Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ହେଉଛି ସମ୍ବିଧାନ ଦିବସ, ଜାଣନ୍ତୁ ଦେଶର ଏହି ସର୍ବୋଚ୍ଚ ପୁସ୍ତକକୁ କେଉଁଠି ରଖାଯାଇଛି
ଜାତୀୟ ଖବର

ଆଜି ହେଉଛି ସମ୍ବିଧାନ ଦିବସ, ଜାଣନ୍ତୁ ଦେଶର ଏହି ସର୍ବୋଚ୍ଚ ପୁସ୍ତକକୁ କେଉଁଠି ରଖାଯାଇଛି

November 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ହେଉଛି ସମ୍ବିଧାନ ଦିବସ, ଜାଣନ୍ତୁ ଦେଶର ଏହି ସର୍ବୋଚ୍ଚ ପୁସ୍ତକକୁ କେଉଁଠି ରଖାଯାଇଛି

The Constitution of India: ଭାରତୀୟ ସମ୍ବିଧାନ ହେଉଛି ଭାରତର ସର୍ବୋଚ୍ଚ ବିଧି। ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି। ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ।

୧୯୪୯ ମସିହା ନଭେମ୍ବର ୨୬ ତାରିଖ ଦିନ ଭାରତର ସମ୍ବିଧାନ ସଭା ଦ୍ବାରା ଏହି ସମ୍ବିଧାନ ଗୃହୀତ ହୋଇଥିଲା ଏବଂ ୧୯୫୦ ମସିହା ଜାନୁଆରୀ ୨୬ ତାରିଖରେ ପ୍ରଣୟନ କରାଗଲା।

ଭାରତର ସମ୍ବିଧାନ, ଭାରତୀୟ ପ୍ରଶାସନ ଅଧିନିୟମ ୧୯୩୫ ଦେଶର ମୂଳ ପ୍ରଶାସନିକ ଅଧିନିୟମ ରୂପେ ପ୍ରତିସ୍ଥାପିତ କଲା ଏବଂ ଏହା ସହିତ ଭାରତୀୟ ଅଧିରାଜ୍ୟ, ଭାରତୀୟ ଗଣରାଜ୍ୟରେ ପରିଣତ ହେଲା। ଭାରତ ଏହାର ସମ୍ବିଧାନକୁ ପ୍ରତିବର୍ଷ ଜାନୁଆରୀ ୨୬ ତାରିଖ ଦିନ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରେ।

ଏହା ସାମ୍ବିଧାନ ହେଉଛି ସର୍ବେ ସର୍ବେ, ସଂସଦ ନୁହେଁ। ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ, ସେଥିପାଇଁ ଦେଶର ଏହା ହେଉଛି ସର୍ବେସର୍ବା। ଏହା ଲୋକଙ୍କ ଦ୍ବାରା ସ୍ୱୀକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦଘୋଷିତ। କୌଣସି ପରିସ୍ଥିତିରେ ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ।

ସମ୍ବିଧାନ ଭାରତକୁ ଏକ ସାର୍ବଭୌମ, ସମାଜବାଦୀ, ପନ୍ଥ-ନିରପେକ୍ଷ ତଥା ଗଣତାନ୍ତ୍ରିକ ସାଧାରଣତନ୍ତ୍ର ହେବ ବୋଲି ଉଦଘୋଷଣା କରିଅଛି। ତତସହିତ ଏହା ସମସ୍ତ ନାଗରିକଙ୍କୁ ନ୍ୟାୟ, ସମାନତା, ସ୍ବତନ୍ତ୍ରତା ପ୍ରଦାନ କରିଅଛି ଏବଂ ତାଙ୍କ ମଧ୍ୟରେ ଭାତୃଭାବ ସ୍ଥାପନକୁ ଉତ୍ସାହିତ କରୁଅଛି।

୧୯୫୦ର ମୂଳ ସମ୍ବିଧାନଟିକୁ ଏକ ହିଲିଅମ ପୂର୍ଣ୍ଣ କାଚବାକ୍ସରେ ନୂଆଦିଲ୍ଲୀଠାରେ ସୁରକ୍ଷିତ ରଖାଯାଇଅଛି।

ସମ୍ବିଧାନ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.