Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗୁଜୁରାଟରେ ଦୁଇଟି ପର୍ଯ୍ୟାୟରେ ହେବ ମତଦାନ, ଡିସେମ୍ବର ୮ ରେ ଘୋଷଣା ହେବ ଫଳାଫଳ
ବିଶେଷ ଖବର

ଗୁଜୁରାଟରେ ଦୁଇଟି ପର୍ଯ୍ୟାୟରେ ହେବ ମତଦାନ, ଡିସେମ୍ବର ୮ ରେ ଘୋଷଣା ହେବ ଫଳାଫଳ

November 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି। ରାଜ୍ୟର ୧୮୨ ଆସନ ବିଶିଷ୍ଟ ବିଧାନସଭା ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ଭୋଟ୍ ଡିସେମ୍ବର ୧ ତାରିଖ ଏବଂ ଦ୍ୱିତୀୟ ପର୍ଯ୍ୟାୟ ଡିସେମ୍ବର ୫ ତାରିଖରେ ଅନୁଷ୍ଠିତ ହେବ। ଡିସେମ୍ବର ୮ ତାରିଖ ରେ ଭୋଟ୍ ଗଣନା କରାଯିବ। ଗୁଜୁରାଟରେ ବର୍ତ୍ତମାନ ଚାରି କୋଟି ୯୦ ଲକ୍ଷରୁ ଉର୍ଦ୍ଧ୍ଵ ଭୋଟର ଅଛନ୍ତି। ନିର୍ବାଚନ ଆୟୋଗଙ୍କ କହିବାନୁସାରେ, ଏଥର ୫୧ ହଜାର ୭୮୨ ହଜାର ମତଦାନ କେନ୍ଦ୍ର ନିର୍ମାଣ କରାଯାଇଛି।

ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ଗୁଜୁରାଟ ବିଧାନସଭା ନିର୍ବାଚନରେ ତିନି ଲକ୍ଷ ୨୪ ହଜାର ୪୨୨ ନୂତନ ଭୋଟର ପ୍ରଥମ ଥର ପାଇଁ ଭୋଟ୍ ଦେବେ। ରାଜ୍ୟରେ ସ୍ଥାପିତ ମତଦାନ କେନ୍ଦ୍ରଗୁଡ଼ିକର ଅତିକମରେ ୫୦ ପ୍ରତିଶତ ୱେବ୍ କାଷ୍ଟିଙ୍ଗ ବ୍ୟବସ୍ଥା ହେବ।

ଗୁଜୁରାଟରେ ବର୍ତ୍ତମାନ ଚାରି କୋଟି ୯୦ ଲକ୍ଷରୁ ଉର୍ଦ୍ଧ୍ଵ ଭୋଟର ଅଛନ୍ତି। ପ୍ରତ୍ୟେକ ବୁଥରେ ହାରାହାରି ୯୪୮ ଭୋଟର ଅଛନ୍ତି। ଏଥିମଧ୍ୟରୁ ୧୦ ହଜାର ୪୬୦ ଭୋଟରଙ୍କ ବୟସ ୧୦୦ ବର୍ଷରୁ ଅଧିକ। ଏଥି ସହିତ, ନଅ ଲକ୍ଷ ୮୭ ହଜାର ଭୋଟରଙ୍କ ବୟସ ୮୦ ବର୍ଷରୁ ଅଧିକ। ସେହିଭଳି ଚାରି ଲକ୍ଷ ୬୧ ହଜାରରୁ ଅଧିକ ଯୁବକ ଭୋଟର ଅଛନ୍ତି। କେବଳ ମହିଳାମାନଙ୍କ ପାଇଁ ୧୨୭୪ ମତଦାନ ବୁଥ ସ୍ଥାପନ କରାଯିବ।

ଗୁଜୁରାଟ ନିର୍ବାଚନ ଆୟୋଗ ବିଧାନସଭା ନିର୍ବାଚନ ମତଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇର ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର

September 10, 2026

ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ବଡ଼ ଝଟକା: IRCTC ମାମଲାରେ କୋର୍ଟ ନେଲେ ବଡ଼ ନିଷ୍ପତ୍ତି

September 10, 2026

ବ୍ରିକ୍ସ ସମ୍ମିଳନୀ ପାଇଁ ରାଜଧାନୀ ଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା

September 10, 2026

ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପରେ ଶେଷ ହେବ ଇରାନ ଯୁଦ୍ଧ, କମିବ ତେଲ ଦର: ଟ୍ରମ୍ପ

September 10, 2026
Latest News

“୨୦୨୭ ବିଶ୍ଵକପ ଖେଳିବେ କି ନାହିଁ?”: ମୁହଁ ଖୋଲିଲେ ରୋହିତ ଶର୍ମା 

September 10, 2026

ୟୁଏଇର ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର

September 10, 2026

ନନ୍ଦନକାନନରେ ୫ ଓରାଙ୍ଗଓଟାନ୍ ଛୁଆଙ୍କୁ ମ୍ୟୁଜିକ୍ ଥେରାପି: ଆକ୍ଟିଭ୍ କରିବାକୁ ପ୍ରୟାସ

September 10, 2026

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେନି ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରେହମାନ୍

September 10, 2026

ଭାଙ୍ଗିଲା ୬୫ ବର୍ଷର ଇତିହାସ: ଦୁଲୀପ ଟ୍ରଫିରେ ଇତିହାସ ରଚିଲେ ଇଶାନ କିଶାନ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.