଯାଇଛି।

ସେହିପରି ପ୍ରସନ୍ନ ପାଟ୍ଟଶାଣୀଙ୍କ ସହିତ ଅନ୍ୟ କେତେକ ନେତାଙ୍କୁ ମଧ୍ୟ କ୍ୟାବିନେଟ ପାହ୍ୟା ପ୍ରଦାନ କରାଯାଇଛି। ସେମାନେ ହେଲେ

1-ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ- ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ( କ୍ୟାବିନେଟ ପାହ୍ୟା)

2- ଡ ପ୍ରସନ୍ନ ପାଟ୍ଟଶାଣୀ- ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ( କ୍ୟାବିନେଟ ପାହ୍ୟା)

3-ସାଧୁ ନେପାକ- ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ( କ୍ୟାବିନେଟ ପାହ୍ୟା)

4-ରଘୁନାଥ ନାଇଡୁ- ଏକ୍ସପର୍ଟ ମେମ୍ବର, ଜିଲ୍ଲା ଯୋଜନା ବୋର୍ଡ, ଗଂଜାମ

5-ତୁମ୍ବନାଥ ପଣ୍ଡା- ଏକ୍ସପର୍ଟ ମେମ୍ବର, ଜିଲ୍ଲା ଯୋଜନା ବୋର୍ଡ, ଗଂଜାମ

6-ସାରଦା ଜେନା- ଏକ୍ସପର୍ଟ ମେମ୍ବର, ଜିଲ୍ଲା ଯୋଜନା ବୋର୍ଡ, ଜଗତସିଂହପୁର

7-ଜିତେନ୍ଦ୍ର ମହାନ୍ତି- ଏକ୍ସପର୍ଟ ମେମ୍ବର, ଜିଲ୍ଲା ଯୋଜନା ବୋର୍ଡ, ମୟୁରଭଂଜ

ପ୍ରସନ୍ନ ପାଟ୍ଟଶାଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.