Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜି-୨୦ ଶିଖର ସମ୍ମିଳନୀରେ ଯୁକ୍ତରାଷ୍ଟ୍ର ଆମେରିକା ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
ବିଶେଷ ଖବର

ଜି-୨୦ ଶିଖର ସମ୍ମିଳନୀରେ ଯୁକ୍ତରାଷ୍ଟ୍ର ଆମେରିକା ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

November 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବାଲିଠାରେ ଚାଲିଥିବା ଜି-୨୦ ଶିଖର ସମ୍ମିଳନୀ କାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଯୋଶେଫ ଆର ବାଇଡେନଙ୍କୁ ସାକ୍ଷାତ କରିଛନ୍ତି। ସେମାନେ ଭାରତ-ଯୁକ୍ତରାଷ୍ଟ୍ର ରଣନୈତିକ ଭାଗିଦାରୀ ତଥା ନୂତନ ପ୍ରଯୁକ୍ତିବିଦ୍ୟା, ଆଧୁନିକ କମ୍ପ୍ୟୁଟିଙ୍ଗ୍ ଓ କୃତ୍ରିମ ମେଧା ଇତ୍ୟାଦି ସମ୍ପର୍କରେ ଆଲୋଚନା କରିଥିଲେ। କ୍ୱାଡ୍, ୧୨ୟୁ୨ ଇତ୍ୟାଦିକୁ କେନ୍ଦ୍ର କରି ଉଭୟ ନେତା ଭାରତ-ଯୁକ୍ତରାଷ୍ଟ୍ର ସମ୍ପର୍କ ନେଇ ସନ୍ତୋଷ ପ୍ରକଟ କରିଥିଲେ।

ଉଭୟ ନେତା ବୈଶ୍ୱିକ ଓ ଆଞ୍ଚଳିକ ବିକାଶ ବିଷୟ ଉପରେ କଥା ହୋଇଥିଲେ। ଭାରତ-ୟୁଏସ ଭାଗିଦାରିତା ନିରବଚ୍ଛିନ୍ନ ସହଯୋଗ ଯୋଗୁଁ ବୃଦ୍ଧି ପାଉଥିବାରୁ ଶ୍ରୀ ମୋଦୀ ରାଷ୍ଟ୍ରପତି ବାଇଡେନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ। ଭାରତର ଜି-୨୦ ଅଧ୍ୟକ୍ଷତା କାଳରେ ଉଭୟ ଦେଶ ଉତ୍ତମ ସମନ୍ୱୟ ରକ୍ଷା କରିବେ ବୋଲି ଶ୍ରୀ ମୋଦୀ ବିଶ୍ୱାସ ପ୍ରକଟ କରିଥିଲେ।

ଜି-୨୦ ଶିଖର ସମ୍ମିଳନୀ ନରେନ୍ଦ୍ର ମୋଦୀ ରଣନୈତିକ ଭାଗିଦାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026

ସରକାର ଧାର୍ଯ୍ୟ କରନ୍ତୁ ଦୀପାବଳୀରେ ବାଣ ଫୁଟାଇବା ନିର୍ଦ୍ଦିଷ୍ଟ ସମୟ : ସୁପ୍ରିମକୋର୍ଟ

October 1, 2026
Latest News

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.