Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କୁଲତା ସମାଜର ଧର୍ମଶାଳା ପାଇଁ ପୁରୀରେ ଜାଗା ଓ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

କୁଲତା ସମାଜର ଧର୍ମଶାଳା ପାଇଁ ପୁରୀରେ ଜାଗା ଓ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

November 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କୁଲତା ସମାଜର ଧର୍ମଶାଳା ପାଇଁ ପୁରୀରେ ଜାଗା ଓ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ। ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ମଧ୍ୟ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ପ୍ରତିବର୍ଷ କୁଲତା ସମାଜର ଲକ୍ଷାଧିକ ଲୋକ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଆସିଥାନ୍ତି। ସେମାନଙ୍କ ରହଣି ଓ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟକ୍ରମ ନିମନ୍ତେ ଏକ ଧର୍ମଶାଳା ପ୍ରତିଷ୍ଠା ପାଇଁ ଜମି ଯୋଗାଇ ଦେବାକୁ କୁଲତା ସମାଜର ଏକ ପ୍ରତିନିଧି ଦଳ ଗତ ୨୮ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଅନୁରୋଧ କରିଥିଲେ।

ମୁଖ୍ୟମନ୍ତ୍ରୀ ଏଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ଏହାଦ୍ୱାରା କୁଲତା ସମାଜର ଜନସାଧାରଣ ପୁରୀରେ ରହିବା ସହିତ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ମଧ୍ୟ କରିପାରିବେ।

କୁଲତା ସମାଜ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

“ମାନବୀୟ ବୁଦ୍ଧିମତାର ଉପଯୋଗକୁ ଗୁରୁତ୍ୱ ଦେବା ଜରୁରୀ”: ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

December 15, 2025

ଧର୍ମଶାଳାରେ ପୁଣି ହିଂସା, ପୂର୍ବତନ ବିଧାୟକ ପ୍ରଣବ ଓ ବିଧାୟକ ହିମାଂଶୁଙ୍କ ସମର୍ଥକଙ୍କ ମଧ୍ୟରେ ପିଟାପିଟି

December 14, 2025

ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଝିଅ ବାହାଘର ଭୋଜିରେ ଯୋଗ ଦେଲେ ନବୀନ ପଟ୍ଟନାୟକ

December 14, 2025

କାଙ୍କଣ ଶିଖରୀରେ ୮ମ ଶ୍ରୀଜଗନ୍ନାଥ ମହୋତ୍ସବ ଉଦ୍‌ଯାପିତ, ୨୦ହଜାରରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁଙ୍କ ସମାଗମ

December 14, 2025
Latest News

“ମାନବୀୟ ବୁଦ୍ଧିମତାର ଉପଯୋଗକୁ ଗୁରୁତ୍ୱ ଦେବା ଜରୁରୀ”: ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

December 15, 2025

ଆଜି ୧୫ ତାରିଖ ସୋମବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ଯାନବାହନ ପ୍ରତି ରୁହନ୍ତୁ ସାବଧାନ

December 15, 2025

ତୃତୀୟ ଟି-୨୦ରେ ଦକ୍ଷିଣ ଆଫ୍ରିକା ପରାସ୍ତ: ୨-୧ ରେ ସିରିଜ ଅଗ୍ରଣୀ ହାସଲ କଲା ଭାରତ

December 14, 2025

ଧର୍ମଶାଳାରେ ପୁଣି ହିଂସା, ପୂର୍ବତନ ବିଧାୟକ ପ୍ରଣବ ଓ ବିଧାୟକ ହିମାଂଶୁଙ୍କ ସମର୍ଥକଙ୍କ ମଧ୍ୟରେ ପିଟାପିଟି

December 14, 2025

‘ଆତ୍ମନିର୍ଭର ଭାରତ’ ଏବଂ ‘ମେକ୍ ଇନ୍ ଇଣ୍ଡିଆ’କୁ ମଜବୁତ କରୁଛି ଭାରତୀୟ ରେଳବାଇ

December 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.