Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶାରେ ଭାରତ ଯୋଡ଼ ଯାତ୍ରା- ୧୧ ତମ ଦିନରେ ବାରିପଦା ସହର କଲା ପରିକ୍ରମା
ଜାତୀୟ ଖବର

ଓଡିଶାରେ ଭାରତ ଯୋଡ଼ ଯାତ୍ରା- ୧୧ ତମ ଦିନରେ ବାରିପଦା ସହର କଲା ପରିକ୍ରମା

November 13, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶାରେ ଭାରତ ଯୋଡ଼ ଯାତ୍ରା- ୧୧ ତମ ଦିନରେ ବାରିପଦା ସହର କଲା ପରିକ୍ରମା

ଭୁବନେଶ୍ୱର:  ଆଜି ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ “ଭାରତ ଯୋଡ଼ ଯାତ୍ର- ଓଡ଼ିଶା” ର ଯାତ୍ରୀ, ବରିଷ୍ଠ କଂଗ୍ରେସ ନେତା, ମୟୁରଭଞ୍ଜ ଜିଲ୍ଲାର କଂଗ୍ରେସ ନେତା ଓ କର୍ମୀ ଏବଂ ମୟୁରଭଞ୍ଜର ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ପାଲବଣି ଠାରୁ ପ୍ରଭାତରେ “ଭାରତ ଯୋଡ଼ ଯାତ୍ରା-ଓଡ଼ିଶର ୧୧ ତମ ଦିନର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ।

ମୟୁରଭଞ୍ଜ ଜିଲ୍ଲା କଂଗ୍ରେସ ସଭାପତି ହେମନ୍ତ ଦାସ ଙ୍କର ଆୟୋଜନ କ୍ରମେ ସମସ୍ତ ଯାତ୍ରୀ ବାରିପଦା ସହରସାରା ପରିକ୍ରମା କରିଥିଲେ । ଏହାପରେ ବିଶୋଇ ବଜାର ମଧ୍ୟ ପରିକ୍ରମ କଲେ । ମୁର୍ଗାବାଡ଼ି ଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଏହାପରେ ସଂଧ୍ୟାରେ ଭାରତ ଯୋଡ଼ ଯାତ୍ରା- ଓଡ଼ିଶା ରାଇରଙ୍ଗପୁର ସହର ପରିକ୍ରମା କରିଥିଲା । ଆଜିର କାର୍ଯ୍ୟକ୍ରମରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ବହୁ ଆଦିବାସୀ ଓ ଦଳିତ ପରିବାର ଏବଂ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷଙ୍କ ସହ ମିଶି ଜିଲ୍ଲାର ଅବସ୍ଥା ସଂପର୍କରେ ସିଧାସଳଖ ଅବଗତ ହୋଇଥିଲେ ।

ଆସନ୍ତା କାଲି ଯଶିପୁର ଠାରୁ ଭାରତ ଯୋଡ଼ ଯାତ୍ରା- ଓଡ଼ିଶାର ୧୨ ତମ ଦିନର କାର୍ଯ୍ୟକ୍ରମ ଆରମ୍ଭ ହେବ । ଆଜିର କାର୍ଯ୍ୟକ୍ରମରେ ସୁଶ୍ରୀ ସୁଶିଳା ତିରିଆ, ଗଣେଶ୍ୱର ବେହେରା, ମାନସ ଚୌଧୁରୀ, ଭୁଜବଳ ମାଝୀ, ବନ୍ଦିତା ପରିଡ଼ା, ସରସ୍ୱତୀ ହେମ୍ବ୍ରମ, ପ୍ରଦୀପ ରଥ,ଅରବିନ୍ଦ ଦାସ, ଶ୍ୟାମସୁନ୍ଦର ହାଂସଦା, ଶ୍ୟାମଚରଣ ହାଂସଦା, ନିରୋଜ ଲୋଚନ ଦାସ, ପ୍ରଭାସକର ମହାପାତ୍ର, ବିଜନ କୁମାର ଦାସ, ଅଶୋକ କୁମାର ଗିରି, ଜ୍ୟୋତି ପ୍ରକାଶ ରଥ, ବାଙ୍କନିଧି ବେହେରା ସାମିଲ ହୋଇଥିଲେ।

ସେହିପରି ଗୌରୀ ନାୟକ, ପ୍ରକାଶ ଜେନା, ସଂଜୟ ତ୍ରିପାଠୀ, ବିସ୍ମୟ ମହାପାତ୍ର, ଜ୍ଞାନ ରଞ୍ଜନ ପଟ୍ଟନାୟକ, ଅଜୟ ମହାପାତ୍ର, ସୁବ୍ରତ ମହାପାତ୍ର, ମହମ୍ମଦ ସାହାଦୁଲ୍ଲା, ସୁଶାନ୍ତ ତ୍ରିପାଠୀ, କୈଳାସ ସାହୁ, ବିରେଲ ର୍ସିକା, ସୁବାଷ ପାତ୍ର, ଦୀପକ କୁମାର ମହାପାତ୍ର, ବିଭୁତି ଭୂଷଣ ମହାପାତ୍ର, ନାରାୟଣ ମହାପାତ୍ର, ରାକେଶ ସିଂ, ମୋତିଲାଲ ଦାସ, ଅଂଶୁମାନ ଦାସ, ସୁସ୍ମିତା ଘୋଷାଲ, ଶାନ୍ତନୁ ପାଲ, ପ୍ରଦୀପ ମିଶ୍ର ଓ ବିଜୟ ସିଂ ଉପସ୍ଥିତ ଥିଲେ ବୋଲି ପ୍ରମୁଖ ଉପସ୍ଥିତ ଥିଲେ ବୋଲି ଭାରତ ଯୋଡ଼ ଯାତ୍ରା –ଓଡ଼ିଶାର ମିଡ଼ିଆ ଇନଚାର୍ଜ ପ୍ରକାଶ ମିଶ୍ର ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି ।

ଭାରତ ଯୋଡ ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ରାଜ୍ୟସଭା ନିର୍ବାଚନ ପାଇଁ ବଢିବ ସମସ୍ୟା!: ହ୍ରାସ ପାଉଛି ମଧ୍ୟପ୍ରଦେଶରେ କଂଗ୍ରେସ ବିଧାୟକଙ୍କ ସଂଖ୍ୟା

April 3, 2026
Latest News

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ଆମେରିକୀୟ ଏଫ-୩୫ ଲଢ଼ୁଆ ବିମାନକୁ ଖସାଇଲା ଇରାନ: ପାଇଲଟ୍‌ ଅଟକ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.