Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାଲେଶ୍ବର, ମୟୁରଭଂଜ ଓ ଜଗତସିଂହପୁର ଜିଲ୍ଲାର ମିଶନ ଶକ୍ତି ମା’ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ବାଲେଶ୍ବର, ମୟୁରଭଂଜ ଓ ଜଗତସିଂହପୁର ଜିଲ୍ଲାର ମିଶନ ଶକ୍ତି ମା’ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

October 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ ବାଲେଶ୍ବର, ମୟୁରଭଂଜ ଓ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ବ୍ଲକ ଫେଡେରେଶନର ମିଶନ ଶକ୍ତି ମା’ ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ। ଭୁବନେଶ୍ବରକୁ ସେମାନେ ପ୍ରଶିକ୍ଷଣ ପାଇଁ ଆସିଥିବା ଅବସରରେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି।

ଏହି ଅବସରରେ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ମିଶନ ଶକ୍ତି କାର୍ଯ୍ୟକ୍ରମରେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ଏହାଦ୍ବାରା ସେମାନଙ୍କର ଦକ୍ଷତା ବୃଦ୍ଧି ହେବା ସହିତ ବିଭିନ୍ନ ବ୍ୟବସାୟ ଜରିଆରେ ଆର୍ଥିକ ଉନ୍ନତି ଆସିପାରିଛି। ନିଜେ ରୋଜଗାର କରିପାରୁଥିବା ଯୋଗୁ ଆଜି ସମାଜରେ ସେମାନଙ୍କର ପ୍ରତିଷ୍ଠା ବୃଦ୍ଧି ପାଇଛି ବୋଲି ସେମାନେ ଖୁସି ପ୍ରକାଶ କରିଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ସେମାନଙ୍କ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିପାରିଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ କାମର ପ୍ରଶଂସା କରିବା ସହିତ ଓଡିଶାର ବିକାଶରେ, ବିଶେଷକରି ଗ୍ରାମାଞ୍ଚଳର ମା ମାନେ ବହୁତ ଭଲ କାମ କରୁଛନ୍ତି ଓ ଆଗକୁ ଏହିପରି କାମ ଜାରି ରଖିବେ ବୋଲି ସେ ଆଶାପ୍ରକାଶ କରିଥିଲେ।

ଏହି ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ।

ଜଗତସିଂହପୁର ଜିଲ୍ଲା ନବୀନ ନିବାସ ନବୀନ ପଟ୍ଟନାୟକ ବାଲେଶ୍ବର ମୟୁରଭଂଜ ମିଶନ ଶକ୍ତି ମା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରର ଦୁଇ ପ୍ରମୁଖ କରିଡରରେ ପାଇଲଟ୍ ଭିତ୍ତିରେ ‘ବସ୍ ପ୍ରାଥମିକତା ଲେନ୍’ ପାଇଁ ଯୋଜନା ଆରମ୍ଭ

August 14, 2026

ମୌସୁମୀ ଅଧିବେଶନ ଶେଷ ହେବା ମାତ୍ରେ ବିରୋଧୀ-ସରକାର ମୁହାଁମୁହିଁ: ରାହୁଲଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

August 14, 2026

ସଂସଦର ମୌସୁମୀ ଅଧିବେଶନ: ଉଭୟ ସଦନରେ ୧୨ ବିଲ୍‌ ଗୃହୀତ

August 13, 2026

“ପ୍ରଧାନମନ୍ତ୍ରୀ ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରୁନାହାଁନ୍ତି?”: ରାହୁଲ ଗାନ୍ଧୀଙ୍କ ବଡ଼ ଆକ୍ରମଣ

August 13, 2026
Latest News

ବିପଦ ସଙ୍କେତ ଉପରେ ବୈତରଣୀ, ଜଳମଗ୍ନ ଯୋଡ଼ା-ବଡ଼ବିଲ

August 14, 2026

ପ୍ରବଳ ବର୍ଷା: ମୟୂରଭଞ୍ଜରେ ଆଜି ସବୁ ସ୍କୁଲ୍ ବନ୍ଦ

August 14, 2026

ମାଥିଲି ଆଇ.ଟି.ଆଇ.ରେ ଇଭି ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ରର ଭିତ୍ତିପ୍ରସ୍ତର ରଖିଲେ ଶିଳ୍ପ ମନ୍ତ୍ରୀ

August 14, 2026

ବାଂଲାଦେଶ ଗସ୍ତ କରିବ କି ଟିମ୍ ଇଣ୍ଡିଆ?: ବିସିସିଆଇ ଜାରି କଲା ଅପଡେଟ୍‌

August 14, 2026

ଶକ୍ତି ବିଭାଗର ବିଭିନ୍ନ ପ୍ରସ୍ତାବିତ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.