Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଜିଲ୍ଲାର ଉନ୍ନୟନ କାର୍ଯ୍ୟ ତଦାରଖ ପାଇଁ ନିଯୁକ୍ତି ହେଲେ ୩୦ ଜିଲ୍ଲାରେ ୩୦ ବରିଷ୍ଠ ଆଇଏଏସ
ଜାତୀୟ ଖବର

ଜିଲ୍ଲାର ଉନ୍ନୟନ କାର୍ଯ୍ୟ ତଦାରଖ ପାଇଁ ନିଯୁକ୍ତି ହେଲେ ୩୦ ଜିଲ୍ଲାରେ ୩୦ ବରିଷ୍ଠ ଆଇଏଏସ

October 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜିଲ୍ଲାର ଉନ୍ନୟନ କାର୍ଯ୍ୟ ତଦାରଖ ପାଇଁ ନିଯୁକ୍ତି ହେଲେ ୩୦ ଜିଲ୍ଲାର ୩୦ ବରିଷ୍ଠ ଆଇଏଏସ

ଭୁବନେଶ୍ବର: ରାଜ୍ୟର ୩୦ ଜିଲ୍ଲାର ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଥା ଜନହୀତକାରୀ ଯୋଜନାର ତଦାରଖ କରିବା ପାଇଁ ରାଜ୍ୟର ୩୦ ଆଇଏଏସଙ୍କୁ ଦାୟିତ୍ୱ ଦିଆଯାଇଛି । ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ଯେଉଁ ଜିଲ୍ଲାପାଇଁ ଯେଉଁ ବରିଷ୍ଠ ଆଇଏଏସ ନିଯୁକ୍ତି କରାଯାଇଛି ସେମାନେ ହେଲେ..

କଳାହାଣ୍ଡି- ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟଶାସନ ସଚିବ ସତ୍ୟବ୍ରତ ସାହୁ

ମୟୂରଭଞ୍ଜ- ଅର୍ଥ ସଚିବ ବିଶାଳ କୁମାର ଦେବ-

କୋରାପୁଟ- ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀ

କେନ୍ଦୁଝର– ଖଣି ଇସ୍ପାତ ସଚିବ ଦେଓରଞ୍ଜନ ସିଂହ-

କନ୍ଧମାଳ – କୃଷି ସଚିବ ଅରବିନ୍ଦ କୁମାର ପାଢ଼ୀ-

କଟକ– ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନ

ପୁରୀ- ଜଳସମ୍ପଦ ସଚିବ ଅନୁ ଗର୍ଗ-

ଦେବଗଡ଼ – ଉତ୍ତରାଞ୍ଚଳ ଆର୍‌ଡିସି ସୁରେଶ ଚନ୍ଦ୍ର ଦଳେଇ-

ଢେଙ୍କାନାଳ– ଆଇଟି ସଚିବ ମନୋଜ କୁମାର ମିଶ୍ର

ଗଜପତି– ଶ୍ରମ ଓ ନିଯୁକ୍ତି ସଚିବ -ଚିତ୍ରା ଅରୁମଗମ୍‌

ଝାରସୁଗୁଡ଼ା – ଶିଳ୍ପ ସଚିବ ହେମନ୍ତ ଶର୍ମା

ଜଗତସିଂହପୁର– ହସ୍ତତନ୍ତ ଓ ବୟନଶିଳ୍ପ ସ୍ୱତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟି

ସୁନ୍ଦରଗଡ଼– ଓଏମ୍‌ସି ପରିଚାଳନା ନିର୍ଦ୍ଦେଶକ- ବଲବନ୍ତ ସିଂ

ରାୟଗଡ଼ା– ମତ୍ସ୍ୟ ଓ ପଶୁସମ୍ପଦ ସଚିବ ସୁରେଶ କୁମାର ବଶିଷ୍ଠ-

ସମ୍ବଲପୁର– ପୂର୍ତ୍ତ ସଚିବ ବୀରବିକ୍ରମ ଯାଦବ

ଖୋର୍ଦ୍ଧା– ମହିଳା ଓ ଶିଶୁବିକାଶ ସଚିବ ଶୁଭା ଶର୍ମା

ମାଲକାନଗିରି– ସମବାୟ ସଚିବ ସଞ୍ଜିବ କୁମାର ଚଢ଼ା

ଗଞ୍ଜାମ– ସ୍କୁଲ ଓ ଗଣଶିକ୍ଷା ସଚିବ ଏସ୍ ଅଶ୍ୱସ୍ଥି

ଯାଜପୁର – ବିଜ୍ଞାନ ଓ କାରିଗରି କୌଶଳ ସଚିବ ଭାସ୍କରଜ୍ୟୋତି ଶର୍ମା

ବଲାଙ୍ଗିର  – ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳ

ସୋନପୁର– ଇପିକଲ ଏମ୍‌ଡି ଭୂପେନ୍ଦ୍ର ସିଂ ପୁନିଆ

ନବରଙ୍ଗପୁର – ମହିଳା ଓ ଶିଶୁବିକାଶ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ-

କେନ୍ଦ୍ରାପଡ଼ା– କୃଷି ନିର୍ଦ୍ଦେଶକ -ପ୍ରେମଚନ୍ଦ୍ର ଚୌଧୁରୀ

ଅନୁଗୁଳ – ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ବୃନ୍ଦା ଡି

ବାଲେଶ୍ୱର – ଶ୍ରମ ଆୟୁକ୍ତ ଏନ୍ ଥିରୁମାଳା ନାଏକ-

ବରଗଡ଼ – ଜଳସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଅର୍ଚ୍ଚନା ପଟ୍ଟନାୟକ-

ଭଦ୍ରକ –ସ୍ପେଶାଲ ପ୍ରୋଜେକ୍ଟର ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ

ବୌଦ୍ଧ– ପଞ୍ଚାୟତିରାଜ୍ ବିଭାଗର ଅତିରିକ୍ତ ସଚିବ ଗୁହା ପୁନମ ତାପସ୍ କୁମାର-

ନୂଆପଡ଼ା– ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ୍ ଆର୍ ଯାଦବ-

ନୟାଗଡ଼-ପାନୀୟ ଜଳ ଓ ପରିଛନ୍ନତା ନିର୍ଦ୍ଦେଶକ ବି ପରମେଶ୍ୱର

Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.